• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶାକୁ ୧୦ ହଜାର ୧୨ କୋଟି ରେଳ ଅନୁଦାନ : ୨୦୨୩-୨୪ କେନ୍ଦ୍ର ବଜେଟରେ – ଓଡ଼ିଶାକୁ ରେକର୍ଡସଂଖ୍ୟକ ରେଳ ଅନୁଦାନ ରାଜ୍ୟବାସୀଙ୍କୁ ଖୁସି ଦେଇଛି – ଧର୍ମେନ୍ଦ୍ର ପ୍ରଧାନ

Proprietor Abhimanyu Maharana by Proprietor Abhimanyu Maharana
February 4, 2023
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ଓଡ଼ିଶାକୁ ୧୦ ହଜାର ୧୨ କୋଟି ରେଳ ଅନୁଦାନ : ୨୦୨୩-୨୪ କେନ୍ଦ୍ର ବଜେଟରେ  – ଓଡ଼ିଶାକୁ ରେକର୍ଡସଂଖ୍ୟକ ରେଳ ଅନୁଦାନ ରାଜ୍ୟବାସୀଙ୍କୁ ଖୁସି ଦେଇଛି – ଧର୍ମେନ୍ଦ୍ର ପ୍ରଧାନ
Share on FacebookShare on TwitterWhatsapp

• ଓଡ଼ିଶାରେ ରେଳ ଭିତ୍ତିଭୂମିର ବିକାଶ ଓ ଯାତ୍ରୀ ସୁବିଧାକୁ ଗୁରୁତ୍ୱ ଦେଉଥିବାରୁ ପ୍ରଧାନମନ୍ତ୍ରୀ, କେନ୍ଦ୍ର ରେଳ ମନ୍ତ୍ରୀ ଏବଂ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଧନ୍ୟବାଦ
• ଏହି ଅନୁଦାନ ରାଜ୍ୟରେ ରେଳ ପ୍ରକଳ୍ପକୁ ତ୍ୱରାନ୍ୱିତ କରିବା ସହ ରେଳ ଭିତ୍ତିଭୂମିକୁ ସୁଦୃଢ଼ କରିବ
• ୩୭ଟି ନୂଆ ରେଳ ଲାଇନ ପ୍ରକଳ୍ପ ପାଇଁ ୨୫୬୪ କୋଟି, ରେଳ ଲାଇନର ଦହୋରୀକରଣ ପାଇଁ ୩୮୦୦ କୋଟି ପର୍ଯ୍ୟଟନ ଭିତ୍ତିଭୂମି ଏବଂ ଅର୍ଥନୀତିକୁ ସଶକ୍ତ କରିବ
• ଖୋର୍ଦ୍ଧା ରୋଡ୍- ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ ପାଇଁ ୧୫୯୯ କୋଟି ଅନୁଦାନ ରେଳ ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ୱିତ କରାଇବ
• ତାଳଚେର-ବିମଳାଗଡ଼ ରେଳ ଲାଇନ ପାଇଁ ୩୦୦ କୋଟି ଓ ଅନୁଗୋଳ- ସୁକିନ୍ଦା ରୋଡ ପାଇଁ ୨୦୦ କୋଟି ଅନୁଦାନ, ତାଳଚେର-ଅନୁଗୋଳ ନୂଆ ରେଳ ଲାଇନ ପାଇଁ 100 କୋଟି ସ୍ୱାଗତଯୋଗ୍ୟ
• ଲିଙ୍ଗରାଜ ରୋଡ ଷ୍ଟେସନରୁ ପୁରୀ ପର୍ଯ୍ୟନ୍ତ ବନ୍ଦେ ମେଟ୍ରୋ ଟ୍ରେନର ଚଳାଚଳ ସହିତ ୫୭ଟି ଷ୍ଟେସନର ନବୀକରଣ କରାଯିବ
• କେବିକେ ଏବଂ ଆକାଂକ୍ଷୀ ଜିଲ୍ଲାରେ ରେଳ ଭିତ୍ତିଭୂମିକୁ ପ୍ରାଧାନ୍ୟ ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତର କଳ୍ପନାକୁ ସାକାର କରିବ

