ଓଡିଶା ତାଜା ନ୍ୟୁଜ୍ (୧୧ ଜୁନ୍ ଗୁରୁବାର ) ମାଲକାନଗିରି :- ମାଲକାନଗିରି ସଦର ମହକୁମା ପୋଲିସ କ୍ୟାଣ୍ଚିନରେ କାମ କରୁଥିବା ଜଣେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର ସହ ହତ୍ୟା କରାଯାଇଥିବା ପ୍ରଦେଶ କଂଗ୍ରେସ କମିଟି (ପିସିସି) କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି ଅଭିଯୋଗ କରିଛନ୍ତି । ଏହି ଘଟଣାକୁ ପୋଲିସ ଚପାଇଦେବାକୁ ଚକ୍ରାନ୍ତ କରୁଥିବା ସେ ଅଭିଯୋଗ ଆଣିଛନ୍ତି ।
odishatazanews.com, whatsApp – 9938341180,ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail –odishatazanews1@gmail.com