• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

“ଭାରତ ପର୍ବ -୨୦୨୩”ର ଉଦଯାପନୀ ସମାରୋହ”ରେ କେନ୍ଦ୍ରମନ୍ତ୍ରୀ : ପର୍ଯ୍ୟଟନ ମାଧ୍ୟମରେ ଆମ ଦେଶର ଆର୍ଥିକ ଶକ୍ତି ଆହୁରି ମଜଭୂତ୍ ହେବ – ଧର୍ମେନ୍ଦ୍ର ପ୍ରଧାନ

Proprietor Abhimanyu Maharana by Proprietor Abhimanyu Maharana
February 1, 2023
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
“ଭାରତ ପର୍ବ -୨୦୨୩”ର ଉଦଯାପନୀ ସମାରୋହ”ରେ କେନ୍ଦ୍ରମନ୍ତ୍ରୀ : ପର୍ଯ୍ୟଟନ ମାଧ୍ୟମରେ ଆମ ଦେଶର ଆର୍ଥିକ ଶକ୍ତି ଆହୁରି ମଜଭୂତ୍ ହେବ – ଧର୍ମେନ୍ଦ୍ର ପ୍ରଧାନ
Share on FacebookShare on TwitterWhatsapp

• ସଂସଦରେ ଭାରତର ସାଂସ୍କୃତିକ ଐତିହ୍ୟକୁ ନିଜ ଅଭିଭାଷଣରେ ଉଲ୍ଲେଖ କରି ଦେଶର ଗୌରବ ବଢାଇଥିବାରୁ ମାନ୍ୟବର ରାଷ୍ଟ୍ରପତିଙ୍କୁ ଧନ୍ୟବାଦ

• ଭାରତ ପର୍ବ ଲୋକଙ୍କ ଉତ୍ସାହ ଓ ଦେଶ ପ୍ରତି ଲୋକଙ୍କର ଥିବା ଶ୍ରଦ୍ଧାକୁ ପ୍ରତିଫଳିତ କରୁଛି

• ଭାରତ ପର୍ବର ସଫଳତା ପାଇଁ ପର୍ଯ୍ୟଟନ ବିଭାଗକୁ ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ

• ସ୍ୱଦେଶୀ ସାମଗ୍ରୀକୁ କିଣିବା ପାଇଁ ଲୋକଙ୍କୁ ଦେଲେ ପରାମର୍ଶ

୧ ଫେବୃଆରୀ ବୁଧବାର ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ନୂଆଦିଲ୍ଲୀ/ଭୁବନେଶ୍ୱର :– ପର୍ଯ୍ୟଟନ କେବଳ ମନୋରଞ୍ଜନ, ସଂସ୍କୃତି ଏବଂ ଐତିହ୍ୟକୁ ଜାଣିବାର ବିଷୟ ନୁହେଁ ବରଂ ପର୍ଯ୍ୟଟନ ଏକ ଅର୍ଥନୈତିକ ପ୍ରସଙ୍ଗ । ପର୍ଯ୍ୟଟନ ମାଧ୍ୟମରେ ଆମ ଦେଶର ଆର୍ଥିକ ଶକ୍ତି ଆହୁରି ମଜଭୂତ୍ ହେବ ବୋଲି ମଙ୍ଗଳବାର ନୂଆଦିଲ୍ଲୀ ଠାରେ ଐତିହାସିକ ଲାଲକିଲ୍ଲାର ପ୍ରାଙ୍ଗଣରେ ‘ଭାରତ ପର୍ବ ୨୦୨୩’ର ଉଦଯାପନୀ ସମାରୋହରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଭାରତ ସରକାରଙ୍କ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଭାରତ ପର୍ବ ଲୋକଙ୍କ ଉତ୍ସାହ ଓ ଦେଶ ପ୍ରତି ଲୋକଙ୍କର ଥିବା ଶ୍ରଦ୍ଧାକୁ ପ୍ରତିଫଳିତ କରୁଛି । ଦେଶର ସାଂସ୍କୃତିକ ଓ ପର୍ଯ୍ୟଟନକୁ ଉଲ୍ଲେଖ କରିବାକୁ ଯାଇ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ସଂସଦରେ ଅନେକ ବିଷୟରେ ନିଜ ଅଭିଭାଷଣରେ ପ୍ରଦାନ କରିଛନ୍ତି । ଦେଶରେ ରାମ ମନ୍ଦିର ନିର୍ମାଣ ହେଉଛି, କାଶୀ ବିଶ୍ୱନାଥ କୋରିଡର ହୋଇଛି, ମହାକାଳଲୋକ ନୂଆ ରୂପ ନେଇଛି । ଦେଶର ଅନେକ ପ୍ରାନ୍ତରେ ଐତିହ୍ୟ କ୍ଷେତ୍ରରେ ନୂଆ ରୂପ ଆସିଛି । କରୋନାର ପରବର୍ତ୍ତୀ ପର୍ଯ୍ୟାୟରେ ଦେଶର ସାଧାରଣ ନାଗରିକମାନେ ଏହି ପର୍ଯ୍ୟଟନ ସୁବିଧାର ଆନନ୍ଦ ନେଉଛନ୍ତି । ଭାରତର ସାଂସ୍କୃତିକ ଐତିହ୍ୟକୁ ଆଜି ଅଭିଭାଷଣରେ ଉଲ୍ଲେଖ କରି ଦେଶର ଗୌରବ ବଢାଇଥିବାରୁ ରାଷ୍ଟ୍ରପତିଙ୍କୁ ଶ୍ରୀ ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି ।

ଭାରତ ପର୍ବର ସଫଳତା ପାଇଁ ପର୍ଯ୍ୟଟନ ବିଭାଗକୁ ଅଭିନନ୍ଦନ ଜଣାଇବା ସହ ଭାରତ ପର୍ବରେ ବିକ୍ରି ହେଉଥିବା ସ୍ୱଦେଶୀ ସାମଗ୍ରୀକୁ କିଣିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଥିଲେ ଶ୍ରୀ ପ୍ରଧାନ । ସେ କହିଥିଲେ ଲୋକମାନେ ଆମର ସ୍ୱଦେଶୀ ସାମଗ୍ରୀ କିଣିଲେ ଭାରତର କଳା ବଞ୍ଚିବ ଓ ଗରିବ ଘରେ ସମ୍ପନ୍ନତା ପହଞ୍ଚିବ । ଭାରତର କୁଶଳୀ କାରିଗରୀ, ବୁଣାକାର ମଧ୍ୟ ଆମ ଅର୍ଥନୀତିର ଆଉ ଏକ ମେରୁଦଣ୍ଡ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ଦେଶକୁ ନୂଆ ରୂପ ଓ ଆର୍ଥିକ ଶକ୍ତି ବନାଇବା ପାଇଁ କାର୍ଯ୍ୟ କରୁଛନ୍ତି ବୋଲି ସେ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version