• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅନୁଗୁଳ

ଓଡିଶାର ୮ଟି ସହରରେ ଉପଲବ୍ଧ ହେଲା ଏୟାରଟେଲ୍ ୫ଜି ପ୍ଲସ୍ ସେବା

Proprietor Abhimanyu Maharana by Proprietor Abhimanyu Maharana
February 9, 2023
in ଅନୁଗୁଳ, ଓଡ଼ିଶା, ଗଞ୍ଜାମ, ବାଣିଜ୍ୟ, ବାଲେଶ୍ଵର, ମହାନଗର, ସମ୍ବଲପୁର, ହୋମ୍
0
ଓଡିଶାର ୮ଟି ସହରରେ ଉପଲବ୍ଧ ହେଲା ଏୟାରଟେଲ୍ ୫ଜି ପ୍ଲସ୍ ସେବା
Share on FacebookShare on TwitterWhatsapp

ଏୟାରଟେଲ୍ ପକ୍ଷରୁ ଓଡିଶାର ଅନୁଗୁଳ, ସମ୍ବଲପୁର, ବ୍ରହ୍ମପୁର ଓ ବାଲେଶ୍ୱର ସହରରେ ଏହାର ଅତ୍ୟାଧୁନିକ ୫ଜି ସେବାର ଶୁଭାରମ୍ଭ ଘୋଷଣା କରାଯାଇଛି ।

୮ ଫେବୃଆରୀ, ବୁଧବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ଏୟାରଟେଲ୍ ପକ୍ଷରୁ ଓଡିଶାର ଅନୁଗୁଳ, ସମ୍ବଲପୁର, ବ୍ରହ୍ମପୁର ଓ ବାଲେଶ୍ୱର ସହରରେ ଏହାର ଅତ୍ୟାଧୁନିକ ୫ଜି ସେବାର ଶୁଭାରମ୍ଭ ଘୋଷଣା କରାଯାଇଛି । ଏୟାରଟେଲ୍‌ର ୫ଜି ସେବାଗୁଡିକ ପୂର୍ବରୁ ଭୁବନେଶ୍ୱର, କଟକ, ରାଉରକେଲା ଓ ପୁରୀରେ ଉପଲବ୍ଧ ହୋଇଥିଲା । କମ୍ପାନୀ ଏହାର ନେଟ୍‌ୱର୍କ ନିର୍ମାଣ ଓ ରୋଲ୍‌-ଆଉଟ୍ ଶେଷ କରିବା କାର୍ଯ୍ୟ ଜାରି ରଖିଥିବାରୁ ଏୟାରଟେଲ୍ ୫ଜି ପ୍ଲସ୍ ସେବା ଗ୍ରାହକଙ୍କ ପାଇଁ ପର୍ଯ୍ୟୟାୟକ୍ରମେ ଉପଲବ୍ଧ ହେବ । ୫ଜି ସକ୍ଷମ ଡିଭାଇସ୍ ଥିବା ଗ୍ରାହକମାନେ ରୋଲ୍‌-ଆଉଟ୍ ଅଧିକ ବ୍ୟାପକ ହେବା ପର‌୍ୟ୍ୟନ୍ତ ବିନା କୌଣସି ଅତିରିକ୍ତ ଶୁଳ୍କରେ ହାଇସ୍ପିଡ୍ ଏୟାରଟେଲ୍ ୫ଜି ପ୍ଲସ୍ ନେଟ୍‌ୱର୍କ ଉପଭୋଗ କରିପାରିବେ । ଏଥିପାଇଁ ସିମ୍ ବଦଳାଇବାର କୌଣସି ଆବଶ୍ୟକତା ନାହିଁ ।

