• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀ ଶ୍ରୀ ଠାକୁର ସ୍ୱାମୀ ନିଗମାନନ୍ଦ ସରସ୍ଵତୀ ଦେବ ଙ୍କ ୭୨ ତମ ଉତ୍କଳ ପ୍ରାଦେଶିକ ଭକ୍ତ ସମ୍ମିଳନୀ

Proprietor Abhimanyu Maharana by Proprietor Abhimanyu Maharana
February 5, 2023
in ଓଡ଼ିଶା, ବରଗଡ଼, ହୋମ୍
0
ଶ୍ରୀ ଶ୍ରୀ ଠାକୁର ସ୍ୱାମୀ ନିଗମାନନ୍ଦ ସରସ୍ଵତୀ ଦେବ ଙ୍କ ୭୨ ତମ ଉତ୍କଳ ପ୍ରାଦେଶିକ ଭକ୍ତ ସମ୍ମିଳନୀ
Share on FacebookShare on TwitterWhatsapp

୪ ଫେବୃଆରୀ,ଶନିବାର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ବରଗଡ଼ :- ବରଗଡ଼ ଜିଲ୍ଲା ମେଲଛାମୁଣ୍ଡାରେ ଶ୍ରୀ ଶ୍ରୀ ଠାକୁର ସ୍ୱାମୀ ନିଗମାନନ୍ଦ ସରସ୍ଵତୀ ଦେବ ଙ୍କ ୭୨ ତମ ଉତ୍କଳ ପ୍ରାଦେଶିକ ଭକ୍ତ ସମ୍ମିଳନୀ ପାଇଁ ହଜାର ହଜାର ଭକ୍ତ ଙ୍କ ଆଗମନ । ଗତ ଶୁକ୍ରବାର ଅଧିବାସ ହୋଇଥିବା ବେଳେ ଶନିବାର ପ୍ରଥମ ଦିନ ପୂଜାର୍ଚ୍ଚନା ସମ୍ପର୍ଣ୍ଣ ହୋଇଛି । ତିନିଦିନ ଧରି ଚାଲିଥିବା ଭକ୍ତ ସମ୍ମିଳନୀ ରେ ହଜାର ହଜାର ଭକ୍ତଙ୍କ ସମାବେଶ ଦେଖିବାକୁ ମିଳିଛି ପ୍ରଥମ ଦିନରେ ।

