• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲିଗୁଡା ଉପଖଣ୍ଡ : ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
January 27, 2023
in ଓଡ଼ିଶା, କନ୍ଧମାଳ, ହୋମ୍
0
ବାଲିଗୁଡା ଉପଖଣ୍ଡ : ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ
Share on FacebookShare on TwitterWhatsapp

୨୬ ଜାନୁଆରୀ, ଗୁରୁବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) କନ୍ଧମାଳ :- ଆଜି ସାରା ଦେଶ ପାଳୁଛି ୭୪ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ବାଲିଗୁଡା ରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ଡାକବାଜି ଯନ୍ତ୍ର ଯୋଗେ ପ୍ରତ୍ୟୁଷ ରେ ରାମଧୂନ ପରିବେଷଣ କରାଯାଇଥିଲା l ସକାଳ ୭ ଘଣ୍ଟ ସମୟରେ ଉପଖଣ୍ଡ ର ସମସ୍ତ ଶିକ୍ଷାନୁଷ୍ଠାନ ଏବଂ ସରକାରୀ ଓ ବେସରକାରୀ ଅନୁଷ୍ଠାନ ରେ ଜାତୀୟ ପତାକା ଉତ୍ତୋଳନ ହୋଇଥିଲା l ପରେ ପରେ ବାଲିଗୁଡ଼ା ସ୍ଥିତ ବିଜୁପଟ୍ଟନାୟକ ମିନି ଷ୍ଟାଡିୟମରେ ଉପଖଣ୍ଡ ସ୍ତରୀୟ ୭୪ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏଥିରେ ବାଲିଗୁଡ଼ା ଉପଜିଲ୍ଲାପାଳ ଶ୍ରୀମତୀ ଏମ.ଏସ.ମଧୁମିତା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରି ଜାତି ଉଦେଶ୍ୟରେ ଉଦବୋଧନ ଦେଇଥିଲେ । ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରୁ ସମୁଦାୟ ୩୨ଟି ଦଳ ସମ୍ମିଳିତ ପ୍ୟାରେଡରେ ଭାଗ ନେଇଥିଲେ । ଦୀର୍ଘ ଦୁଇ ବର୍ଷ ହେଲା ମହାମାରୀ କରୋନା ଭୁତାଣୁ ସଂକ୍ରମଣ କାରଣରୁ ସରକାରଙ୍କ ନିୟମକୁ ମାନି ନିରାଡ଼ମ୍ବର ଭାବେ ସାଧାରଣତନ୍ତ୍ର ଦିବସ ଓ ସ୍ବାଧୀନତା ଦିବସ ପାଳନ କରାଯାଉଥିଲା । ଚଳିତ ବର୍ଷ କଟକଣା ହଟିଥିବାରୁ ପୂର୍ବବର୍ଷ ମାନଙ୍କ ଭଳି ପୁଣି ଥରେ ମହା ଆଡ଼ମ୍ବରରେ ବାଲିଗୁଡ଼ାରେ ପାଳନ କରାଯାଇଛି ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ସମସ୍ତ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସେଥିରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା । ଏହି ଉତ୍ସବ ଟିକୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ଅଭିମନ୍ୟୁ ପ୍ରଧାନ, ଉପଖଣ୍ଡ ଉତ୍ସବ ପାଳନ କମିଟିର ଯୁଗ୍ମ ସମ୍ପାଦକ ତୀର୍ଥବାସୀ ଘଡ଼ାଇ, ରଶ୍ମି ରଞ୍ଜନ ମହାରଣା ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l ଦୀର୍ଘ ଦୁଇ ବର୍ଷ ପରେ ପୁଣି ସ୍ବଭାବିକ ପରିସ୍ଥିତି ଫେରିଥିବାରୁ ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀ ବେସ୍ ଉତ୍ସାହିତ ଥିବା ଦେଖିବାକୁ ମିଳିଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
1984 ମସିହା ISc ଵେଚ ର ବନ୍ଧୁ ମିଳନ

1984 ମସିହା ISc ଵେଚ ର ବନ୍ଧୁ ମିଳନ

August 10, 2026
ହରଘର ତ୍ରିରଙ୍ଗା ଅବସରରେ କଳା ପ୍ରଦର୍ଶନ କର୍ମଶାଳା

ହରଘର ତ୍ରିରଙ୍ଗା ଅବସରରେ କଳା ପ୍ରଦର୍ଶନ କର୍ମଶାଳା

August 10, 2026
ଆକାଶ ପଥରେ କାର୍ଯ୍ୟରତ ବିମାନ ଏବେ ସ୍ଥଳପଥରେ ଜନତାଙ୍କ ରେସ୍ତୋରାଁ

ଆକାଶ ପଥରେ କାର୍ଯ୍ୟରତ ବିମାନ ଏବେ ସ୍ଥଳପଥରେ ଜନତାଙ୍କ ରେସ୍ତୋରାଁ

August 10, 2026
ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀରେ ପ୍ରଦେଶ ଯୁବ କଂଗ୍ରେସର ବିଶାଳ ଶୋଭାଯାତ୍ରା 

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀରେ ପ୍ରଦେଶ ଯୁବ କଂଗ୍ରେସର ବିଶାଳ ଶୋଭାଯାତ୍ରା 

August 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

1984 ମସିହା ISc ଵେଚ ର ବନ୍ଧୁ ମିଳନ

1984 ମସିହା ISc ଵେଚ ର ବନ୍ଧୁ ମିଳନ

August 10, 2026
ହରଘର ତ୍ରିରଙ୍ଗା ଅବସରରେ କଳା ପ୍ରଦର୍ଶନ କର୍ମଶାଳା

ହରଘର ତ୍ରିରଙ୍ଗା ଅବସରରେ କଳା ପ୍ରଦର୍ଶନ କର୍ମଶାଳା

August 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version