• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜଟଣୀ ବିଧାନସଭା ନିର୍ବାଚନ ମଣ୍ଡଳ ସ୍ତରୀୟ ବନ୍ଧୁ ମିଳନ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
February 1, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଜଟଣୀ ବିଧାନସଭା ନିର୍ବାଚନ ମଣ୍ଡଳ ସ୍ତରୀୟ ବନ୍ଧୁ ମିଳନ ଅନୁଷ୍ଠିତ
Share on FacebookShare on TwitterWhatsapp

୩୧ ଜାନୁଆରୀ ମଙ୍ଗଳବାର ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଖୋର୍ଦ୍ଧା-ଜଟଣୀ  :- ଭୁବନେଶ୍ୱର ଲୋକସଭା ସାଂସଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀଙ୍କ ଆହ୍ୱାନ କ୍ରମେ ଜଟଣୀର ଲୋକପ୍ରିୟ ଯୁବନେତା ତଥା ବିଜେପି ବିଧାୟକ ପାର୍ଥି ଶ୍ରୀ ବିଶ୍ୱରଞ୍ଜନ ବଡ଼ଜେନାଙ୍କ ନେତୃତ୍ୱରେ ଜଟଣୀ ବିଧାନସଭା ନିର୍ବାଚନ ମଣ୍ଡଳୀର ୩୧ ଗୋଟି ପଞ୍ଚାୟତ ଏବଂ ଜଟଣୀ ମୁନସିପାଲଟିରେ ଗଠିତ ୨୫୪ ଗୋଟି ବୁଥର ସମସ୍ତ ନେତୃତ୍ୱ ଏବଂ କାର୍ଯ୍ୟକର୍ତ୍ତା ଙ୍କୁ ନେଇ ଚନ୍ଦକା ମଣ୍ଡଳ ଅନ୍ତର୍ଗତ କଣ୍ଟାବାଡ଼ ପଞ୍ଚାୟତ ଠାରେ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ବିଧାୟକ ପାର୍ଥି ବିଶ୍ବରଂଜନ ବଡ଼ଜେନା ଏବଂ ସାଂସଦ ଅପରାଜିତା ମହୋଦୟା ସମସ୍ତ କର୍ମୀ ଙ୍କୁ ନବବର୍ଷର ଶୁଭେଚ୍ଛା ଜଣାଇବା ସହ ଆଗାମୀ ଦିନରେ ଦଳକୁ ତୃଣମୂଳ ସ୍ତରରେ ମଜବୁତ କରିବା ପାଇଁ ଗୁରୁମନ୍ତ୍ର ଦେଇଥିଲେ । ମାନ୍ୟବର ପ୍ରଧାନମନ୍ତ୍ରୀ ଙ୍କ ବିଭିନ୍ନ ଜନକଲ୍ୟାଣ କାରୀ ଯୋଜନା ଗୁଡିକ ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚାଇବା ସହ ଆଗାମୀ ଦିନରେ ଦଳପ୍ରତି ସାଧାରଣ ଜନତାଙ୍କ ସମର୍ଥନ ବଢାଇବା ନିମନ୍ତେ ଆହ୍ୱାନ ଦେଇଥିଲେ । ମାନ୍ୟବର ଜଶସ୍ଵି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୀ ଏବଂ ଭୁବନେଶ୍ୱର ସାଂସଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀଙ୍କ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ବିଭିନ୍ନ ପଞ୍ଚାୟତ ରୁ ଶତାଧିକ କଂଗ୍ରେସ ଏବଂ ବିଜେଡି କାର୍ଯ୍ୟକର୍ତ୍ତା ବିଜେପି ଦଳରେ ସାମିଲ ହୋଇଥିଲେଏହି ଅବସରରେ ବିଜେପି ରାଜ୍ୟ ମୁଖପାତ୍ର ସୁଦୀପ୍ତ ରାୟ,ଖୋର୍ଦ୍ଧା ଜିଲ୍ଲା ସଭାପତି ରଶ୍ମିରଞ୍ଜନ ମହାପାତ୍ର,ପୂର୍ବତନ ଜିଲ୍ଲା . ଉପସଭାପତି ଅଜୟ ମିଶ୍ର, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ଡାକ୍ତର ବେହେରା, ପୂର୍ବତନ ଜିଲ୍ଲା ସଭାପତି ନିକୁଞ୍ଜ ପଟନାୟକ,ଚନ୍ଦକା ମଣ୍ଡଳ ସଭାପତି ନରେନ୍ଦ୍ର ସାହୁ,ସୋମନାଥ ମଣ୍ଡଳ ସଭାପତି ପ୍ରଦୋଷ ଜେନା, ଏମ୍ସ ମଣ୍ଡଳ ସଭାପତି ପ୍ରକାଶ ପାତ୍ର,ଉତ୍ତର ଖୋର୍ଦ୍ଧା ମଣ୍ଡଳ ସଭାପତି ସଂଗ୍ରାମ କେଶରୀ ସାମନ୍ତ ସିଂହାର, ଜଟଣୀ ନଗର ସଭାପତି ଲିଟୁ ରଞ୍ଜନ ରାଉତରାୟ, ଜଟଣୀ କାର୍ଯ୍ୟ ନିର୍ବାହୀ ସତୀଶ ଶର୍ମା,ମହିଳା ମୋର୍ଚ୍ଚା ସଭାନେତ୍ରୀ ପ୍ରବୀଣା ଭଞ୍ଜଦେଓ,ଯୁବମୋର୍ଚ୍ଚା ସଭାପତି ପ୍ରଦୀପ ବଡ଼ଜେନା,ସମସ୍ତ ପଞ୍ଚାୟତ ପ୍ରମୁଖ,ବୁଥ ସ୍ତରୀୟ ନେତୃତ୍ୱ ଏବଂ ୫ ହଜାର ରୁ ଉର୍ଦ୍ଧ୍ବ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ଆଗାମୀ ଦିନରେ ଦଳକୁ ତୃଣମୂଳ ସ୍ତରରେ ଆହୁରି ସଶକ୍ତ କରିବାକୁ ଶପଥ ନେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
 Pattamundai set to host Birth Anniversary of Baraha Samal 

 Pattamundai set to host Birth Anniversary of Baraha Samal 

June 14, 2026
ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026
ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

June 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
 Pattamundai set to host Birth Anniversary of Baraha Samal 

 Pattamundai set to host Birth Anniversary of Baraha Samal 

June 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version