• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଦଶମ ସନ୍ଧ୍ୟା ଓଡ଼ିଶାର ଲୋକପି୍ରୟ ଲୋକସଂସ୍କୃତି ଉପରେ ଆଧାରିତ ଥିଲା

Proprietor Abhimanyu Maharana by Proprietor Abhimanyu Maharana
February 10, 2023
in ଓଡ଼ିଶା, ଖୋର୍ଦ୍ଧା, ମନୋରଞ୍ଜନ, ମହାନଗର, ହୋମ୍
0
ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଦଶମ ସନ୍ଧ୍ୟା ଓଡ଼ିଶାର ଲୋକପି୍ରୟ ଲୋକସଂସ୍କୃତି ଉପରେ ଆଧାରିତ ଥିଲା
Share on FacebookShare on TwitterWhatsapp

୧୦ ଫେବୃଆରୀ, ଶୁକ୍ରବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଆୟୋଜିତ ସପ୍ତଦଶ ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଦଶମ ସଂଧ୍ୟାରେ ବରେଣ୍ୟ ଅତିଥି ଭାବରେ ଓଡ଼ିଶା ହାଇକୋର୍ଟ, କଟକର ମାନ୍ୟବର ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ ଏବଂ ବିଶିଷ୍ଟ କବୟିତ୍ରୀ ଓ ଲେଖିକା ଶ୍ରୀମତୀ ଅଭି«ା ଦାସ ଯୋଗଦେଇ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ପାଦପଦ୍ମରେ ପୁଷ୍ପଗୁଚ୍ଛ ଅର୍ପଣ କରି ପ୍ରଦୀପ ପ୍ରଜ୍ୱଳନ କରିବା ସହିତ ରୁଦ୍ରାକ୍ଷ ବୃକ୍ଷରେ ଜଳାର୍ପଣ କରି ସାଂସ୍କୃତିକ ସଂଧ୍ୟାର ଶୁଭାରମ୍ଭ କରିଥିଲେ । ମଞ୍ଚରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ ଶ୍ରୀଯୁକ୍ତ ଶ୍ରୀକାନ୍ତ ପୃଷ୍ଟି ଏବଂ ହସ୍ତଶିଳ୍ପ ନିର୍ଦ୍ଦେଶକ ଶ୍ରୀଯୁକ୍ତ ଶ୍ୟାମଭକ୍ତ ମିଶ୍ର ଉପସ୍ଥିତ ରହି ବରେଣ୍ୟ ଅତିଥିଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ମାନିତ କରିଥିଲେ । ଆଜିର ସାଂସ୍କୃତିକ ସନ୍ଧ୍ୟା ପଶ୍ଚିମ ଓଡ଼ିଶାର ଲୋକପ୍ରିୟ ଲୋକସଂସ୍କୃତି ପାଇଁ ସମର୍ପିତ ଥିଲା । ଦର୍ଶକ ତଥା ପରିଦର୍ଶକମାନଙ୍କୁ ଏହା ଓଡ଼ିଶାର କଳା, ସଂସ୍କୃତି ତଥା ଜୀବନଶୈଳୀ ସହ ପରିଚିତ କରାଇଥିଲା । ଢାପ ପୁଆଁରୀ କଳାକେନ୍ଦ୍ର, ଟିଟିଲାଗଡର କଳାକାରବୃନ୍ଦ ରସରକେଲୀ ନୃତ୍ୟର ତାଳେ ତାଳେ ଦର୍ଶକଙ୍କ ମନ ମୋହିଲାବେଳେ କଳାଜୀବୀ, ବରଗଡ଼ ଏବଂ କୋଶଳ ଫୋକ୍‌ ଏକାଡେମୀ, ବଲାଙ୍ଗୀରର ନୃତ୍ୟଶିଳ୍ପୀମାନେ ଡାଲଖାଇର ତାଳେ ତାଳେ ପରିଦର୍ଶକମାନଙ୍କର ମନୋରଞ୍ଜନ କରିଥିଲେ । ସୁନାମଧନ୍ୟ ଗାୟିକା ପଦ୍ମିନୀ ଡୋରା ଓ ତାଙ୍କର ସାଥି କଳାକାରମାନେ ଆଜିର ସମ୍ବଲପୁରୀ ସଙ୍ଗୀତର ସନ୍ଧ୍ୟାର ଆସରକୁ ଜମାଇଥିଲେ । ଆଜି ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଦଶମ ସଂଧ୍ୟାରେ ପ୍ରବଳ ଜନ ସମାଗମ ହୋଇଥିଲା । ଦର୍ଶକମାନେ ହସ୍ତଶିଳ୍ପ ଏବଂ ହସ୍ତତନ୍ତର ବିଭିନ୍ନ ଷ୍ଟଲରେ ବୁଲି ବିଭିନ୍ନ ସାମଗ୍ରୀ କିଣିବା ସହ ସାଂସ୍କୃତିକ କାର୍ଯକ୍ରମର ମଜା ଉଠାଇଥିଲେ । ସବୁଦିନ ଭଳି ଆଜି ବି ଫୁଡ କୋର୍ଟରେ ବହୁି ଗହଳି ପରିଲକ୍ଷିତ ହୋଇଥିଲା । ପରିଦର୍ଶକମାନେ ରାଜ୍ୟ ତଥା ରାଜ୍ୟ ବାହାରର ବିଭିନ୍ନ ସୁସ୍ୱାଦୁ ତଥା ପାରମ୍ପରିକ ଖାଦ୍ୟର ବ୍ୟଞ୍ଜନ ମନଭରି ଉପଭୋଗ କରୁଥିଲେ । ଛୋଟ ପିଲାମାନେ କିଡ୍ସ ପ୍ଲେ ଜୋନରେ ବିଭିନ୍ନ ପ୍ରକାରର ଦୋଳି ଖେଳି ଆନନ୍ଦ ଲାଭ କରିଥିଲେ । ଏହି ମେଳା ପ୍ରତ୍ୟହ ଦିବା ୨.୩୦ ଘଟିକା ଠାରୁ ରାତ୍ର ୯.୩୦ ଘଟିକା ପର୍ଯ୍ୟନ୍ତ ଖୋଲା ରହୁଛି ଓ ଏହା ଫେବୃୟାରୀ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

June 20, 2026
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version