ଏହି ଶୁଭାରମ୍ଭ ଅବସରରେ ଭାରତୀ ଏୟାରଟେଲ୍‌ର ଓଡିଶା, ବିହାର ଓ ଝାଡଖଣ୍ଡ ସିଇଓ ଶ୍ରୀ ଅନୁପମ ଅରୋରା କହିଛନ୍ତି, ‘ମୁଁ ଭୁବନେଶ୍ୱର, କଟକ, ରାଉରକେଲା ଓ ପୁରୀ ବ୍ୟତୀତ ଅନୁଗୁଳ, ସମ୍ବଲପୁର, ବ୍ରହ୍ମପୁର ଓ ବାଲେଶ୍ୱରରେ ଏୟାରଟେଲ୍ ୫ଜି ପ୍ଲସ୍ ସେବାର ଶୁଭାରମ୍ଭ ଘୋଷଣା କରି ଉତ୍ସାହିତ । ଏହି ସହରଗୁଡିକର ଏୟାରଟେଲ୍ ଗ୍ରାହକମାନେ ଏବେ ଅଲ୍‌ଟ୍ରାଫାଷ୍ଟ୍ ନେଟ୍‌ୱର୍କର ଅନୁଭୂତି ପାଇପାରିବେ ଏବଂ ବର୍ତମାନର ୪ଜି ସ୍ପିଡ୍ ତୁଳନାରେ ୨୦ରୁ ୩୦ ଗୁଣ ପର‌୍ୟ୍ୟନ୍ତ ଅଧିକ ଦ୍ରୁତ ସ୍ପିଡ୍ ଉପଭୋଗ କରିପାରିବେ । ଆମେ ସମଗ୍ର ସହରଗୁଡିକରେ ୫ଜି ସେବା ଉପଲବ୍ଧ କରିବା ପାଇଁ ପ୍ରକ୍ରିୟା ଜାରି ରଖିଛୁ ଯାହା ଗ୍ରାହକଙ୍କୁ ହାଇ-ଡେଫିନିଶନ ଭିଡିଓ ଷ୍ଟ୍ରିମିଂ, ଗେମିଙ୍ଗ୍‌, ମଲ୍ଟିପୁଲ ଚାଟିଙ୍ଗ୍‌, ଫଟୋ ଓ ଭିଡିଓର ଇନ୍‌ଷ୍ଟାଂଟ୍ ଅପ୍‌ଲୋଡିଂ ପାଇଁ ସୁପର୍‌ଫାଷ୍ଟ ଆକ୍‌ସେ୍‌କୁ ଉପଭୋଗ କରିବାକୁ ଅନୁମତି ଦେବ ।’

ଏୟାରଟେଲ୍ ୫ଜି ପ୍ଲସ୍ ଏୟାରଟେଲ୍ ପ୍ରଦାନ କରୁଥିବା ସେବାଗୁଡିକର ସମଗ୍ର ପୋର୍ଟଫୋଲିଓକୁ ସୁଦୃଢ କରିବ । ଏହି ଶୁଭାରମ୍ଭ ସହିତ ଭାରତ ଅର୍ଥନୈତିକ ଅଭିବୃଦ୍ଧିରେ ଏକ ପ୍ରୋତ୍ସାହନ ପାଇବ କାରଣ ଏୟାରଟେଲ୍ ୫ଜି ପ୍ଲସ୍ ଦେଶର ଶିକ୍ଷା, ସ୍ୱାସ୍ଥ୍ୟସେବା, ନିର୍ମାଣ, କୃଷି, ଯାତାୟତ ଓ ପରିବହନ କ୍ଷେତ୍ରରେ ବିପ୍ଳବ ସୃଷ୍ଟି କରିଛି । ଗତ ଏକ ବର୍ଷ ମଧ୍ୟରେ ଏୟାରଟେଲ୍ ଏକାଧିକ ଶକ୍ତିଶାଳୀ କ୍ଷେତ୍ରରେ ୫ଜିର ଶକ୍ତିକୁ ପ୍ରଦର୍ଶିତ କରିଛି ଯାହା ଗ୍ରାହକଙ୍କ ବଂଚିବା ଓ ବ୍ୟବସାୟ କରିବା ଶୈଳୀକୁ ପରିବର୍ତନ କରିବ । ହାଇଦ୍ରାବାଦରେ ଭାରତର ପ୍ରଥମ ଲାଇଭ୍ ୫ଜି ନେଟ୍‌ୱର୍କଠାରୁ ଆରମ୍ଭ କରି ବେଙ୍ଗାଲୁରୁରେ ବୋଶ୍ ପ୍ଲାଂଟ୍‌ରେ ଭାରତର ପ୍ରଥମ ଘରୋଇ ୫ଜି ନେଟ୍‌ୱର୍କ, ଏହାର ଚକନ ମାନୁଫ୍ୟାକ୍‌ଚରିଙ୍ଗ୍ ୟୁନିଟ୍ ପାଇଁ ମହିନ୍ଦ୍ରା ଆଣ୍ଡ୍ ମହିନ୍ଦ୍ରା ସହ ସହଭାଗିତା, ଭାରତର ପ୍ରଥମ ୫ଜି ସକ୍ଷମ ଅଟୋ ମାନୁଫ୍ୟାକ୍‌ଚରିଂ ୟୁନିଟ୍ ପର‌୍ୟ୍ୟନ୍ତ ଏୟାରଟେଲ୍ ୫ଜି ଉଦ୍ଭାବନର ଆଗଧାଡିରେ ରହିଆସିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

March 5, 2026
୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

March 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version