• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ଅଭିଯୋଗ : ବ୍ଳକ ଅଫିସ ଘେରିଲା ବିଜେପି

Proprietor Abhimanyu Maharana by Proprietor Abhimanyu Maharana
February 3, 2023
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ଅଭିଯୋଗ : ବ୍ଳକ ଅଫିସ ଘେରିଲା ବିଜେପି
Share on FacebookShare on TwitterWhatsapp

୩ ଫେବୃଆରୀ ,ଶୁକ୍ରବାର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାଟଣାଗଡ଼ :- ରାଜ୍ୟ ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କରିଥିବା ଅଭିଯୋଗ କରି ଶୁକ୍ରବାର ପାଟଣାଗଡ଼ ବିଜେପି ପକ୍ଷରୁ ପାଟଣାଗଡ଼ ବ୍ଳକ ଅଫିସ ଘେରାଉ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ବିଜେପି ନେତା, କର୍ମୀ ଓ ଯୋଜନାରୁ ବଞ୍ଚିତ ହିତାଧିକାରୀ ମାନେ ଏଥିରେ ସାମିଲ ହୋଇଥିଲେ । ଆଜି ସକାଳ ୧୦ ଟା ସମୟରେ ଯୋଜନାରୁ ବଞ୍ଚିତ ଥିବା ହିତାଧିକାରୀ ଙ୍କ ସହ ବିଜେପି ନେତା ଓ କର୍ମୀ ରାଜଖମାରେ ଏକତ୍ରିତ ହୋଇଥିଲେ । ପୁର୍ବତନ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଙ୍କ ନେତୃତ୍ବରେ ୨ ହଜାରରୁ ଉର୍ଦ୍ଧ୍ଵ ମହିଳା ଓ ପୁରୁଷ ବୃଦ୍ଧ ବୃଦ୍ଧା ଏକ ଶୋଭାଯାତ୍ରାରେ ବାହାରି ଘରଖଣ୍ଡିଏ ପାଇବା ଆଶାରେ ସହର ର ମୁଖ୍ୟ ରାସ୍ତା ଦେଇ ରାଜ୍ୟ ସରକାର ଙ୍କ ବିରୋଧ ରେ ବିଭିନ୍ନ ଶ୍ଳାଗାନ ମାନ ଦେଇ ବ୍ଳକ ଅଫିସ ସମ୍ମୁଖରେ ପହଞ୍ଚିଥିଲେ ।ସେଠାରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଅଫିସ ସମ୍ମୁଖରେ ବସି ପଡିଥିଲେ । ପରେ ବିଡ଼ିଓ ସୁମନ୍ତ କୁମ୍ଭାର ଆନ୍ଦୋଳନ ସ୍ଥଳ କୁ ଆସି ଆନ୍ଦୋଳନକାରୀ ମାନଙ୍କୁ ବୁଝାସୁଝା କରିବା ସହ ଦାବି ପତ୍ର ଗ୍ରହଣ କରିଥିଲେ । ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଗାଇ ଦିଆ ନ ଗଲେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତର କରାଯିବ ବୋଲି ଚେତାବନୀ ଦେଇଥିଲେ । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ବିଜେପି ନଗର ସଭାପତି ସୁଶାନ୍ତ ମହାନ୍ତି (ମୁନା) , ବିଜେପି ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ମାଧବ ସାଏ ,ପୃର୍ବତନ ଜିଲ୍ଲା ପରିଷଦ ସଭ୍ୟ କରମ ସିଂ ସରାଫ , ବିଜେପି ନେତା ସୟଦ ଅବଦୁଲ ସିରାଜ ,ଜ୍ଞାନରଞ୍ଜନ ପଟେଲ, ସୁଶାନ୍ତ ଦାସ ଙ୍କ ସମେତ ଶତାଧିକ ଦଳୀୟ କର୍ମୀ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାମୁହିକ ଗଣେଷ ମେଢ଼ ବିସର୍ଜନ ଲାଗି ପ୍ରଶାସନିକ ପ୍ରସ୍ତୁତି ବୈଠକ

ସାମୁହିକ ଗଣେଷ ମେଢ଼ ବିସର୍ଜନ ଲାଗି ପ୍ରଶାସନିକ ପ୍ରସ୍ତୁତି ବୈଠକ

September 17, 2026
ମୃତକଙ୍କ ପରିବାରକୁ ବିରୋଧୀ ଦଳ ନେତାଙ୍କ ସହାୟତା

ମୃତକଙ୍କ ପରିବାରକୁ ବିରୋଧୀ ଦଳ ନେତାଙ୍କ ସହାୟତା

September 17, 2026
ଦେବଶିଳ୍ପୀ ଶ୍ରୀ ବିଶ୍ୱକର୍ମାଙ୍କ ଜନ୍ମୋତ୍ସବ

ଦେବଶିଳ୍ପୀ ଶ୍ରୀ ବିଶ୍ୱକର୍ମାଙ୍କ ଜନ୍ମୋତ୍ସବ

September 17, 2026
Hon’ble MP Dharmendra Pradhan Flags Off TPWODL’s ‘Solar Rath’ to Accelerate Rooftop Solar Adoption in Western Odisha

ପଶ୍ଚିମ ଓଡ଼ିଶାରେ ସୌର ଶକ୍ତିର ପ୍ରସାର ପାଇଁ ଟିପିଡବ୍ଲ୍ୟୁଓଡିଏଲ୍‌ ‘ସୋଲାର ରଥ’ର ଶୁଭାରମ୍ଭ କଲେ ମାନ୍ୟବର ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ

September 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାମୁହିକ ଗଣେଷ ମେଢ଼ ବିସର୍ଜନ ଲାଗି ପ୍ରଶାସନିକ ପ୍ରସ୍ତୁତି ବୈଠକ

ସାମୁହିକ ଗଣେଷ ମେଢ଼ ବିସର୍ଜନ ଲାଗି ପ୍ରଶାସନିକ ପ୍ରସ୍ତୁତି ବୈଠକ

September 17, 2026
ମୃତକଙ୍କ ପରିବାରକୁ ବିରୋଧୀ ଦଳ ନେତାଙ୍କ ସହାୟତା

ମୃତକଙ୍କ ପରିବାରକୁ ବିରୋଧୀ ଦଳ ନେତାଙ୍କ ସହାୟତା

September 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version