• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳି ମାଡ : ଗୁଳି ମାଡରେ ଗୁରୁତର ଆହତ

Proprietor Abhimanyu Maharana by Proprietor Abhimanyu Maharana
January 29, 2023
in ଅପରାଧ, ଓଡ଼ିଶା, ଝାରସୁଗୁଡା, ମହାନଗର, ହୋମ୍
0
ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳି ମାଡ : ଗୁଳି ମାଡରେ ଗୁରୁତର ଆହତ
Share on FacebookShare on TwitterWhatsapp

x. ମନ୍ତ୍ରୀଙ୍କୁ ଫାୟାରିଂ ବେଳେ ୨ରୁ୩ ରାଉଣ୍ଡ ଗୁଳିର ଶବ୍ଦ ଶୁଣିବାକୁ ମିଳିଛି
x. ମନ୍ତ୍ରୀଙ୍କ ପାଖରେ ଥିବା ଆଉ ଜଣେ ବ୍ୟକ୍ତି ଆହତ ସୂଚନା

୨୯ ଜାନୁଆରୀ,ରବିବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଝାରସୁଗୁଡ଼ା/ଭୁବନେଶ୍ୱର :-
ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳି ମାଡ ହୋଇଛି । ଗୁଳି ମାଡରେ ଗୁରୁତର ଆହତ ହୋଇଥିବା ମନ୍ତ୍ରୀ ନବ ଦାସଙ୍କୁ ହସପିଟାଲରେର ଭର୍ତ୍ତି କରାଯାଇଛି । ଝାରସୁଗୁଡାରେ ପ୍ରାଥମିକ ଚିକିତ୍ସା ପରେ ଗୁରୁତର ଅବସ୍ଥାରେ ତାଙ୍କୁ ଏୟାର ଆମ୍ବୁଲାନ୍ସ ଜରିଆରେ ଝାରସୁଗୁଡ଼ା ରୁ ଭୁବନେଶ୍ୱର ଅପ୍ପୋଲୋ ଘରୋଇ ହସ୍ପିଟାଲ କୁ ସ୍ଥାନାନ୍ତର
ଣ କରାଯାଇଥିଲା । ଗାନ୍ଧିଛକ ଏଏସଆଇ ଗୋପାଳ ଦାସ ସ୍ୱାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସଙ୍କୁ ଗୁଳି କରିଥିବା ବ୍ରଜରାଜନଗର ଏସଡିପିଓ ଗୁପ୍ତେଶ୍ଵର ଭୋଇ କହିଛନ୍ତି । ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି ସୂଚନା ଅନୁସାରେ, ଆଜି ପୂର୍ବାହ୍ଣରେ ମନ୍ତ୍ରୀ ନବ ଦାସ ଝାରସୁଗୁଡା ବ୍ରଜରାଜ ନଗର ଗାନ୍ଧିଛକ ନିକଟରେ ଆୟୋଜିତ ଏକ ଦଳୀୟ କାର‌୍ୟ୍ୟକ୍ରମରେ ଯୋଗ ଦେବାକୁ ଯାଉଥିଲେ । ଗାନ୍ଧିଛକ ନିକଟରେ ସେ ଗାଡିରେ ଓହ୍ଲାଇବା ପରେ କର୍ମୀମାନେ ତାଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଏହି ସମୟରେ ହଠାତ ଜଣେ ପୋଲିସ କର୍ମଚାରୀ ‘ଏଏସଆଇ ଗୋପାଳ ଦାସ’ ଅତିନିକଟରୁ ତାଙ୍କ ଉପରକୁ ଗୁଳିମାଡ କରିଥିଲେ । ଫଳରେ ତାଙ୍କ ଛାତିରେ ଗୁଳି ବାଜିଥିଲା ।  ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ତୁରନ୍ତ ଉଦ୍ଧାର କରି ସ୍ଥାନୀୟ ହସପିଟାଲରେ ଭର୍ତ୍ତି କରାଯାଇଛି ।ଏହି ଘଟଣା ପରେ ଲୋକେ ଗୁଳିମାଡ କରିଥିବା ପୋଲିସ କର୍ମଚାରୀଙ୍କୁ କାବୁ କରିନେଇଥିଲେ । କାବୁ ହୋଇଥିବା ପୋଲିସ କର୍ମଚାରୀ ଜଣକ ଗାନ୍ଧିଛକ ଫାଣ୍ଡିରେ କାର‌୍ୟ୍ୟରତ ଗାପାଳ ଦାସ ବୋଲି ଜଣାପଡିଛି । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ଏସପି ଓ ଡିଆଇଜି ଘଟଣାସ୍ଥଳରେ ପହଁଞ୍ଚି ଅନୁଧ୍ୟାନ ଆରମ୍ଭ କରିଛି । ଗାନ୍ଧିଛକ ଏଏସଆଇ ଗୋପାଳ ଦାସ ସ୍ୱାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସଙ୍କୁ ଗୁଳି କରିଥିବା ବ୍ରଜରାଜନଗର ଏସଡିପିଓ ଗୁପ୍ତେଶ୍ଵର ଭୋଇ କହିଛନ୍ତି । 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଶ୍ଵହିନ୍ଦୁ ପରିଷଦ ଧାକୁଲେଇ ପ୍ରଖଣ୍ଡ ପକ୍ଷରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସ ପାଳିତ

ବିଶ୍ଵହିନ୍ଦୁ ପରିଷଦ ଧାକୁଲେଇ ପ୍ରଖଣ୍ଡ ପକ୍ଷରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସ ପାଳିତ

September 7, 2026
ନୁଆଁଖାଇ ଭେଟ ପ୍ରସ୍ତୁତି ବୈଠକ

ନୁଆଁଖାଇ ଭେଟ ପ୍ରସ୍ତୁତି ବୈଠକ

September 7, 2026
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ

ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ

September 7, 2026
Soulful Sarod of Virtuoso Pt. Tejendra Majumdar and Captivating Odissi by Smt

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଦ୍ୱିତୀୟ ସନ୍ଧ୍ୟା

September 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଶ୍ଵହିନ୍ଦୁ ପରିଷଦ ଧାକୁଲେଇ ପ୍ରଖଣ୍ଡ ପକ୍ଷରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସ ପାଳିତ

ବିଶ୍ଵହିନ୍ଦୁ ପରିଷଦ ଧାକୁଲେଇ ପ୍ରଖଣ୍ଡ ପକ୍ଷରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସ ପାଳିତ

September 7, 2026
ନୁଆଁଖାଇ ଭେଟ ପ୍ରସ୍ତୁତି ବୈଠକ

ନୁଆଁଖାଇ ଭେଟ ପ୍ରସ୍ତୁତି ବୈଠକ

September 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version