• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ଼ ଜିଲ୍ଲା ରଣପୁର : ଠାକୁର ଅନୁକୂଳ ଚନ୍ଦ୍ର ଙ୍କ 135 ତମ ଜନ୍ମ ବାର୍ଷିକ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
February 7, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ମନୋରଞ୍ଜନ, ହୋମ୍
0
ନୟାଗଡ଼ ଜିଲ୍ଲା ରଣପୁର : ଠାକୁର ଅନୁକୂଳ ଚନ୍ଦ୍ର ଙ୍କ 135 ତମ ଜନ୍ମ ବାର୍ଷିକ ପାଳିତ
Share on FacebookShare on TwitterWhatsapp

୭ ଫେବୃଆରୀ ,ମଙ୍ଗଳବାର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ରଣପୁର :- ନୟାଗଡ଼ ଜିଲ୍ଲା ରଣପୁର ଏନ ଏ ସି ଅନ୍ତର୍ଗତ ହାଟସାହି ସ୍ଥିତ ଆଞ୍ଚଳିକ ସତସଙ୍ଗ ବିହାର ଠାରେ ରବିବାର ମଧ୍ୟାହ୍ନ ରେ ଶ୍ରୀ ଶ୍ରୀ ଠାକୁର ଅନୁକୂଳଚନ୍ଦ୍ର ଙ୍କ 135ତମ ଜନ୍ମ ବାର୍ଷିକ ଉତ୍ସବ ମହାସମାରୋହ ରେ ପାଳିତ ହୋଇଯାଇଛି.ପ୍ରତ୍ବସ ରୁ ଶ୍ରଦ୍ଧାଳୁ ମାନେ ଠାକୁର ଙ୍କୁ ଏକ ସୁସଜିତ ବିମାନ ରେ ଅବସ୍ଥାପିତ କରି ରଣପୁର ବଡଦାଣ୍ଡରେ ନାମସଂକୀର୍ତନ କରି ନଗର ପରିକ୍ରମା କରିଥିଲେ. ପରେ ସତସଙ୍ଗ ବିହାର ଠାରେ ଆଧ୍ୟାତ୍ମିକ ସତସଙ୍ଗ ର ଆୟୋଜନ କରାଯାଇଥିଲା. ଉକ୍ତ ସତସଙ୍ଗ ରେ ଆଞ୍ଚଳିକ ସତସଙ୍ଗ କେନ୍ଦ୍ର ରଣପୁର ର ସହାପ୍ରତି ରୀତିକ ପ୍ରଭାକର ରଥ ଅଧକ୍ଷତା କରିଥିଲେ.ମୁଖ୍ୟ ପ୍ରବଚକ ବୈକୁଣ୍ଠ ପାଇକରାୟ ବାଲୁଙ୍ଗା. ପାରମ୍ଭିକ ସୂଚନା ହିମାଂଶୁ ସାହୁ, ଭଜନ ଗାନ କରିଥିଲେ ଅନୁସୟା ଦେବି, ସୁକାନ୍ତ ରାୟ , ଭାସ୍କର ବେହେରା, ଏକାନ୍ତ ସାହୁ ଜୟ ରାଧେ କରିଥିଲେ ବାବନ ମହାପାତ୍ର ଶେଷରେ ସତ୍ୟବାଦୀ ସ୍ୱାଇଁ ଧୋନି ଦେଇ ସତସଙ୍ଗ ସାଙ୍ଗ କରାଯାଇଥିଲା. ଏହି ଉତ୍ସବ ରେ ବୋଲଗଡ଼, ବାଙ୍କୋଇ, ସୁନାଖଳା, ସରଣକୂଳ, ଓଡଗାଁ, ବାଲୁଙ୍ଗା, ଟାଙ୍ଗୀ, ଚାନ୍ଦପୁର, ନୟାଗଡ଼, ହରିପୁର, ସିକୋ ଆଦି ଅଞ୍ଚଳ ରୁ ଶତାଧିକ ଶ୍ରଦ୍ଧାଳୁ ମାନେ ଯୋଗଦେଇଥିଲେ. ବହୁ ଦୀକ୍ଷା ର ଆୟୋଜନ ମଧ୍ୟ କରାଯାଇଥିଲା.ଏହି କାର୍ଯ୍ୟକର୍ମ କୁ ରଣପୁର ଆଞ୍ଚଳିକ ସତସଙ୍ଗ କେନ୍ଦ୍ର ର ସମସ୍ତ ଗୁରୁଭାଇ ସାହାଯ୍ୟ ସହଯୋଗ କରିଥିଲେ.

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

June 20, 2026
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version