• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଯୁବ ଭୋଟରଙ୍କ ପଞ୍ଜୀକରଣ ନିମନ୍ତେ ରାଜ୍ୟ ସ୍ତରରେ ପୁରସ୍କୃତ ହେଲେ ଉପଜିଲ୍ଲପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଓ ବୁଥ ସ୍ତରୀୟ ଅଧିକାରୀ

Proprietor Abhimanyu Maharana by Proprietor Abhimanyu Maharana
January 26, 2023
in ଓଡ଼ିଶା, ମାଲକାନଗିରି, ହୋମ୍
0
ଯୁବ ଭୋଟରଙ୍କ ପଞ୍ଜୀକରଣ ନିମନ୍ତେ ରାଜ୍ୟ ସ୍ତରରେ ପୁରସ୍କୃତ ହେଲେ ଉପଜିଲ୍ଲପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଓ ବୁଥ ସ୍ତରୀୟ ଅଧିକାରୀ
Share on FacebookShare on TwitterWhatsapp

୨୫ ଜାନୁଆରୀ,ବୁଧବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ମାଲକାନଗିରି :- ଜାତୀୟ ମତଦାତା ଦିବସରେ ମାଲକାନାଗିରି ଜିଲ୍ଲା ରାଜ୍ୟ ସ୍ତରରେ ଦୁଇଟି ପୁରସ୍କାର ହାସଲ କରିଛି । ସ୍ୱତନ୍ତ୍ର ସଂକ୍ଷିପ୍ତ ଅଭିଯାନ କାର୍ଯ୍ୟକ୍ରମରେ ଭୋଟର ଶିକ୍ଷା ଏବଂ ନିର୍ବାଚନରେ ଅଂଶ ଗ୍ରହଣ (ସ୍ଵିପ) ନିମନ୍ତେ ଉପଜିଲ୍ଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁଙ୍କୁ ଭୁବନେଶ୍ୱରରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ଦ୍ବାରା ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶିଲାଲ ସମ୍ମାନିତ କରିଛନ୍ତି ।

ସେହିପରି ତୁମାସପଲ୍ଲୀ ଆଶ୍ରମ ବିଦ୍ୟାଳୟର ସହାୟକ ଶିକ୍ଷକ, ଶ୍ରୀ ଶାମ ପଡ଼ିଆମିଙ୍କୁ ବୁଥ ସ୍ତରୀୟ ଅଧିକାରୀ ଭାବେ ପୁରସ୍କୃତ କରାଯାଇଛି। ମାଲକାନଗିରି ନିର୍ବାଚନ ମଣ୍ଡଳୀର ବୁଥ ନମ୍ବର ୧୧୫ ଓ ୧୪୬ ରେ ୧୮ ରୁ ୧୯ ବର୍ଷର ଯୁବ ମତଦାତାଙ୍କ ପଞ୍ଜୀକରଣ ନିମନ୍ତେ ଶ୍ରୀ ପଡ଼ିଆମିଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ନିର୍ବାଚନ ଅଧିକାରୀ, ଶ୍ରୀ ସୁଶୀଲ କୁମାର ଲୋହାନି ଏବଂ ଜିଲ୍ଲାପାଳ ଖୋର୍ଦ୍ଧା, ଶ୍ରୀ ସୁଦର୍ଶନ ଚକ୍ରବର୍ତ୍ତୀ ଉପସ୍ଥିତ ଥିଲେ।ପୁରସ୍କାର ପାଇବା ପରେ ପ୍ରତିକ୍ରିୟା ରଖି ଶ୍ରୀ ଖେମୁଣ୍ଡୁ ପ୍ରକାଶ କରିଛନ୍ତି ଯେ ନିଶ୍ଚିତ ଭାବେ ଏହା ଜିଲ୍ଲାର ସମସ୍ତ ନିର୍ବାଚନ ପଞ୍ଜୀକରଣ ଅଧିକାରୀ, ସୁପରଭାଇଜର ଓ ବୁଥ ସ୍ତରୀୟ ଅଧିକାରୀ ଙ୍କୁ ଉତ୍ସାହିତ କରିବ। ଯେଉଁମାନେ ଏକ ସୁସ୍ଥ ଗଣତନ୍ତ୍ର ପାଈଁ ନିର୍ବାଚନ ତାଲିକା ପ୍ରସ୍ତୁତରେ କାର୍ଯ୍ୟ କରୁଛନ୍ତି। ମାଲକାନଗିରି ଏବଂ ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀର ଯୁବ ଭୋଟରଙ୍କ ପଞ୍ଜୀକରଣ ପାଇଁ କାର୍ଯ୍ୟ କରିଥିବା ସମସ୍ତ କର୍ମଚାରୀଙ୍କୁ ସେ ଏହି ପୁରସ୍କାରକୁ ଉତ୍ସର୍ଗ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଯୁବ ଭୋଟରଙ୍କ ପଞ୍ଜିକରଣରେ ମାଲକାନଗିରି ଜିଲ୍ଲାର ପ୍ରଦର୍ଶନ ସର୍ବୋତ୍ତମ ରହିଥିଲା । ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲପାଳ ଶ୍ରୀ ବିଶାଲ ସିଂ ଉପଜିଲ୍ଲପାଳ ଓ ବୁଥ ସ୍ତରୀୟ ଅଧିକାରୀ ଉଭୟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଏବଂ ଆଗାମୀ ଦିନରେ ମଧ୍ୟ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତରେ ସମାନ ଉତ୍ସାହ ଏବଂ ଯୋଗଦାନ ଦେବା ପାଇଁ ସମସ୍ତ କ୍ଷେତ୍ର ଅଧିକାରୀଙ୍କୁ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

May 2, 2026
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

May 2, 2026
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version