• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଅକାଳ ମୃତ୍ୟୁରେ ୩ ଦିନ ଧରି ରାଜ୍ୟବ୍ୟାପୀ ଶୋକ ଦିବସ ପାଳନ ଜାନୁଆରୀ ୩୧ରେ ହେବାକୁ ଥିବା ବ୍ଲକ ଘେରାଓ କାର୍ଯ୍ୟକ୍ରମ ସ୍ଥଗିତ : ପୃଥ୍ୱୀରାଜ ହରିଚନ୍ଦନ

Proprietor Abhimanyu Maharana by Proprietor Abhimanyu Maharana
January 31, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଅକାଳ ମୃତ୍ୟୁରେ ୩ ଦିନ ଧରି ରାଜ୍ୟବ୍ୟାପୀ ଶୋକ ଦିବସ ପାଳନ  ଜାନୁଆରୀ ୩୧ରେ ହେବାକୁ ଥିବା ବ୍ଲକ ଘେରାଓ କାର୍ଯ୍ୟକ୍ରମ ସ୍ଥଗିତ : ପୃଥ୍ୱୀରାଜ ହରିଚନ୍ଦନ
Share on FacebookShare on TwitterWhatsapp

x.  ବଂଚିତ ଏବଂ ଯୋଗ୍ୟ ହିତାଧିକାରୀଙ୍କୁ ନେଇ ଫେବୃଆରୀ ୨,୩ ଓ ୪ରେ ବ୍ଲକ ଘେରାଓ କରିବ ବିଜେପି

୩୦ ଜାନୁଆରୀ .ସୋମବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗତ କାଲି ସୁରକ୍ଷା ଦାୟୀତ୍ୱରେ ଥିବା ଜଣେ ପୋଲିସ ଅଧିକାରୀ ଗୁଳି ମାରି ହତ୍ୟା କରିଛନ୍ତି । ସ୍ୱର୍ଗତଃ ଦାସଙ୍କୁ ସମ୍ମାନ ଜଣାଇବା ଅବସରରେ ରାଜ୍ୟ ସରକାର ୩ ଦିନ ଧରି ଶୋକ ଦିବସ ଭାବେ ପାଳନ କରିବାକୁ ଘୋଷଣା କରିଛନ୍ତି । ଏହି କାରଣରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀ ଚୟନକୁ ନେଇ ହୋଇଥିବା ଚଂଚକତା, ତାଲିକାରୁ ଅଯୋଗ୍ୟଙ୍କୁ ବାଦ୍ ଏବଂ ଯୋଗ୍ୟଙ୍କୁ ସାମିଲ ଦାବୀରେ ବିଜେପି ତରଫରୁ ଆସନ୍ତା କାଲି ରାଜ୍ୟର ସମସ୍ତ ବ୍ଲକରେ ହେବାକୁ ଥିବା ବ୍ଲକ ଘେରାଓ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି ।

ବଂଚିତ ଯୋଗ୍ୟ ହିତାଧିକାରୀଙ୍କୁ ନେଇ ଏହି ବ୍ଲକ ଘେରାଓ କାର୍ଯ୍ୟକ୍ରମ ଆସନ୍ତା ଫେବୃଆରୀ ୨,୩ ଓ ୪ ତାରିଖ ଦିନ ରାଜ୍ୟର ସମସ୍ତ ବ୍ଲକରେ ଅନୁଷ୍ଠିତ ହେବ ବୋଲି ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ରାଜ୍ୟରେ ଜଣେ ହେଲେ ବାସହୀନ ରହିବେ ନାହିଁ ଏବଂ ସମସ୍ତଙ୍କୁ ପକ୍କାଘର ଯୋଗାଇ ଦେବାର ଦାୟୀତ୍ୱ ନେଇଛନ୍ତି କେନ୍ଦ୍ରରେ ମୋଦି ସରକାର । ରାଜ୍ୟରେ ୨୭ ଲକ୍ଷ ପକ୍କାଘରର ଆବଶ୍ୟକତା ଥିବାର ରାଜ୍ୟ ସରକାର କହିଥିବାବେଳେ ମୋଦି ସରକାର ବର୍ତମାନ ସୁଦ୍ଧା ପାଖାପାଖି ୨୮ ଲକ୍ଷ ଘର ମଂଜୁର କରିଛନ୍ତି । ସଦ୍ୟ ଆବଂଟନ ହୋଇଥିବା ୯.୫୮ ଲକ୍ଷ ପକ୍କାଘର ପାଇଁ ଯୋଗ୍ୟ ତାଲିକା ପ୍ରସ୍ତୁତ କରି କେନ୍ଦ୍ର ସରକାରଙ୍କୁ ଅବଗତ କରାଇବା ଦାୟୀତ୍ୱ ହେଉଛି ରାଜ୍ୟ ସରକାରଙ୍କର ।

ଦଳୀୟ ଆଧାରରେ ଏବଂ ଶାସକ ବିଜେଡିର ନେତା ଓ ମନ୍ତ୍ରୀଙ୍କ ପ୍ରତ୍ୟକ୍ଷ ପ୍ରୋତ୍ସାହନରେ ଅଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯାଇଛି । ରାଜ୍ୟ ସରକାରଙ୍କ ଷଡଯନ୍ତ୍ର କରି ଯୋଗ୍ୟ ହିତାଧିକାରୀଙ୍କୁ ତାଲିକାରୁ ବାଦ୍ କରିଥିବା କାରଣରୁ ବର୍ତମାନ ରାଜ୍ୟବ୍ୟାପୀ ଅସନ୍ତୋଷ ପରିଲକ୍ଷିତ ହେଉଛି । ଅଯୋଗ୍ୟଙ୍କୁ କାଟି ଯୋଗ୍ୟଙ୍କୁ ସାମିଲ କରିବା ଦାବୀରେ ଗତ ଜାନୁଆରୀା ୨୫ ତାରିଖ ଦିନ ବିଜେପି ତରଫରୁ ରାଜ୍ୟବ୍ୟାପୀ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ କରାଯାଇଥିଲା । ଏହା ସତ୍ୱେ ରାଜ୍ୟ ସରକାର କୈାଣସି ପଦକ୍ଷେପ ଗ୍ରହଣ ନ କରିବାରୁ ଆସନ୍ତାକାଲି ପରିବର୍ତେ ଫେବୃୟାରୀ ୨, ୩ ଓ ୪ ତାରିଖରେ ବ୍ଲକ ଘେରାଓ କରାଯିବା ସହିତ ଆଗାମୀ ଦିନରେ ରାଜରାସ୍ତାରେ ଆନ୍ଦୋଳନକୁ ଆହୁରି ବ୍ୟାପକ କରାଯିବ ବୋଲି ଶ୍ରୀ ହରିଚନ୍ଦନ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

May 15, 2026
ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

May 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version