• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଜାଣନ୍ତୁ ଆପଣଙ୍କର ରାଶିଫଳ – ୧୧ ଜୁନ୍ ଗୁରୁବାର

Proprietor Abhimanyu Maharana by Proprietor Abhimanyu Maharana
June 11, 2020
in Uncategorized, ଓଡ଼ିଶା, ଦେଶ, ରାଶିଫଳ, ହୋମ୍
0
ଜାଣନ୍ତୁ ଆପଣଙ୍କର ରାଶିଫଳ – ୧୧ ଜୁନ୍ ଗୁରୁବାର
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୧ ଜୁନ୍ ଗୁରୁବାର ) ଭୁବନେଶ୍ୱର :- ମେଷ : ଜଗନ୍ନାଥଙ୍କର କୃପାରୁ ଆଜିର ଦିନ ଆନନ୍ଦ ଏବଂ ଉଲ୍ଲାସ ଭରା ରହିବ। ଆଜି କରାଯାଇଥିବା ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ। ଘରର ବାତାବରଣ ପ୍ରଫୁଲ୍ଲିତ ରହିବ। ବିବାହିତା ମହିଳା ମାନଙ୍କପାଇଁ ବାପ ଘରୁ ମଧ୍ୟ ଲାଭ ହୋଇପାରେ ଏବଂ ଭଲ ସମାଚାର ମିଳିପାରେ। ଆର୍ଥିକ ଲାଭର ସମ୍ଭାବନା ଅଛି। ଆନନ୍ଦ-ଉତ୍ସାହ ଏବଂ ତନ-ମନର ପ୍ରସନ୍ନତା ଆପଣଙ୍କ ଦିନରେ ଚେତନା ଏବଂ ଫୂର୍ତ୍ତିର ସଞ୍ଚାର କରିବ। ନୂଆ କାର୍ଯ୍ୟ ହାତକୁ ନେବେ, ତେବେ ସେଥିରେ ସଫଳତା ମିଳିବ। ଧାର୍ମିକ ମାଙ୍ଗଳିକ ପ୍ରସଂଗରେ ଯାଇପାରନ୍ତି। ପରିବାର ସହିତ ମିଷ୍ଟାନ୍ନ ଭୋଜନର ଆନନ୍ଦ ନେବେ। ଯାତ୍ରା କରିବେ। ଦାମ୍ପତ୍ୟଜୀବନ ଆନନ୍ଦମୟ ରହିବ।

ବୃଷ : ଅନେକ ପ୍ରକାରର ଚିନ୍ତାରେ ହଇରାଣ ହୋଇପାରନ୍ତି। ଆଜି ସ୍ଵାସ୍ଥ୍ୟ ଉପରେ ଧ୍ୟାନ ଦିଅନ୍ତୁ। ସ୍ଵଜନ ଏବଂ ସ୍ନେହୀଜନମାନଙ୍କ ସାଥିରେ ମତଭେଦ ହୋଇପାରେ। ସମ୍ଭବ ହେଲେ କୌଣସି କାର୍ଯ୍ୟ ଆଜି ଅଧୂରା ଛାଡ଼ନ୍ତୁ ନାହିଁ। କୌଣସି କାରଣବଶତଃ ବ୍ୟୟ ମଧ୍ୟ ଅଧିକ ହୋଇପାରେ। ଆଜି ଆପଣଙ୍କମଧ୍ୟରେ ଶାରୀରିକ ଏବଂ ମାନସିକ ଫୂର୍ତ୍ତି ଏବଂ ସତେଜତାର ଅଭାବ ହୋଇପାରେ। ପରିବାରରେ କ୍ଲେଶ କଳହର ବାତାବରଣ ରହିବାରୁ ଆପଣଙ୍କ ମନ ଦୁଃଖ ହୋଇପାରେ। ମାତାଙ୍କର ସ୍ଵାସ୍ଥ୍ୟ ଖରାପ ହୋଇପାରେ। ମହିଳାବର୍ଗଙ୍କଠାରୁ ଦୂରରେ ରଖିଲେ ଭଲ।

