• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଟକ ତେଲଙ୍ଗାପେଣ୍ଠରେ ଆରମ୍ଭ ହେଲା ପଲ୍ଲିଶ୍ରୀ ମେଳା , ଗୋଟିଏ ପୁଅ ନୃତ୍ୟରେ ବିଭୋର ହେଲେ ଦର୍ଶକ

Proprietor Abhimanyu Maharana by Proprietor Abhimanyu Maharana
February 2, 2023
in ଓଡ଼ିଶା, କଟକ, ମନୋରଞ୍ଜନ, ହୋମ୍
0
କଟକ ତେଲଙ୍ଗାପେଣ୍ଠରେ ଆରମ୍ଭ ହେଲା ପଲ୍ଲିଶ୍ରୀ ମେଳା , ଗୋଟିଏ ପୁଅ ନୃତ୍ୟରେ ବିଭୋର ହେଲେ ଦର୍ଶକ
Share on FacebookShare on TwitterWhatsapp

୨ଫେବୃଆରୀ ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) କଟକ ରୁ ଅମୂଲ୍ୟ କୁମାର ବାରିକଙ୍କ ରିପୋର୍ଟ :- ଭୁବନେଶ୍ୱର ୧୬ ନମ୍ବର ଜାତୀୟ ରାଜପଥର, କଟକ ତେଲଙ୍ଗାପେଣ୍ଠ ସ୍ଥିତ ଗାନ୍ଧୀସ୍ମୃତି ପୀଠରେ, ବୁଧବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି ପଲ୍ଲିଶ୍ରୀ ମେଳା । ଏହି ମେଳା ଶୁକ୍ରବାର ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବ । ମହାତ୍ମା ଗାନ୍ଧୀଙ୍କ ମହାପରାୟଣ ଶହୀଦ ଦିବସ ପାଳନ ଅବସରରେ , ଏହି ମେଳା ଗାନ୍ଧୀ ସ୍ମୃତି ପରିଷଦ ପକ୍ଷରୁ ଆୟୋଜନ କରାଯାଇଛି । କଟକ ମେୟର ସୁବାଷ ସିଂ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ, ଫିତା କାଟି ମେଳାକୁ ଉଦଘାଟନ କରିଥିଲେ ।ଏହି ମେଳାରେ କଟକ ଜିଲ୍ଲା ପାଳ ତଥା ଗାନ୍ଧୀ ସ୍ମୃତି ପରିଷଦର ସଭାପତି ଭବାନୀ ଶଙ୍କର ଚୟନୀ, କଟକ ସଦର ବିଧାୟକ ତଥା ପୂର୍ବତନ କ୍ରୀଡା ମନ୍ତ୍ରୀ ଚନ୍ଦ୍ର ସାରଥୀ ବେହେରା, ସିଡ଼ିଓ ଅମର କୁମାର ମିଶ୍ର, ୫୯ ନମ୍ବର ୱ।ର୍ଡ଼ର କର୍ପୋରେଟର ମମତା ମହାନ୍ତି, ୫୮ ନମ୍ବର ୱ।ର୍ଡ଼ର କର୍ପୋରେଟର ଜନାର୍ଦ୍ଦନ ପରିଡ଼ା, ୫୭ ନମ୍ବର ୱ।ର୍ଡ଼ର କର୍ପୋରେଟର ପୂର୍ଣ୍ଣିମା ସ୍ୱାଇଁ, ୫୬ ନମ୍ବର ୱ।ର୍ଡ଼ର କର୍ପୋରେଟର ଲିପସା ନାୟକ, କଟକ ସଦର ୪ନମ୍ବର ଯୋନର ଜିଲ୍ଲା ପରିଷଦ ସଭ୍ୟା ଆଶାଲତା ବେହେରା,କଟକ ସଦର ବିଡ଼ିଓ ,ଓରମାସର ଅଧିକାରୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଐତିହାସିକ ଗାନ୍ଧୀ ସ୍ମୃତି ପୀଠର ଉନ୍ନତି ପାଇଁ ପଦକ୍ଷେପ ନିଆଯିବ ବୋଲି ମେୟର ସୁବାଷ ସିଂ କହିଥିଲେ । ସଭାରେ କଟକ ଜିଲ୍ଲା ସୂଚନା ଅଧିକାରୀ ସଭାପତିତ୍ୱକରିଥିଲେ । ମେଳାରେ ଖୋଲା ଯାଇଥିବା ଷ୍ଟଲକୁ ମେୟର, ଜିଲ୍ଲାପାଳ , ବିଧାୟକ ବୁଲି ଦେଖିଥିଲେ । ସାସ୍କୃତିକ କାର୍ଯ୍ୟକ୍ରମ ପୁରୀର ଗୋଟିପୁ, ମାହାରୀ ନୃତ୍ୟ ଉପସ୍ଥିତ ଦର୍ଶକଙ୍କୁ ମନ୍ତ୍ର ମୁଗ୍ଧ କରିଥିଲା । ମେଳାକୁ ଆସିଥିବା ଲୋକମାନେ ବିଭିନ୍ନ ଜିନିଷ କିଣା କିଣି କରିବା ସହିତ ଚଟପଟୀ ଖାଦ୍ୟ ଖାଇ ମେଳା ବୁଲିବାର ମଜା ନେଇଥିଲେ । ଛୋଟ ପିଲାମାନେ ଦୋଳି ଖେଳିବା ସୁଯୋଗ ପାଇଥିଲେ । ଜନ ସମାଗମକୁ ଆଖି ଆଗରେ ରଖି କଟକ ସଦର ପୋଲିସ ପକ୍ଷରୁ ପାରକିଙ୍ଗ ଆଦି କାର୍ଯ୍ୟ ହାତକୁ ନେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

June 20, 2026
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version