• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପି.ସି.ସି. ପକ୍ଷରୁ ଗାନ୍ଧୀଜୀଙ୍କ ମହାପ୍ରୟାଣ ଉତ୍ସବ ଓ ଭାରତ ଯୋଡ଼ ଯାତ୍ରାର ଉଦ୍‌ଯାପନ କାର୍ଯ୍ୟକ୍ରମ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
January 31, 2023
in ଓଡ଼ିଶା, ମହାନଗର, ହୋମ୍
0
ପି.ସି.ସି. ପକ୍ଷରୁ ଗାନ୍ଧୀଜୀଙ୍କ ମହାପ୍ରୟାଣ ଉତ୍ସବ ଓ ଭାରତ ଯୋଡ଼ ଯାତ୍ରାର ଉଦ୍‌ଯାପନ କାର୍ଯ୍ୟକ୍ରମ ପାଳିତ
Share on FacebookShare on TwitterWhatsapp

୩୧ ଜାନୁଆରୀ ମଙ୍ଗଳବାର ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ଜାତିର ଜନକ ମହାତ୍ମା ଗାନ୍ଧୀଙ୍କର ମହାପ୍ରୟାଣ ଉତ୍ସବ ଏବଂ ଅଖିଳ ଭାରତ କଂଗ୍ରେସ କମିଟି ପକ୍ଷରୁ ଆରମ୍ଭ ହୋଇଥିବା ଭାରତ ଯୋଡ଼ ଯାତ୍ରାର ଉଦ୍‌ଯାପନ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଏହି ଅବସରରେ ସକାଳେ ଚନ୍ଦ୍ରଶେଖରପୁର ନାଲ୍‌କୋ ଛକସ୍ଥିତ ମହାତ୍ମାଗାନ୍ଧୀ ପାର୍କରେ ପି.ସି.ସି. ଉପସଭାପତି ଶ୍ରୀ ଶିବାନନ୍ଦ ରାୟଙ୍କ ନେତୃତ୍ୱରେ କଂଗ୍ରେସ ନେତାଗଣ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ ।

ପରେ କଂଗ୍ରେସ ଭବନ ଠାରେ ଗାନ୍ଧୀଙ୍କ ପ୍ରତିମୂର୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା । ୧୦ ଘଟିକା ସମୟରେ ଭାରତ ଯୋଡ଼ ଯାତ୍ରାର ଉଦ୍‌ଯାପନ ଅବସରରେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ବରିଷ୍ଠ କଂଗ୍ରେସ ନେତା ତଥା ଆଇନ୍‌ଜୀବି ଶ୍ରୀ ଶିବାନନ୍ଦ ରାୟ ଦଳୀୟ ପତାକା ଉତୋଳନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କମିଟି ସଭାପତି ଶ୍ରୀ ବିଶ୍ୱଜିତ୍ ଦାଶ ସଂଯୋଜନା କରିଥିଲେ ଏବଂ ଶ୍ରୀ ଜ୍ୟୋତିଷ ସାହୁ ପରିଚାଳନା କରିଥିଲେ । ଉପସ୍ଥିତ ନେତୃବୃନ୍ଦ ସମବେତ ଭାବରେ ଜାତୀୟ ସଂଗୀତ ଗାନ କରିଥିଲେ ।ହିଂସା, ଘୃଣା ଓ ବିଦ୍ୱେଷ ବିରୋଧରେ ସାରା ଦେଶବାସୀ ଆଜି ଏକତ୍ରିତ ହୋଇଛନ୍ତି ବୋଲି ଭାରତ ଯୋଡ଼ ଯାତ୍ରା ହିଁ ସୂଚାଉଛି । ଆଜି ସମସ୍ତ ୩୩ ଗୋଟି ସାଂଗଠନିକ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ମଧ୍ୟ ଅନୁରୂପ ଭାବରେ ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ଓ ଭାରତ ଯୋଡ଼ ଯାତ୍ରାର ଉଦ୍‌ଯାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ପି.ସି.ସି. ପକ୍ଷରୁ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ସୁରେଶ କୁମାର ରାଉତରାୟ, ସୁଦର୍ଶନ ଦାସ, ଅମୀୟ ପଟ୍ଟନାୟକ, ରଜନୀ ମହାନ୍ତି, ରବି ରାୟ, ବିସ୍ମୟ ମହାପାତ୍ର, ମନୋଜ ସାହୁ,