ମିଥୁନ : ବ୍ୟାପାରୀବର୍ଗଙ୍କ ପାଇଁ ଆଜିର ଦିନ ଶୁଭଫଳଦାୟୀ ଅଟେ। ବ୍ୟାପାର ତଥା ଆୟରେ ବୃଦ୍ଧି ହେବ। ମିତ୍ରମାନଙ୍କର ଲାଭ ହେବ। ଚାକିରିରେ ଉଚ୍ଚାଧିକାରିମାନଙ୍କର କୃପାଦୃଷ୍ଟି ରହିବ। ଆପଣଙ୍କ ପ୍ରମୋଶନ ହୋଇପାରେ। ବିବାହ ଇଚ୍ଛୁକ ବ୍ୟକ୍ତିମାନଙ୍କୁ ଜୀବନସାଥୀ ମିଳିବାର ଯୋଗ ଅଛି। ମାତାଙ୍କର ସ୍ଵାସ୍ଥ୍ୟକୁ ନେଇକରି ଚିନ୍ତା ହୋଇପାରେ। ଘବରାନ୍ତୁ ନାହିଁ, ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ବାଦ-ବିବାଦରେ ପଡ଼ନ୍ତୁନାହିଁ। ସ୍ଵଜନମାନଙ୍କ ସହିତ ମନମାଳିନ୍ୟ ହୋଇପାରେ। କାର୍ଯ୍ୟରେ ସଫଳତା ମିଳିବ। ଅନାବଶ୍ୟକ ଖର୍ଚ୍ଚ ନ ହେଉ, ଏହାର ଧ୍ୟାନ ରଖିବେ। ବିଦ୍ୟାର୍ଥିମାନଙ୍କ ପାଇଁ ପାଠପଢ଼ାରେ କିଛି ଅସୁବିଧା ଆସିପାରେ।

କର୍କଟ : ଆଜିର ଦିନ ଆପଣଙ୍କ ପାଇଁ ଶୁଭ ଅଟେ। ଚାକିରିପେଶା ଲୋକଙ୍କର ପ୍ରମୋଶନର ଯୋଗ ଅଛି। ପରିବାରରେ ମିତ୍ରତାପୂର୍ଣ୍ଣ ବାତାବରଣ ରହିବ। ନୂଆ ସାଜ-ସଜ୍ଜାରେ ଘରର ଶୋଭା ବୃଦ୍ଧି କରିବେ। ମାତାଙ୍କଠାରୁ ମଧ୍ୟ ଲାଭ ମିଳିବ। ଧନ ଏବଂ ପ୍ରତିଷ୍ଠାରେ ବୃଦ୍ଧି ହେବ। ଆପଣଙ୍କ ଆଜିର ସମ୍ପୂର୍ଣ୍ଣ ଦିନ ସୁଖମୟ ବିତିବ। ଅନୁକୂଳ ପରିସ୍ଥିତି ନିର୍ମିତ ହେବା ପାଇଁ ଆପଣ ପ୍ରତ୍ୟେକ କାର୍ଯ୍ୟ ସରଳତା ପୂର୍ବକ ସମ୍ପୂର୍ଣ୍ଣ କରି ପାରିବେ। ମନରେ ପ୍ରସନ୍ନତା ରହିବ। ବ୍ୟାପାରରେ ଆର୍ଥିକ ଲାଭ ପ୍ରାପ୍ତି କରି ପାରିବେ। ଭାଗିଦାରୀରେ ଲାଭ ହେବ। ଭାଇ-ଭଉଣୀମାନଙ୍କ ସହିତ ଭଲ ଭାବରେ ସମୟ ବ୍ୟତୀତ କରିବେ।

