ଓଡିଶା ତାଜା ନ୍ୟୁଜ୍ (୧୧ ଜୁନ୍ ଗୁରୁବାର ) ଭୁବନେଶ୍ୱର :- ଜୁନ୍ ୧୨ତାରିଖ ଦିନ ଅର୍ଥାତ୍ ଶୁକ୍ରବାର ଦିନ ରାତ୍ରୀକାଳୀନ କର୍ଫ୍ୟୁରେ ସାମାନ୍ୟ କୋହଳ ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି । ରଜ ପର୍ବ ପାଇଁ କର୍ଫ୍ୟୁରେ ସାମାନ୍ୟ କୋହଳ ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଜୁନ୍ ୧୨ତାରିଖ ଦିନ, ସନ୍ଧ୍ୟା ୭ଟା ପରିବର୍ତ୍ତେ ରାତି ୧୦ରୁ କର୍ଫ୍ୟୁ ଲାଗୁ ହେବ । ଏ ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର (SRC) ସୂଚନା ଦେଇଛନ୍ତି ।
odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail –odishatazanews1@gmail.com