୩୧ ଜାନୁଆରୀ ମଙ୍ଗଳବାର ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଖୋର୍ଦ୍ଧା :- ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବଡ଼ପୋଖରୀଆ ଗ୍ରାମ ର ଆରାଧ୍ୟ ଠାକୁର ପ୍ରଭୁ ପତିତପାବନ ଦେବ ଙ୍କ ନିକଟରେ ହଉଥିବା ବିଶ୍ଵଶାନ୍ତି ମହାଯଜ୍ଞର ପୂର୍ଣ୍ଣାହୁତିରେ କାର୍ଯ୍ୟକ୍ରମ ରେ ଯୋଗଦେଲେ ଖୋର୍ଦ୍ଧା ଜିଲ୍ଲା ବିଜେଡି ସଭାପତି ତଥା ଜଟଣୀର ପୁର୍ବତନ ବିଧାୟକ ଆମ ପ୍ରିୟ ନେତା ଶ୍ରୀଯୁକ୍ତ ବିଭୁତି ଭୂଷଣ ବଳବନ୍ତରାୟ ଓ ବିଧାୟକ ଚିଲିକା ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ଜଗଦ୍ଦେବ ମହୋଦୟ ।