ମିହିର ଆଚାର୍ଯ୍ୟ, ଅଶୋକ ଦାସ, ଗୀତାଞ୍ଜଳୀ ମହାନ୍ତି, ସୁବ୍ରତ ମହାପାତ୍ର, ପ୍ରକାଶ ମିଶ୍ର, ଭାସ୍କର ସେଠି, ଏମ୍‌.ଡ଼ି. ସାହାଦୁଲ୍ଲା, କୁସୁମ ପ୍ରଧାନ, ମିତ୍ରଭାନୁ ମହାପାତ୍ର, ଲିଙ୍ଗରାଜ ସାହୁ, ଖଗେଶ୍ୱର ମଲ୍ଲିକ, ମନୋରଞ୍ଜନ ରାଉତରାୟ, ଛବି ମହାନ୍ତି, ଶ୍ରୀଧର ବଳିଆର ସିଂ, କୁଳମଣି ସାହୁ, ସାଗର ପରିଡ଼ା, ଦେବରାଜ ମିଶ୍ର, ପ୍ରସନ୍ନ ନାୟକ, ପୁଷ୍ପିତା ଦାସ, ପମି ମିଶ୍ର, ସେକ୍ ତାକୱିମ୍‌, ଅକ୍ଷୟ ଦାସ, ପ୍ରଭାତ ପ୍ରତାପ ସିଂ, ଉମେଶ ଦାସ, ବସନ୍ତ ପଣ୍ଡା, ଦେବେନ୍ଦ୍ର ପ୍ରସାଦ ଦାସ, ମଂଟୁ ମଲ୍ଲିକ, ରବିନ୍ଦ୍ର ପଣ୍ଡା, ବିଷ୍ଣୁ ସାହୁ ଓ ଜିତେନ୍ଦ୍ର ପଣ୍ଡା ପ୍ରମୁଖ ବହୁ ନେତବୃନ୍ଦ ଓ କର୍ମୀ ଉପସ୍ଥିତ ଥିଲେ । 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବଢ଼ିଲା ବ୍ଲକ ଅଧ୍ୟକ୍ଷ କିଶୋରଙ୍କ ପାଇଁ ଅଡ଼ୁଆ ଉପଜିଲ୍ଲାପାଳଙ୍କ ନିକଟରେ ଅନସ୍ଥା ପ୍ରସ୍ତାବ ଆଗତ

ବଢ଼ିଲା ବ୍ଲକ ଅଧ୍ୟକ୍ଷ କିଶୋରଙ୍କ ପାଇଁ ଅଡ଼ୁଆ ଉପଜିଲ୍ଲାପାଳଙ୍କ ନିକଟରେ ଅନସ୍ଥା ପ୍ରସ୍ତାବ ଆଗତ

May 19, 2026
ବେଲପଡ଼ା ରେ ଜିଲ୍ଲା ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ

ବେଲପଡ଼ା ରେ ଜିଲ୍ଲା ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ

May 19, 2026
ଜିଲା ସଂପର୍କ ବରିଷ୍ଠ ନାଗରିକ ସଂଘର ପ୍ରତିଷ୍ଠା ବାର୍ଷିକ ଉତ୍ସବ ବୃଦ୍ଧ ବାପା-ମାଆଙ୍କ ଉତ୍ତର ଦାୟିତ୍ୱ ପୁଅ-ଝିଅ ବହନ କରିବା ଉଚିତ

ଜିଲା ସଂପର୍କ ବରିଷ୍ଠ ନାଗରିକ ସଂଘର ପ୍ରତିଷ୍ଠା ବାର୍ଷିକ ଉତ୍ସବ ବୃଦ୍ଧ ବାପା-ମାଆଙ୍କ ଉତ୍ତର ଦାୟିତ୍ୱ ପୁଅ-ଝିଅ ବହନ କରିବା ଉଚିତ

May 19, 2026
ରାଜସୁନାଖଳା ମଣ୍ଡଳ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ଶକ୍ତି ପଦଯାତ୍ରା

ରାଜସୁନାଖଳା ମଣ୍ଡଳ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ଶକ୍ତି ପଦଯାତ୍ରା

May 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବଢ଼ିଲା ବ୍ଲକ ଅଧ୍ୟକ୍ଷ କିଶୋରଙ୍କ ପାଇଁ ଅଡ଼ୁଆ ଉପଜିଲ୍ଲାପାଳଙ୍କ ନିକଟରେ ଅନସ୍ଥା ପ୍ରସ୍ତାବ ଆଗତ

ବଢ଼ିଲା ବ୍ଲକ ଅଧ୍ୟକ୍ଷ କିଶୋରଙ୍କ ପାଇଁ ଅଡ଼ୁଆ ଉପଜିଲ୍ଲାପାଳଙ୍କ ନିକଟରେ ଅନସ୍ଥା ପ୍ରସ୍ତାବ ଆଗତ

May 19, 2026
ବେଲପଡ଼ା ରେ ଜିଲ୍ଲା ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ

ବେଲପଡ଼ା ରେ ଜିଲ୍ଲା ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ

May 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version