• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମୋହନା ତହସିଲଦାର ଙ୍କ ସମ୍ମୁଖରେ କାର୍ଯ୍ୟରତ ସାମ୍ବାଦିକଙ୍କ ଉପରେ ଜନସେବା କେନ୍ଦ୍ର ମାଲିକଙ୍କ ଆକ୍ରମଣ – ପାରଳଖେମୁଣ୍ଡି

Proprietor Abhimanyu Maharana by Proprietor Abhimanyu Maharana
June 11, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ମୋହନା ତହସିଲଦାର ଙ୍କ ସମ୍ମୁଖରେ  କାର୍ଯ୍ୟରତ ସାମ୍ବାଦିକଙ୍କ ଉପରେ ଜନସେବା କେନ୍ଦ୍ର ମାଲିକଙ୍କ ଆକ୍ରମଣ – ପାରଳଖେମୁଣ୍ଡି
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୧ ଜୁନ୍ ଗୁରୁବାର ) ପାରଳଖେମୁଣ୍ଡି :- ଗଜପତି ଜିଲ୍ଲା ଅନ୍ତର୍ଗତ ମୋହନା ବ୍ଲକ ର ସଦର ମହକୁମା ମୋହନାରେ ଥିବା ଏକ ଜନସେବା କେନ୍ଦ୍ର ରେ ସାନି ଟlଇଜର,ସାମାଜିକ ଦୂରତା ରକ୍ଷା କରିବା ସହ ମାସ୍କ୍କ ପିନ୍ଧି ସକାଳ ୬ ଘଣ୍ଟାରୁ ୧୧ଘଣ୍ଟା ଓ ସନ୍ଧ୍ୟା ୪ ଘଣ୍ଟା ଠାରୁ ୭ ଘଣ୍ଟା ପର୍ଯ୍ୟନ୍ତ ଦୋକାନ ଖୋଲା ରଖିବା ପାଇଁ ଜିଲ୍ଲା ପ୍ରଶାସନ ର ନିର୍ଦ୍ଧେଶ ରହିଛି l କିନ୍ତୁ ଜନସେବା କେନ୍ଦ୍ର ର ମାଲିକ କୋଭିଡ୍ -୧୯ ର ନିୟମ ଉଲଘଂନ କରୁଥିବା ଦେଖି ମୋହନା ତହସିଲ- ଦାର କଲ୍ୟାଣୀ ସଂଘମିତ୍ରା ଦେବୀ ଜନସେବା କେନ୍ଦ୍ର ଉପରେ ଚଢ଼ାଉ କରିଥିଲେ ସେହି ସମୟରେ କାର୍ଯ୍ୟରତ ସାମ୍ବାଦିକ ଲକ୍ଷ୍ମଣ ଚୌଧୁ ରୀ, ଗଣେଶ ବିଷୟୀ, ଆଶ୍ୱିନ କୁମାର ପାତ୍ର, ବାଦଲ ବେହେରା, ସୁମନ କୁମାର ପଟ୍ଟନାୟକ ଓ ପିଣ୍ଟୁ ପ୍ରଧାନ ଉକ୍ତ ଜନସେବା କେନ୍ଦ୍ର କୁ ଯାଇଥିଲେ ସେହି ସମୟରେ ଜନସେବା କେନ୍ଦ୍ର ର ମାଲିକ ଯୋଗେନ୍ଦ୍ର କୁମାର ରଥ ସାମ୍ବାଦିକ ମାନଙ୍କୁ ଧମକ ଦେବା ସହ ତାଙ୍କ ଠାରୁ ମୋବାଇଲ୍ ଛଡାଇ ନେ ଈ ଯାଇଥିଲେ l

ପର ମୁହୂର୍ତ୍ତରେ ମୋହନା ତହସିଲଦାର ଉକ୍ତ ଜନସେବା କେନ୍ଦ୍ର ର ମାଲିକ ଠାରୁ ମୋବାଇଲ୍ ଆଣି ସାମ୍ବାଦିକ ମାନଙ୍କୁ ଦେଇଥିଲେ l ହେଲେ ତହସିଲଦାର ଙ୍କ ସମ୍ମୁଖରେ ଜନସେବା କେନ୍ଦ୍ର ର। ମାଲିକ ଗୁଣ୍ଡା ଗର୍ଦି କରିବା ସହ ସାମ୍ବାଦିକ ମାନଙ୍କୁ ଆକ୍ରମଣ କରିବା ଘଟଣା ଘଟିଥିବା ଯୋଗୁଁ ଜନସେବା କେନ୍ଦ୍ର ର ମାଲିକଙ୍କ ବିରୋଧରେ ତହସିଲଦାର ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଗଜପତି ଜିଲ୍ଲା ସାମ୍ବାଦିକ ସଂଘ (ଏସ ୟୁ ଜେ) ତରଫରୁ ଦାବୀ କରାଯାଇଛି l ସଂଘ ର ଜିଲ୍ଲା ସଭାପତି ଗରୁଡ଼ ଧ୍ୱଜ ଚୌଧୁରୀ, ସାଧାରଣ ସମ୍ପାଦକ ତାରିଣୀ ପ୍ରସାଦ ପଣ୍ଡା, ରଶ୍ମୀ ରଞ୍ଜନ ମିଶ୍ର, ଗଣେଶ ରାଜୁ, କୃଷ୍ଣ କୁମାର ବେହେରା, ଶିଶିର ଗୌଡ, ସୁଜିତ ବିଷୋୟୀ, ସୁଜିତ ପ୍ରଧାନ, ସିତାନଥ ପଣ୍ଡା , ପ୍ରଭାତ କୁମାର ପାତ୍ର, ବାଦଲ ବର୍ଦ୍ଧନ, ବୀର କିଶୋର ପଟନାୟକ, ସୋରଜବୀର ପ୍ରମୁଖ ଦାବୀ କରିଛନ୍ତି l ( ରିପୋର୍ଟ – ଗରୁଡା ଧ୍ୱଜ ଚୌଧୁରୀ)

odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail –odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version