• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପାରଳାଖେମୁଣ୍ଡି ସ୍ଥିତ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ସମ୍ମିଳନୀ କକ୍ଷ ଠାରେ ଗଜପତି ଜିଲ୍ଲା ଯୋଜନା କମିଟି ବୈଠକ

Proprietor Abhimanyu Maharana by Proprietor Abhimanyu Maharana
January 30, 2023
in Uncategorized
0
ପାରଳାଖେମୁଣ୍ଡି ସ୍ଥିତ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ସମ୍ମିଳନୀ କକ୍ଷ ଠାରେ ଗଜପତି ଜିଲ୍ଲା ଯୋଜନା କମିଟି ବୈଠକ
Share on FacebookShare on TwitterWhatsapp

୨୯ ଜାନୁଆରୀ,ରବିବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ସମ୍ମିଳନୀ କକ୍ଷଠାରେ ଗଜପତି ଜିଲ୍ଲା ଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଅନୁସୂଚିତ ଜାତି ଜନଜାତି ସଂଖ୍ୟାଲଘୁ ,ପଛୁଆବର୍ଗ ବିକାଶ ଏବଂ ଆଇନ୍ ମନ୍ତ୍ରୀ ଜଗନ୍ନାଥ ସାରକା ଯୋଗ ଦେଇଥିବାବେଳେ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଅଧ୍ୟକ୍ଷତା କରିଥିଲେ | ଉକ୍ତ ବୈଠକରେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ପାରଳାଖେମୁଣ୍ଡି ବିଧାୟକ କେ.ନାରାୟଣ ରାଓ, ଜିଲ୍ଲାପରିଷଦ ଅଧ୍ୟକ୍ଷ ଜି.ତ୍ରିପତି ରାଓ, ଜିଲ୍ଲାପରିଷଦ ଉପ-ଅଧ୍ୟକ୍ଷା କୁନ୍ତଳା ମଲ୍ଲିକ, ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର ଓ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ରୋମାଞ୍ଚଳ ଖମାରୀ ମଞ୍ଚାସିନ ରହି ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକଯୋଜନା ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଛି।

ରାଜ୍ୟ ସରକାରଙ୍କର ଯେଉଁସବୁ ଉନ୍ନୟନ ମୂଳକ କାର୍ଯ୍ୟ ଗଜପତି ଜିଲ୍ଲାରେ ଚାଲୁ ରହିଛି ଏବଂ ଆଗକୁ କରାଯିବାର ଯୋଜନା ରହିଛି ସମସ୍ତ ବିଭାଗୀୟ ଅଧିକାରୀ ଏବଂ ଜନ ପ୍ରତିନିଧିମାନେ ସେଗୁଡ଼ିକୁ ତଦାରଖ କରିବା ଆବଶ୍ୟକତା ରହିଅଛି। ଜିଲ୍ଲାକୁ ପ୍ରଗତି ପଥରେ ଆଗେଇ ନେବାକୁ ହେଲେ ସମସ୍ତଙ୍କର ସହଯୋଗ ଦରକାର ବୋଲି ମନ୍ତ୍ରୀ ପ୍ରକାଶ କରିବା ସହିତ ରାଜ୍ଯ ସରକାର ଗଜପତି ଜିଲ୍ଲା ପାଇଁ ସ୍ୱତନ୍ତ୍ର ଯୋଜନାମାନ କରିଛନ୍ତି ବୋଲି ପ୍ରକାଶ କରିଥିଲେ। ୫-ଟି ଓ ମୋ ସରକାର ଭଳି ଲୋକାଭିମୁଖୀ ଶାସନ ବ୍ୟବସ୍ଥାଦୀର୍ଘସ୍ଥାୟୀ ବିକାଶ ଲକ୍ଷ୍ୟ ହାସଲ ନିମନ୍ତେ ତାଙ୍କର ଏକ ଅଭିନବ ପଦକ୍ଷେପ।ଗଜପତି ଜିଲ୍ଲାପ୍ରଶାସନ କାର୍ଯ୍ୟ ଦକ୍ଷତା ଉପରେ ତାଙ୍କର ଭରସା ମଧ୍ୟ ରହିଛି ବୋଲି ମନ୍ତ୍ରୀ ପ୍ରକାଶ କରିଥିଲେସେମାନଙ୍କ ପୂର୍ଣ୍ଣ ସହଯୋଗ ରହିବ ବୋଲି କହିଥିଲେ। ଗଜପତି ଜିଲ୍ଲାରେ ବିଭିନ୍ନ ଯୋଜନା ଗୁଡ଼ିକର ସମାଧାନ ପାଇଁ ଆମେ ଯୋଜନା ମଧ୍ୟ କରିଛୁ। ତେବେ ଜିଲ୍ଲା ଯୋଜନା ଅଟକଳ ୨୦୨୧-୨୨ ଓ ୨୦୨୨-୨୩ ଏବଂ ବିଜୁ କଲ୍ୟାଣ କନ୍ଧମାଳ ଓ ଗଜପତି ଯୋଜନା ୨୦୨୧-୨୨ ଓ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପ୍ରସ୍ତୁତ ହୋଇଥିବା ବାର୍ଷିକ ଯୋଜନାକୁ ଅନୁମୋଦନ ପାଇଁ ସମସ୍ତଙ୍କର ପରାମର୍ଶ କାମନା କରିଥିଲେ।ଏହି ବୈଠକରେ ଜିଲ୍ଲା ଯୋଜନା କମିଟି ଉପ-ନିର୍ଦ୍ଦେଶକ ଶ୍ରୀଯୁକ୍ତ କୁଳମଣୀ ରାଉତ ପଏଣ୍ଟ ମାଧ୍ୟମରେ ସଂକ୍ଷିପ୍ତ ଜିଲ୍ଲା ପରିଚୟ, ଜିଲ୍ଲାର ଅଗ୍ରଣୀ କାର୍ଯ୍ୟକ୍ରମ, ଜିଲ୍ଲାର ସମସ୍ତ ବ୍ଲକର କାର୍ଯ୍ୟ, ଆଶଂକା ଆଧାରିତ ରଣନୀତିକ ଯୋଜନା,

