• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରମ୍ଭିଳାରେ ଭକ୍ତିମୟ ପରିବେଶ : ପୋଖରୀ ମଝିରୁ ମିଳିଲା ପ୍ରାଚୀନ ପୂର୍ଣ୍ଣାଙ୍ଗ କୃଷ୍ଣ ମୂର୍ତ୍ତି

Proprietor Abhimanyu Maharana by Proprietor Abhimanyu Maharana
February 10, 2023
in ଓଡ଼ିଶା, ଭଦ୍ରକ, ହୋମ୍
0
ରମ୍ଭିଳାରେ ଭକ୍ତିମୟ ପରିବେଶ : ପୋଖରୀ ମଝିରୁ ମିଳିଲା ପ୍ରାଚୀନ ପୂର୍ଣ୍ଣାଙ୍ଗ କୃଷ୍ଣ ମୂର୍ତ୍ତି
Share on FacebookShare on TwitterWhatsapp

୧୦ ଫେବୃଆରୀ, ଶୁକ୍ରବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭଦ୍ରକ :- ପୋଖରୀ ଖୋଳିବା ସମୟରେ ମାଟି ତଳୁ ବାହାରିଲା ପୂର୍ଣ୍ଣାଙ୍ଗ କୃଷ୍ଣ ମୂର୍ତ୍ତି । ଏହାକୁ ଦେଖି ଗାଁରେ ଏକ ପ୍ରକାର ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି । ଶଙ୍ଖ ହୁଳହୁଳିରେ ଫାଟି ପଡୁଛି ଗ୍ରାମ । ଛୁଟୁଛି ଲୋକଙ୍କ ଗହଳି । ଭଦ୍ରକ ଜିଲ୍ଲାର ଭଦ୍ରକ ବ୍ଳକ ଅଧିନ ରମ୍ଭିଳା ଗ୍ରାମରେ ସୃଷ୍ଟି ହୋଇଛି ଭକ୍ତିମୟ ପରିବେଶ ।ରମ୍ଭିଳା ଗ୍ରାମରେ ଥିବା ଶହ ଶହ ବର୍ଷ ତଳର ପୋଖରୀରୁ ବାହାରିଛି ବହୁ ପ୍ରାଚୀନ ପୂର୍ଣ୍ଣାଙ୍ଗ କୃଷ୍ଣଙ୍କ ମୂର୍ତ୍ତି ଓ ମନ୍ଦିର ଚୂଲି । ମୂର୍ତ୍ତି ମିଳିବା ଖବର ପ୍ରଘଟ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଏକ ଭକ୍ତିମୟ ପରିବେଶ ସୃଷ୍ଟି ହେବା ଏହା ପାଖ ଅଞ୍ଚଳରୁ ଲୋକମାନେ ଆସି ଦର୍ଶନ କରୁଛନ୍ତି ।ଅମୃତ ସରୋବର ଯୋଜନାରେ ସୌନ୍ଦର୍ଯ୍ୟକରଣ ପାଇଁ ପୋଖରୀ ଖୋଳାଯିବା ସମୟରେ ମୂର୍ତ୍ତିଟି ମିଳିଥିଲା । ତେବେ ସ୍ଥାନୀୟ ବୁଦ୍ଧିଜୀବୀଙ୍କ ମତରେ ସେହି ପୋଖରୀରେ ଶହ ଶହ ବର୍ଷ ପୂର୍ବେ ମନ୍ଦିର ଥିବା ନେଇ ଶୁଣିଥିଲେ ହେଲେ ଏବେ ଦେଖିବାକୁ ପାଇଲେ । ପୋଖରୀରୁ ମୂର୍ତ୍ତି ମିଳିବା ପରେ ସ୍ଥାନୀୟ ଲୋକମାନେ ସରକାରଙ୍କୁ ପ୍ରତ୍ନତତ୍ତ୍ୱ ବିଭାଗ ତରଫରୁ ଅଧିକ ଖୋଜା ଖୋଜି କରିବାକୁ ଦାବି କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

AM/NS India Leads Capability Building with BITS Pilani, Celebrates Graduation of First MBA Batch in Manufacturing Management

June 11, 2026
AM/NS India and IIT Roorkee Sign Strategic MoU to Advance Education, Research and Innovation in Manufacturing and Steel Technologies

ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

How communities in Odisha and Andhra Pradesh are showing the way on Landscape Restoration

June 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

AM/NS India Leads Capability Building with BITS Pilani, Celebrates Graduation of First MBA Batch in Manufacturing Management

AM/NS India Leads Capability Building with BITS Pilani, Celebrates Graduation of First MBA Batch in Manufacturing Management

June 11, 2026
AM/NS India and IIT Roorkee Sign Strategic MoU to Advance Education, Research and Innovation in Manufacturing and Steel Technologies

AM/NS India and IIT Roorkee Sign Strategic MoU to Advance Education, Research and Innovation in Manufacturing and Steel Technologies

June 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version