୩ ଫେବୃଆରୀ ,ଶୁକ୍ରବାର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ଆର୍ଥିକ ବର୍ଷ କେନ୍ଦ୍ର ବଜେଟରେ ଓଡ଼ିଶାକୁ ରେକର୍ଡସଂଖ୍ୟକ ୧୦ ହଜାର ୧୨ କୋଟି ଟଙ୍କାର ରେଳ ଅନୁଦାନ ରାଜ୍ୟବାସୀଙ୍କୁ ଖୁସି ଦେଇଛି ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଓଡ଼ିଶାରେ ରେଳ ଭିତ୍ତିଭୂମିର ବିକାଶ ଓ ଯାତ୍ରୀ ସୁବିଧାକୁ ଗୁରୁତ୍ୱ ଦେଇ ଚଳିତ କେନ୍ଦ୍ର ବଜେଟରେ ରେକର୍ଡସଂଖ୍ୟକ ଅନୁଦାନ ପାଇଁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଧନ୍ୟବାଦ ଦେଇଛନ୍ତି । ସେ ଟ୍ୱିଟ୍ କରିଛନ୍ତି ଯେ ‘ପୂର୍ବୋଦୟ ମିଶନ’ରେ ଓଡିଶାରେ ରେଳ ଭିତ୍ତିଭୂମିର ବିକାଶକୁ ସର୍ବାଧିକ ପ୍ରାଧାନ୍ୟ ଦିଆଯାଉଛି । ମୋଦି ସରକାରରେ ଓଡ଼ିଶାକୁ ରେଳ କ୍ଷେତ୍ରରେ ଦାବି ଠାରୁ ଅଧିକ ଅର୍ଥ ମିଳିଛି । ଏହି ଅନୁଦାନ ରେଳ ପ୍ରକଳ୍ପକୁ ତ୍ୱରାନ୍ୱିତ କରିବା ସହ ରେଳ ଭିତ୍ତିଭୂମିକୁ ସୁଦୃଢ଼ କରିବ ।

ଓଡିଶାରେ ୩୭ଟି ନୂଆ ରେଳ ଲାଇନ ପ୍ରକଳ୍ପ ପାଇଁ ୨୫୬୪ କୋଟି, ୪,୬୪୩ କିମି ରେଳ ଲାଇନର ଦହୋରୀକରଣ ପାଇଁ ୩୮୦୦ କୋଟି ଟଙ୍କା ବ୍ୟୟବରାଦ ରେଳ ସଂଯୋଗକୁ ସୁଗମ କରିବା ସହ ପର୍ଯ୍ୟଟନ ଭିତ୍ତିଭୂମି ଏବଂ ଅର୍ଥନୀତିକୁ ସଶକ୍ତ କରିବ । ଆର୍ଥିକ ବର୍ଷ ୨୦୨୩-୨୪ କେନ୍ଦ୍ର ବଜେଟରେ ପଶ୍ଚିମ ଓଡିଶାବାସୀଙ୍କ ବହୁ ପ୍ରତିକ୍ଷୀତ ଖୋର୍ଦ୍ଧା ରୋଡ୍- ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ ପାଇଁ ୧୫୯୯ କୋଟି ଅନୁଦାନ ରେଳ ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ୱିତ କରାଇବ । ତାଳଚେର-ବିମଳାଗଡ଼ ରେଳ ଲାଇନ ପାଇଁ ୩୦୦ କୋଟି, ଅନୁଗୋଳ- ସୁକିନ୍ଦା ରୋଡ ପାଇଁ ୨୦୦ କୋଟି ଅନୁଦାନ, ତାଳଚେର- ଅନୁଗୋଳ ନୂଆ ରେଳ ଲାଇନ ପାଇଁ 100 କୋଟି ଟଙ୍କା ବ୍ୟୟବରାଦ ସ୍ବାଗତଯୋଗ୍ୟ ।

ଲିଙ୍ଗରାଜ ରୋଡ ଷ୍ଟେସନରୁ ପୁରୀ ପର୍ଯ୍ୟନ୍ତ ବନ୍ଦେ ମେଟ୍ରୋ ଟ୍ରେନର ଚଳାଚଳ ଏବଂ ଭୁବନେଶ୍ଵର, ଅନୁଗୋଳ, ତାଳଚେର, ଢେଙ୍କାନାଳ ଓ ସମ୍ବଲପୁର ସମେତ ୫୭ଟି ଷ୍ଟେସନର ନବୀକରଣ ଓ କେବିକେ ଏବଂ ଆକାଂକ୍ଷୀ ଜିଲ୍ଲାରେ ରେଳ ଭିତ୍ତିଭୂମିକୁ ପ୍ରାଧାନ୍ୟ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିକଶିତ ଭାରତର କଳ୍ପନାକୁ ସାକାର କରିବ । ନୂଆ ଜନ ଜାତୀୟ ଗୌରବ କୋରିଡର, ଏନର୍ଜି କୋରିଡର, ନୂତନ ବନ୍ଦର ସଂଯୋଗ ପାଇଁ ରେଳ ଭିତ୍ତିଭୂମି ଏବଂ ଓ୍ୱାନ ଷ୍ଟେସନ- ଓ୍ୱାନ ପ୍ରଡକ୍ଟ ପାଇଁ ଓଡ଼ିଶାର ୨୮ଟି ଷ୍ଟେସନ ଚିହ୍ନଟ କରିବା ପାଇଁ ହୋଇଥିବା ଅଭିନବ ଯୋଜନା ଦ୍ୱାରା ରାଜ୍ୟର ଜନସାଧାରଣ ବିଶେଷ ଲାଭ ପାଇବେ ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

May 15, 2026
ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

May 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version