• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ସମ୍ପୂର୍ଣ୍ଣ ମାସ୍କ ଗ୍ରାମ ପରିଦର୍ଶନ କଲେ ଗଜପତି ଜିଲ୍ଲାପାଳ

Proprietor Abhimanyu Maharana by Proprietor Abhimanyu Maharana
June 11, 2020
in Uncategorized, ଓଡ଼ିଶା, ଦେଶ, ନୟାଗଡ଼ ନିଉଜ୍, ହୋମ୍
0
ସମ୍ପୂର୍ଣ୍ଣ ମାସ୍କ ଗ୍ରାମ ପରିଦର୍ଶନ କଲେ ଗଜପତି ଜିଲ୍ଲାପାଳ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୧ ଜୁନ୍ ଗୁରୁବାର ) ଗଜପତି :- କରୋନାରୁ ଦୁରେଇ ରଖିବାକୁ ହେଲେ ମାସ୍କ ପିନ୍ଧିବା ଜରୁରି ହୋଇଥିବା ବେଳେ ଗଜପତି ଜିଲ୍ଲା ପ୍ରଶାସନ ଏହାକୁ ଜିଲ୍ଲାର ସମସ୍ତଙ୍କ ପାଖରେ ପହଞ୍ଚାଇବାକୁ ଏକ ଯୋଜନା ଆରମ୍ଭ କରିଛନ୍ତି ଯାହାର ନା’ ସମ୍ପୂର୍ଣ୍ଣ ମାସ୍କ ଗ୍ରାମ ଅଭିଯାନ । ଏହା ଜିଲ୍ଲାପାଳଙ୍କ ନେତୃତ୍ୱରେ ଓଡିଶା ଜୀବିକା ମିଶନ ଓ ମିଶନ ଶକ୍ତିର ସହଯୋଗରେ ଗତ କିଛି ଦିନ ହେଲା ଆରମ୍ଭ ହୋଇଛି । ଏହି ଯୋଜନାକୁ ସମ୍ପୂର୍ଣ୍ଣ କରିବା ପାଇଁ ମୂଳ ସ୍ତରରେ ସ୍ୱୟଂ ସାହାୟିକା ଗୋଷ୍ଠୀ ମାଁ’ କାମ କରୁଥିବା ବେଳେ ଏମାନଙ୍କୁ ସାହାଯ୍ୟ କରିବା ପାଇଁ ଓଡ଼ିଶା ଜୀବିକା ମିଶନର ପଞ୍ଚାୟତ ସ୍ତରୀୟ ନେତୃବୃନ୍ଦ ଏବଂ କର୍ମଚାରୀ ନିୟୋଜିତ ଅଛନ୍ତି । ଏହି ଯୋଜନାର ଲକ୍ଷ ଗଜପତି ଜିଲ୍ଲାର ପ୍ରତେକ ଜିଲ୍ଲାବାସୀଙ୍କ ପାଖରେ ଦୁଇଗୋଟି ମାସ୍କ ରହିବା ସହ ପ୍ରତ୍ୟେକ ଏହାକୁ କିପରି ବ୍ୟବହାର କରିବେ ଏଥିପାଇଁ ଆବଶ୍ୟକ ହେଉଥିବା ୧୨ ଲକ୍ଷରୁ ଉର୍ଦ୍ଧ୍ଵ ମାସ୍କ ତିଆରି କରିବା ପାଇଁ ୧୧୦ ସ୍ୱୟଂ ସହାୟିକା ଗୋଷ୍ଠୀ ଉପରେ ଦାଇତ୍ଵ ଦିଆଯାଇଥିବା ବେଳେ ଏହାକୁ ବାଣ୍ଟିବା ଏବଂ ବ୍ୟବହାର ନିମନ୍ତେ ୨୩୦୦ରୁ ଉର୍ଦ୍ଧ୍ଵ ଅଙ୍ଗନବାଡି କର୍ମୀ , ପଞ୍ଚାୟତିରାଜ ବିଭାଗ କର୍ମକର୍ତା ଓ ସ୍ୱୟଂ ସହାୟିକା ଗୋଷ୍ଠୀର ମାଁ’ ମାନଙ୍କୁ ଦିଆଯାଇଛି ।