ସିଂହ : ଆଜିର ଦିନ ଆଲସ୍ୟ ତଥା ଥକା ଲାଗିପାରେ। ପେଟ ସମ୍ବନ୍ଧିତ ଯନ୍ତ୍ରଣା ଯୋଗୁଁ ଅସୁବିଧା ହୋଇପାରେ। ସଫଳତା ପ୍ରାପ୍ତ କରିବା ପାଇଁ ପରିଶ୍ରମ ଅଧିକ କରିବାକୁ ପଡ଼ିବ। ଧାର୍ମିକ ଯାତ୍ରାର ସମ୍ଭାବନା ଅଛି। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ଆଜି ଆପଣ ଆନନ୍ଦ, ଉତ୍ସାହ ଏବଂ ପ୍ରସନ୍ନତା ଅନୁଭବ କରିବେ। ନୂଆ କାର୍ଯ୍ୟଙ୍କର ପ୍ରାରମ୍ଭ ଲାଭଦାୟକ ପ୍ରମାଣିତ ହେବ। ମିତ୍ରମାନଙ୍କ, ସ୍ଵଜନମାନଙ୍କ ସହିତ ଭୋଜନର ଆନନ୍ଦ ଉଠାଇବାପାଇଁ ସୁଯୋଗ ପ୍ରାପ୍ତ ହେବ। ଯାତ୍ରାର ଯୋଗ ଅଛି। ଲକ୍ଷ୍ମୀଦେବୀଙ୍କର କୃପା ରହିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଧନ ଖର୍ଚ୍ଚ ହୋଇପାରେ।

କନ୍ୟା : ଖାଇବା ପିଇବାର ବିଶେଷ ରୂପରେ ଧ୍ୟାନ ରଖିବେ। ଆବେଶ ଏବଂ କ୍ରୋଧର ମାତ୍ରା ଅଧିକ ହୋଇପାରେ। ସ୍ଵାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ। ଅନୈତିକ କାର୍ଯ୍ୟରୁ ଦୂରରେ ରୁହନ୍ତୁ। ସରକାର ବିରୋଧୀ ପ୍ରବୃତ୍ତି କାରଣରୁ ଅସୁବିଧା ହୋଇପାରେ। ଖର୍ଚ୍ଚର ମାତ୍ରା ବଢ଼ିପାରେ। ଆଜି ଚାକିରି ପେଶା ଲୋକମାନଙ୍କର ପାଇଁ ଅତ୍ୟନ୍ତ ଲାଭଦାୟକ ଦିନ ଅଟେ। ତାଙ୍କର କାମରେ ଯଶ ଏବଂ ସଫଳତା ମିଳିବ। ପାରିବାରିକ ବାତାବରଣ ସୌହାର୍ଦ୍ୟ ପୂର୍ଣ୍ଣ ରହିବ। ପ୍ରତିଦ୍ୱନ୍ଦ୍ୱୀମାନଙ୍କର ସମକ୍ଷ ବିଜୟ ମିଳିବ। ଅଫିସ୍ ରେ ସହକର୍ମିମାନଙ୍କର ସହଯୋଗ ମିଳିବ। ସ୍ଵାସ୍ଥ୍ୟ ଭଲ ରହିବ।

ତୁଳା : ଆଜି ସାଂସାରିକ ଜୀବନରେ ଆନନ୍ଦ ରହିବ। ପରିଜନମାନଙ୍କ ସହିତ ସାମାଜିକ କାର୍ଯ୍ୟ ହେତୁ ବାହରକୁ ଯାଇପାରନ୍ତି। ଛୋଟ ଯାତ୍ରାର ଆୟୋଜନ ହେବ। ବ୍ୟାପାରୀ ବ୍ୟାପରରେ ବୃଦ୍ଧି କରିପାରନ୍ତି। ସାମାଜିକ କ୍ଷେତ୍ରରେ ଆପଣଙ୍କୁ ସଫଳତା ଏବଂ ଯଶ କୀର୍ତ୍ତି ମିଳିବାର ମଧ୍ୟ ଯୋଗଅଛି। ସାମାଜିକ ଏବଂ ସାର୍ବଜନିକ କ୍ଷେତ୍ରରେ ଲାଭ ସହିତ ଖ୍ୟାତି ପ୍ରାପ୍ତ ହେବ। ମହିଳା ବର୍ଗମାନଙ୍କଠାରୁ ବିଶେଷ ଲାଭ ହେବ। ଦାମ୍ପତ୍ୟଜୀବନରେ ପରମ ସୁଖର କ୍ଷଣ ଅନୁଭବ ହେବ। ବିପରୀତ ଲିଙ୍ଗ ବ୍ୟକ୍ତିମାନଙ୍କ ସହିତ ପରିଚୟ ହେବ। ଭାଗିଦାରୀ ପାଇଁ ସମୟ ଅନୁକୂଳ ଅଟେ। ଯାତ୍ରା କରିବାର ସମ୍ଭାବନା ଅଛି।