ଆର୍ଥିକ ବର୍ଷ ୨୦୨୧-୨୨ ଓ ୨୦୨୨-୨୩ ପାଇଁ ବିଭାଗର ଅଟକଳ ଉପରେ ତଥ୍ୟ ପ୍ରଦାନ କରିଥିବା ବେଳେ କୃଷି ଓ ଅନୁସଙ୍ଗିକ କାର୍ଯ୍ୟକ୍ରମ, ଗ୍ରାମ୍ୟ ଉନ୍ନୟନ, ବିଶେଷ ଆଂଚଳିକ କାର୍ଯ୍ୟକ୍ରମ, ଜଳ ସେଚନ ଓ ବନ୍ୟା ନିୟନ୍ତ୍ରଣ, ଶକ୍ତି ବିଭାଗ, ଶିଳ୍ପ ଓ ଖଣିଜ, ପରିବହନ, ବିଜ୍ଞାନ, ପରିବେଶ, ସାଧାରଣ ଆର୍ଥିକ ସେବା, ସାମାଜିକ ସେବା ଓ ସାଧାରଣ ସରକାରୀ ସେବା ବାବଦରେ ଆର୍ଥିକ ବର୍ଷ ୨୦୨୧-୨୨ ପାଇଁ ସମୁଦାୟ ୧୨୫୯କୋଟି ୧୪ ଲକ୍ଷ ଟଙ୍କାର ବ୍ୟୟ ଅଟକଳ ଥିବାବେଳେ ଆର୍ଥିକ ବର୍ଷ ୨୦୨୨-୨୩ ପାଇଁ ସମୁଦାୟ ୧୪୩୨ କୋଟି ୩୯ଲକ୍ଷ ଟଙ୍କାର ବ୍ୟୟ ଅଟକଳ ରଖାଯାଇଛି ।

ସେହିପରି ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ବିଜୁ କନ୍ଧମାଳ ଓ ଗଜପତି ଯୋଜନା ରେ ସଡ଼କ, ବିଜୁଳି,ପାଣି, ଓ ଅନ୍ୟାନ୍ୟ ବାବଦରେ ସମୁଦାୟ ୩କୋଟି ୫୦ ଲକ୍ଷ୍ୟ ଟଙ୍କାର ବ୍ୟୟ ଅଟକଳ ଥିବାବେଳେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ସେହି ସବୁ ବାବଦରେ ସମୁଦାୟ ୩କୋଟି ୫୦ଲକ୍ଷ୍ୟ ଟଙ୍କାର ବ୍ୟୟ ଅଟକଳ କରାଯାଇଛି ଯାହାକି ଜିଲ୍ଲା ଯୋଜନା କମିଟି ଦ୍ୱାରା ଅନୁମୋଦିତ ହୋଇଥିଲା ଉକ୍ତ ବୈଠକରେ ଅତିରିକ୍ତ ଉନ୍ନୟନ କାର୍ଯ୍ୟନିର୍ବାହୀ ଅଧିକାରୀ(ଯାନ୍ତ୍ରିକ) ଜ୍ୟୋତିରାଜ ଅଧିକାରୀଙ୍କ ସମେତ ସମସ୍ତ ଜିଲା ପରିଷଦ ସଭ୍ୟ ଓ ସଭ୍ୟା , ସମସ୍ତ ପଞ୍ଚାୟତ ସମିତି ଅଧ୍ୟକ୍ଷ ଓ ଅଧ୍ୟକ୍ଷା ଏବଂ ସମିତିସଭ୍ୟ ଓ ସଭ୍ୟାଙ୍କ ସମେତ ଜିଲ୍ଲା ଯୋଜନା କମିଟିର ସମସ୍ତ ସମସ୍ତ ସଭ୍ୟସଭ୍ୟା, ସମସ୍ତ ଜିଲ୍ଲାସ୍ତୀୟ ଅଧିକାରୀଗଣ ପ୍ରମୁଖ ଯୋଗଦେଇଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026
ଓଡିଶା ଗ୍ରାମୀଣ ବ୍ଯାଙ୍କ ପକ୍ଷରୁ ରକ୍ତଦାନ ଶିବିର…ଏହି ଶିବିର ରେ 15 ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି

ଓଡିଶା ଗ୍ରାମୀଣ ବ୍ଯାଙ୍କ ପକ୍ଷରୁ ରକ୍ତଦାନ ଶିବିର…ଏହି ଶିବିର ରେ 15 ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି

May 2, 2026
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026
ଓଡିଶା ଗ୍ରାମୀଣ ବ୍ଯାଙ୍କ ପକ୍ଷରୁ ରକ୍ତଦାନ ଶିବିର…ଏହି ଶିବିର ରେ 15 ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି

ଓଡିଶା ଗ୍ରାମୀଣ ବ୍ଯାଙ୍କ ପକ୍ଷରୁ ରକ୍ତଦାନ ଶିବିର…ଏହି ଶିବିର ରେ 15 ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version