• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଯୁବା ସଂଗମ ଅମୃତ କାଳରେ ଭାରତର ଭାବନାକୁ ଦୃଢୀଭୂତ କରିବ – ଧର୍ମେନ୍ଦ୍ର ପ୍ରଧାନ

Proprietor Abhimanyu Maharana by Proprietor Abhimanyu Maharana
February 8, 2023
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ଯୁବା ସଂଗମ ଅମୃତ କାଳରେ ଭାରତର ଭାବନାକୁ ଦୃଢୀଭୂତ କରିବ – ଧର୍ମେନ୍ଦ୍ର ପ୍ରଧାନ
Share on FacebookShare on TwitterWhatsapp

‘ଯୁବା ସଂଗମ’ ପୋର୍ଟାଲର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

• ଉତ୍ତର-ପୂର୍ବ ଏବଂ ଭାରତର ଅନ୍ୟାନ୍ୟ ଅଞ୍ଚଳ ମଧ୍ୟରେ ସମ୍ପର୍କ ସୁଦୃଢ଼ କରିବ ‘ଯୁବା ସଂଗମ’

• ଯୁବପିଢିଙ୍କ ମଧ୍ୟରେ ଜ୍ଞାନର ଆଦାନପ୍ରଦାନ ଦ୍ୱାରା ସୁଯୋଗ ଓ ସମ୍ଭାବନା ଉତ୍ପନ୍ନ ହେବ

୮ ଫେବୃଆରୀ, ବୁଧବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ନୂଆଦିଲ୍ଲୀ/ଭୁବନେଶ୍ୱର :– ଉତ୍ତର-ପୂର୍ବ ଏବଂ ଭାରତର ଅନ୍ୟାନ୍ୟ ଅଞ୍ଚଳ ମଧ୍ୟରେ ସମ୍ପର୍କକୁ ସୁଦୃଢ଼ କରିବା ଦିଗରେ ‘ଯୁବା ସଂଗମ’ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଅନନ୍ୟ ପଦକ୍ଷେପ । ‘ଯୁବା ସଂଗମ’ ଭଳି ଅଭିନବ ପଦକ୍ଷେପ ଅମୃତ କାଳରେ ‘ଭାରତର ଭାବନା’କୁ ଦୃଢୀଭୂତ କରିବ ବୋଲି ସୋମବାର ନୂଆଦିଲ୍ଲୀ ଠାରେ ଏହି ପୋର୍ଟାଲର ଶୁଭାରମ୍ଭ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ କହିଛନ୍ତି ଯେ ଏକ ଭାରତ, ଶ୍ରେଷ୍ଠ ଭାରତ ବିଚାର ଆଧାରରେ ଯୁବା ସଂଗମ ଲୋକଙ୍କ ମଧ୍ୟରେ ସମ୍ପର୍କକୁ ମଜଭୂତ କରିବ । ଉତ୍ତର-ପୂର୍ବ ରାଜ୍ୟ ସମୂହର ଗୌରବମୟ ସଂସ୍କୃତିର ପ୍ରଚାର ପ୍ରସାର କରିବ ଏବଂ ବିଶେଷ ଭାବରେ ଯୁବପିଢିଙ୍କ ମଧ୍ୟରେ ଜ୍ଞାନର ଆଦାନପ୍ରଦାନ ଦ୍ୱାରା ଅନେକ ସୁଯୋଗ ଓ ସମ୍ଭାବନା ଉତ୍ପନ୍ନ ହେବ ।

ଯୁବା ସଂଗମ ଦେଶର ବିବିଧତାକୁ ପାଳନ କରିବାର ଏକ ଅବସର । ଏହା ସମସ୍ତଙ୍କୁ ଏକତା ସୂତ୍ରରେ ବାନ୍ଧିବ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କଳ୍ପନା କରାଯାଇଥିବା ଭାରତର ଗଣତାନ୍ତ୍ରିକ ଶକ୍ତି ପ୍ରଦର୍ଶନ କରିବ । ଉତ୍ତର-ପୂର୍ବାଞ୍ଚଳର ସଂସ୍କୃତି ସହ ଯୋଡି ହେବା ପାଇଁ ଯୁବା ସଂଗମ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା କଳ୍ପନା କରାଯାଇଛି । ପର୍ଯ୍ୟଟନ, ପରମ୍ପରା, ପ୍ରଗତି, ଉଦ୍ୟୋଗିକୀ, ପାରସ୍ପରିକ ସମ୍ପର୍କ ସ୍ତମ୍ଭ ଆଧାରରେ ଏକତାର ଭାବନାକୁ ପାଳନ କରିବା ସହ ଦେଶର ଚିତ୍ରଣକୁ ପ୍ରଦର୍ଶନ କରିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରୀ କିରେନ ରିଜିଜୁ, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ଅନୁରାଗ ଠାକୁର, କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି. କିଷାନ ରେଡ୍ଡୀ, ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ଡ. ସୁବାଷ ସରକାର ଓ ଡ. ରାଜକୁମାର ରଞ୍ଜନ ସିଂହ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version