ବିଚ୍ଛା : ଆପଣଙ୍କ ପାରିବାରିକ ବାତାବରଣ ଆନନ୍ଦ ଏବଂ ଉଲ୍ଲାସରେ ଭରି ରହିବ। ମନରେ ଚେତନା ଏବଂ ଫୂର୍ତ୍ତିର ସଞ୍ଚାର ହେବ। ମିତ୍ର ବେଶରେ ଲୁଚି ରହିଥିବା ଶତ୍ରୁ ନିଜର ପ୍ରୟାସରେ ଅସଫଳ ରହିବେ। ଅଫିସରେ ସହକର୍ମିମାନଙ୍କ ସହଯୋଗ ମିଳିବ। ଆର୍ଥିକ ଲାଭର ସଂକେତ ମିଳିବ, ଅଧୂରା କାର୍ଯ୍ୟ ପୂର୍ଣ୍ଣ ହେବ। ଆପଣଙ୍କୁ ସ୍ଵାସ୍ଥ୍ୟ ଉପରେ ବିଶେଷ ଧ୍ୟାନ ରଖିବାର ଆବଶ୍ୟକତା ଅଛି। କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା ମାନହାନିର ବିପଦ ହୋଇପାରେ। ପାରିବାରିକ ସଦସ୍ୟମାନଙ୍କ ସହିତ ମନମାଳିନ୍ୟ ହୋଇପାରେ। ବାହର ଖାଇବା -ପିଇବାରେ ସ୍ୱାସ୍ଥ୍ୟ ଖରାପ ହୋଇପାରେ। ଆପଣଙ୍କ ମନରେ ନକାରାତ୍ମକ ବିଚାର ପ୍ରଭାବ ପକାଇବ।

ଧନୁ : ପେଟ ସମ୍ବନ୍ଧୀତ ରୋଗରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। କୌଣସି କାର୍ଯ୍ୟରେ ସଫଳତା ନ ମିଳିବାରୁ ନିରାଶା ହୁଅନ୍ତୁ ନାହିଁ। ସାହିତ୍ୟ କିମ୍ବା ଅନ୍ୟ କୌଣସି ରଚନାତ୍ମକ କଳା ପ୍ରତି ରୁଚି ରହିବ। ସନ୍ତାନମାନଙ୍କର ଭବିଷ୍ୟତରେ ଚିନ୍ତା ହୋଇପାରେ। ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ସହିତ ଭାଗ୍ୟବୃଦ୍ଧିର ସୁଯୋଗ ଆପଣଙ୍କ ପ୍ରସନ୍ନତାକୁ ବୃଦ୍ଧି କରିବ। ବିଦେଶରୁ ଶୁଭ ସମାଚାର ମିଳିବ। ଧାର୍ମିକ କାର୍ଯ୍ୟ ଏବଂ ଯାତ୍ରାଧାମର ଦର୍ଶନକରି ଆନନ୍ଦିତ ହେବେ। ପାରିବାରିକ ସଦସ୍ୟମାନଙ୍କ ସହିତ ଭଲ ଭାବରେ ସମୟ କଟାଇବେ।