ଜିଲ୍ଲାରେ ଥିବା ୧୫୩୪ ଗ୍ରାମକୁ କିପରି ସମ୍ପୂର୍ଣ୍ଣ ମାସ୍କ ଗ୍ରାମରେ ଘୋଷଣା ହେବ ସେଥିପାଇଁ ସମସ୍ତେ କାର୍ଯ୍ୟରତ। ବର୍ତ୍ତମାନ ସୁଦ୍ଧା ସ୍ୱୟଂ ସହାୟକ ଗୋଷ୍ଠୀର ମା ମାନେ ୩ ଲକ୍ଷରୁ ଉର୍ଦ୍ଧ୍ଵ ମାସ୍କ ତିଆରି କରିସାରି ଥିବା ବେଳେ ୨ ଲକ୍ଷରୁ ଉର୍ଦ୍ଧ୍ଵ ମାସ୍କ ବିକ୍ରି କରିସାରିଛନ୍ତି । ଅନ୍ୟ ପଟେ ୪୬୫ ଟି ଗ୍ରାମ ସମ୍ପୂର୍ଣ୍ଣ ମାସ୍କ ଗ୍ରାମରେ ସାମିଲ ହୋଇଥିବା ବେଳେ ଅନ୍ୟ ଗ୍ରାମ ଗୁଡିକରେ ଏହାର ଚାହିଦା ଓ ବ୍ୟବହାର ପାଇଁ ଜିଲ୍ଲା ପ୍ରଶାସନ ଅହରହ କାର୍ଯ୍ୟ କରୁଛି । ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କୁ ଏଥିରେ କାର୍ଯ୍ୟ କରିବା ପାଇଁ ରୁଣ ଏବଂ ଯନ୍ତ୍ରପାତି ଓଡିଶା ଜୀବିକା ମିଶନ ଯୋଗାଇଥିବା ବେଳେ ଏହାର ବିକ୍ରି ପାଇଁ ମିଶନ୍ ଶକ୍ତିର କର୍ମକର୍ତ୍ତା କାର୍ଯ୍ୟ କରୁଛନ୍ତି ।

ଗଜପତି ଜିଲ୍ଲାପାଳ ଅନୁପମ ଶାହା ଏହି କାର୍ଯ୍ୟ ପରିଦର୍ଶନରେ ଯାଇ ପ୍ରଥମେ ବଡପଦା ଗ୍ରାମରେ ମଦର ଟେରେସା ସ୍ୱୟଂ ସହାୟକ ଗୋଷ୍ଠୀର ସଭ୍ୟାମାନେ ତିଆରି କରୁଥିବା ମାସ୍କ ଉପାଦନ କେନ୍ଦ୍ରରେ ପହଞ୍ଚି ଦଳର ସଭ୍ୟମାନଙ୍କ ସହ ଆଲୋଚନା କରିବା ସହ ଆଗକୁ କିପରି ସରକାରୀ ସହଯୋଗ ପାଇବାପାଇଁ ପ୍ରତିଶୃତୀ ଦେଇଥିଲେ । ତା ପରେ ନୂଆଗଡ ବ୍ଲକର ଲୁହାଙ୍ଗର ପଞ୍ଚାୟତର ଲୁହାଙ୍ଗର ଗ୍ରାମ ବୋଲି ଗ୍ରାମର ସମସ୍ତ ସଦସ୍ୟ ମାନେ ମାସ୍କ ପରିଧାନ କରିଥବା ଏବଂ ଏହାର ବ୍ୟବହାର ଉପରେ ଜାଣିଥିବା ଦେଖି ଖୁସି ବ୍ୟକ୍ତ କରିଥିଲେ । ପରବର୍ତ୍ତୀ ସମୟରେ ସେଠାରେ ଥିବା ମିଶନ୍ ଶକ୍ତି ଓ ଓଡ଼ିଶା ଜୀବିକା ମିଶନର କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଥିଲେ । ଏହି ପ୍ରଦର୍ଶନୀ ସମୟରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ କୁମାର ତ୍ରିପାଠୀ ଏବଂ ମିଶନ୍ ଶକ୍ତିର ଜିଲ୍ଲା ପ୍ରକଳ୍ପ ସଂଯୋଜକ ରଶ୍ମୀରଞନ ସେଠି ଉପସ୍ଥିତ ଥିଲେ । (ପାରଳାଖେମୁଣ୍ଡି / ଗରୁଡ଼ ଧ୍ୱଜ ଚୈାଧୁରୀ)

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail –odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version