୧ ଫେବୃଆରୀ ବୁଧବାର ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ରାୟଗଡ଼ା :- ରାୟଗଡ ସ୍ୱୟଂଶାସିତ ମହାବିଦ୍ୟାଳୟର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦ୍ଘାଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତା ସକାସେ ସକାଳ ୯ ଘଣ୍ଟ । ସମୟ ରେ କ୍ରୀଡ଼ାବିତ୍ ମାନଙ୍କ ଗୋଟିଏ ବିରାଟ ସୋଭାଯାତ୍ରାରେ ରାୟଗଡ଼ା ଅଧିଷ୍ଠାତ୍ରୀ ଦେବୀ ମାଁ ମଝିଘରିଆଣୀ ମନ୍ଦିର ରୁ ମସାଲ ଅଣାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟର ପୁର୍ବତନ ଅଧ୍ୟକ୍ଷ ଡକ୍ଟର କୁମୁଦ ଚନ୍ଦ୍ର ମିଶ୍ର ପ୍ରତିଯୋଗିତାକୁ ଉଦ୍ଘାଟନ କରି କ୍ରୀଡାବିତ୍ ମାନଙ୍କୁ ସପଥ ପାଠ କରାଇଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ପ୍ରଶନ୍ନ କୁମାର ଗନ୍ତାୟତ ଏହି ଉତ୍ସବରେ ଅଧ୍ୟକ୍ଷତା କରିଥିଲେ । ସମସ୍ତ କାର୍ଯ୍ୟକ୍ରମକୁ କ୍ରୀଡା ସଂସଦର ଉପସଭାପତି ଶ୍ରୀ କେ ଶଶି ସହଉପସଭାପତି ଶ୍ରୀ ଗିରୀସ୍ ପଟ୍ଟନାୟକ, ଅଶୋକ କୁମାର ସାହୁ, ମନୋଜ ପଟ୍ଟନାୟକ, ସ୍ନେହାଞ୍ଜଳୀ ପାଣ୍ଡେ, ଦମୟନ୍ତି ବାଗ ଓ ଅନ୍ୟମାନେ ଉପସ୍ଥିତ ରହି ପରିଚାଳନା କରିଥିଲେ ।