ମକର : ଆଜିର ଦିନ ପ୍ରତିକୂଳତା ପୂର୍ଣ୍ଣ ହୋଇପାରେ। ପରିଜନମାନଙ୍କ ସହିତ ବାଦ-ବିବାଦରୁ ବଞ୍ଚନ୍ତୁ। ପାରିବାରିକ କାରଣରୁ ଆପଣ ଚିନ୍ତିତ ହୋଇପାରନ୍ତି। ଅନିଦ୍ରା କାରଣରୁ ଆପଣଙ୍କ ସ୍ଵାସ୍ଥ୍ୟ ବିଗିଡ଼ି ପାରେ। ଆଜି ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟ ସରଳତା ପୂର୍ବକ ସମ୍ପନ୍ନ ହେବ। ଘର, ଅଫିସ୍ ତଥା ସାମାଜିକ କ୍ଷେତ୍ରରେ ଅନୁକୂଳ ବାତାବରଣ ବନିବାରେ ପ୍ରସନ୍ନତା ଅନୁଭବ କରିବେ। ମାନ-ସମ୍ମାନରେ ବୃଦ୍ଧି ହେବ। ଉଚ୍ଚ ପଦାଧିକାରିମାନଙ୍କର ସହଯୋଗପୂର୍ଣ୍ଣ ବ୍ୟବହାର କାରଣରୁ ଆପଣଙ୍କ ପ୍ରଗତିର ମାର୍ଗ ପ୍ରଶସ୍ତ ହେବ।

କୁମ୍ଭ : ଚିନ୍ତା ଦୂର ହେବ ଏବଂ ଆପଣ ମାନସିକ ରୂପରେ ଆନନ୍ଦିତ ଅନୁଭବ କରିବେ। ପାରିବାରିକ ଜୀବନରେ ପରସ୍ପର ମଧ୍ୟରେ ସଦ୍ଭାବ ବଢ଼ିବ। ଭାଇ-ଭଉଣୀମାନଙ୍କ ସହିତ ସମ୍ବନ୍ଧରେ ମଧୁରତା ଅନୁଭବ କରିବେ। ଛୋଟ ଯାତ୍ରାର ମଧ୍ୟ ସମ୍ଭାବନା ଅଛି। ଆଜି ଆପଣଙ୍କ ଆୟ ଏବଂ ବ୍ୟାପାରରେ ବୃଦ୍ଧି ହେବାର ଯୋଗ ଅଛି। ବ୍ୟାପାରରେ ନୂଆ ଲାଭଦାୟକ ସଂପର୍କ ହେବ। କୁଟୁମ୍ବ ଜନମାନଙ୍କ ଏବଂ ମିତ୍ରମାନଙ୍କ ସହିତ ହସ-ଖୁସିରେ ସମୟ ବିତାଇବାର ସୁଯୋଗ ମିଳିବ। ଜୀବନସାଥୀ ସହିତ ସମ୍ବନ୍ଧ ଭଲ ବନିବ। ଭାଇ-ବନ୍ଧୁମାନଙ୍କର ତଥା ବୃଦ୍ଧ ଲୋକମାନଙ୍କରଠାରୁ ଲାଭ ହେବ।

ମୀନ : ନକାରାତ୍ମକ ବିଚାରକୁ ନିଜର ମନରୁ ହଟାନ୍ତୁ। କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦରୁ ଦୂରରେ ରୁହନ୍ତୁ। ଖାଇବା ପିଇବା ଉପରେ ନିୟନ୍ତ୍ରଣ ରଖିବେ। ଶାରୀରିକ ସ୍ଵାସ୍ଥ୍ୟ ମଧ୍ୟମ ରହିବ। ସନ୍ତାନମାନଙ୍କ ବିଷୟରେ ଆପଣଙ୍କୁ ଚିନ୍ତା ହୋଇପାରେ। ଆକସ୍ମିକ ଧନ ଖର୍ଚ୍ଚର ଆଶଂକା ଅଛି। ଶାରୀରିକ ଏବଂ ମାନସିକ ରୂପରେ ଅସୁସ୍ଥତା ଅନୁଭବ କରିବେ। ଧର୍ମର କାମକରିବାରେ ଧନ ଖର୍ଚ୍ଚ ହୋଇପାରେ। ଲୋଭରେ ପଡ଼ନ୍ତୁନାହିଁ, ଏହାର ଧ୍ୟାନ ରଖିବେ। ଜମି, ବାସଗୃହ ଆଦିର କାଗଜପତ୍ରକୁ କାହାକୁ ଦେଖାନ୍ତୁ ନାହିଁ। ମାତାଙ୍କର ସ୍ଵାସ୍ଥ୍ୟ ଖରାପ ହୋଇପାରେ।

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail –odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

April 28, 2026
ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

April 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version