ପରମହଂସ ପରିବ୍ରାଜକାଚାର୍ଯ୍ୟ ସଦଗୁରୁ ଶ୍ରୀମଦ ସ୍ୱାମୀ ନିଗମାନନ୍ଦ ସରସ୍ୱତୀଦେବ ଶିଷ୍ୟ ଓ ଭକ୍ତ ମାନଙ୍କ ମଧ୍ୟରେ ଆଦର୍ଶ ଗୃହସ୍ଥ ଜୀବନ ଗଠନ,ସଙ୍ଘ ଶକ୍ତି ର ପ୍ରତିଷ୍ଠା ଓ ଭାବ ବିନିମୟ ନିମିତ୍ତ ଭକ୍ତ ସମ୍ମିଳନୀ ନାମକ ଏକ ମହାନ ଆଧ୍ୟାତ୍ମିକ ଭାବଧାରାକୁ ନେଇ ନିଳାଚକ ସାରସ୍ୱତ ସଙ୍ଘ ପୁରୀଙ୍କ ତତ୍ୱାବଧାନରେ ଆବାହକ କମିଟିର ସଭାପତିଙ୍କ ଆବାହନ କ୍ରମେ ସମସ୍ତ ଶାଖା ସଙ୍ଘ ଭକ୍ତ ମାନଙ୍କ ଆବାହନ କ୍ରମେ ମେଲଛାମୁଣ୍ଡା ସଙ୍ଘ ଠାରେ ଆୟୋଜିତ ସମ୍ମିଳନୀର ଶନିବାର ପ୍ରଥମ ଅଧିବେଶନ ପ୍ରାତଃ ୪.୩୦ ସମୟରୁ ୮.୩୦ ସମୟ ପର୍ଯ୍ୟନ୍ତ ପ୍ରାତଃ ପୂଜା ,ଷୋଡଶ ଉପଚାର ପୂଜା ,ଆରତୀ,ବନ୍ଦନା, ପ୍ରାର୍ଥନା ,ଆବାହନ ଗାନ ଓ ପ୍ରବଚନ କାର୍ଯ୍ୟ କ୍ରମ ରହିଥିବା ବେଳେ ଭାବ ଓ ବକ୍ତି ର ପରିବେଶ ରେ ଆଧ୍ୟାତ୍ମିକ ଚେତନା ଓ ସୁନ୍ଦର ପରିବେଶ ମଧ୍ୟରେ ଭଗବତ ଜ୍ଞାନ ଓ ଚର୍ଚ୍ଚା ସନାତନ ଧର୍ମର ରକ୍ଷା ଯିବେ ଦୟା ପରି ବିଭିନ୍ନ ପ୍ରସଙ୍ଗ ଉପରେ ଅତିଥି ସନ୍ୟାସୀ ଓ ବକ୍ତା ପ୍ରବଚନ ଦେଇଥିଲେ । ମୁଖ୍ୟ ଅତିଥି ତୁଷାର କାନ୍ତି ବେହେରା,ବିଶିଷ୍ଟ ଅତିଥି ପୂଜ୍ୟ ପରମହଂସ ପ୍ରଙ୍ଗାନନ୍ଦଜୀ ମହାରାଜ ,ଶ୍ରୀମଦ ସ୍ୱାମୀ ଦିବ୍ୟାନନ୍ଦ ମହାରାଜ ,ଶ୍ରୀମଦସ୍ୱାମୀ ବ୍ରମହାନନ୍ଦ ସରସ୍ୱତୀ ମହାରାଜ ,ପୂଜ୍ୟ ଶ୍ରୀମଦ ସରସ୍ୱତୀ ଜୟଦେବ ଭାରତୀ ଓ ମୁଖ୍ୟ ବକ୍ତା ସମାଜସେବୀ ଗୀତା ମିଶ୍ର ଓ ପୁର୍ବତନ ପଦ୍ମପୁର ବିଧାୟକ ପ୍ରଦୀପ ପୁରୋହିତ ଉପସ୍ଥିତ ରହି ଭଗବତ ଆଲୋଚନା ଚର୍ଚ୍ଚା କରିଥିଲେ ।

ଏନେଇ ବରଗଡ଼ ଜିଲା ସମେତ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ପ୍ରାୟ ହଜାର ହଜାର ଭକ୍ତ ଙ୍କ ସମାବେଶ ହୋଇଛି ବୋଲି ନୀଳାଚଳ ସାରସ୍ୱତ ସଙ୍ଘ ପୁରୀ ର ସଭାପତି ଗଗନେନ୍ଦ୍ର ମହାନ୍ତି କହିଛନ୍ତି । ଭକ୍ତ ମାନଙ୍କ ରହିବାପାଇଁ ଅସ୍ଥାୟୀ ନିବାସ ,ପାନୀୟ ଜଳ,ପରିମଳ ବ୍ୟବସ୍ଥା ସହ ପ୍ରସାଦ ସେବନ ପାଇଁ ବ୍ୟବସ୍ଥା କରାଯାଇଥିବା ବେଳେ ନୀଳାଚଳ ସାରସ୍ୱତ ସଙ୍ଘ ପରିଚାଳକ ଶ୍ରୀଯୁକ୍ତ ଦୁର୍ଗାଚରଣ ମହାନ୍ତି,ସଭାପତି ଗଗନେନ୍ଦ୍ର ମହାନ୍ତି,ଭକ୍ତ ସମ୍ମିଳନୀ ଆବାହକ କମିଟି ସଭାପତି କଳ୍ପତରୁ ସେନାପତି ଓ ଭକ୍ତ ସମ୍ମିଳନୀ ଅଭ୍ୟର୍ଥନା କମିଟି ସଭାପତି,ପୂର୍ବତନ ମନ୍ତ୍ରୀ ତଥା ଭଟଲି ବିଧାୟକ ସୁଶାନ୍ତ ସିଂ ଙ୍କ ତତ୍ୱାବଧାନ ରେ ପ୍ରାଦେଶିକ ଭକ୍ତ ସମ୍ମିଳନୀ ଅନୁଷ୍ଠିତ ହୋଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

AAFSA’s “Her Odisha” Program on the Occasion of International Women’s Day

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

March 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

AAFSA’s “Her Odisha” Program on the Occasion of International Women’s Day

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version