• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଠିକାଦାର ଓ ଯନ୍ତ୍ରୀ ଙ୍କର ମଧୁ ଚନ୍ଦ୍ରିକାରେ ନିର୍ମାଣ ହେଉଛି ଗ୍ରାମ୍ୟ ଉନ୍ନୟନ ବିଭାଗର ସଡ଼କ କାର୍ଯ୍ୟ

Proprietor Abhimanyu Maharana by Proprietor Abhimanyu Maharana
February 11, 2023
in ଅପରାଧ, ଓଡ଼ିଶା, ନୟାଗଡ଼ ନିଉଜ୍, ମହାନଗର, ହୋମ୍
0
ଠିକାଦାର ଓ ଯନ୍ତ୍ରୀ ଙ୍କର ମଧୁ ଚନ୍ଦ୍ରିକାରେ ନିର୍ମାଣ ହେଉଛି ଗ୍ରାମ୍ୟ ଉନ୍ନୟନ ବିଭାଗର ସଡ଼କ କାର୍ଯ୍ୟ
Share on FacebookShare on TwitterWhatsapp

ତାଳିପକା ପିଚୁ ରାସ୍ତା କାର୍ଯ୍ୟ କୁ ଗ୍ରାମବାସୀ ଙ୍କ ବିରୋଧ । ଯନ୍ତ୍ରୀ ଙ୍କ ଅନୁପସ୍ଥିତରେ ଚାଲିଛି ନିମ୍ନ ମାନର ରାସ୍ତା ନିର୍ମାଣ କାର୍ଯ୍ୟ..

୧୦ ଫେବୃଆରୀ, ଶୁକ୍ରବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ରାଜ୍ୟ ଓ କେନ୍ଦ୍ର ସରକାର ଗ୍ରାମାଞ୍ଚଳରେ ଗମନାଗମନ ସୁବିଧା ସହ ଗାଁ କୁ ଗାଁ ଯୋଡିବା ଲକ୍ଷ୍ୟ ରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା ମାଧ୍ୟମରେ କାର୍ଯ୍ୟ ଆରମ୍ଭ କରିଛନ୍ତି | ହେଲେ ଏହାର ଦାୟିତ୍ୱ ଗ୍ରାମ ଉନ୍ନୟନ (R D) ବିଭାଗ ହାତରେ ଥିବା ବେଳେ ବିଭାଗୀୟ ଯନ୍ତ୍ରୀ ଙ୍କ ଅନୁପସ୍ଥିତ ରେ ତାଳିପକା ପିଚୁ କାର୍ଯ୍ୟ କୁ ଗ୍ରାମବାସୀ ବିରୋଧ କରିଛନ୍ତି । ତେବେ ଠିକାଦାର ଶୁଣୁ ନଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ । ଏଭଳି ଅଭିଯୋଗ ଆସିଛି ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ଦୁରୁଦୁରା ପଂଚାୟତର ଡିମ୍ବିରିଝରୀ ଠାରୁ ବନମାଳୀ ପୁରୁ ପାଞ୍ଚ କିଲୋମିଟର ରାସ୍ତା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି ଏବେ ଜଙ୍ଗଲିଆ ରାସ୍ତା ର ସୁଯୋଗ ନେଇ ବିନା ଯନ୍ତ୍ରୀ ରେ ଲେବୁଲ ନ କରି ଛିଞ୍ଚି ଦେଉଛନ୍ତି ପିଚୁ ଗ୍ରାମସଭାପତି ,କାଳଧୀ ନାୟକ, ହରିବନ୍ଧୁ ଷଡ଼ଙ୍ଗୀ ଯୁଧୀଷ୍ଟିର ନାୟକ, ପବିତ୍ର ପ୍ରଧାନ, ପ୍ରମୁଖ ଅଭିଯୋଗ କଲେ ମଧ୍ୟ ଠିକାଦାର କିମ୍ବା ବିଭାଗୀୟ ଯନ୍ତ୍ରୀ ଶୁଣୁନାହାନ୍ତି । ଖାଲି ଏତିକି ନୁହେଁ କୋଟି କୋଟି ଟଙ୍କାର ଘୋଟାଲା କରି କାମ ରେ ଖିଲାପ କରୁଥିବା ବେଳେ ଅତି ନିମ୍ନ ମାନର କାର୍ଯ୍ୟ ପାଇଁ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏହି ରାସ୍ତା ରେ ମାଳିସର ଠାରୁ ଭାଟସାହି ପ୍ରାୟ (୧୦) ରୁ ଉର୍ଦ୍ଧ୍ବ ଗାଁ ଲୋକେ ବସ ବାସ କରୁଥିବା ବେଳେ ପ୍ରତ୍ୟେକ ଦିନ ହଜାର ହଜାର ଲୋକ ଏହି ରାସ୍ତା ଉପରେ ନିର୍ଭର କରିଥାନ୍ତି । ତେବେ ଏଠି ସାଧାରଣ ଜନତା ଙ୍କ ପାଇଁ ରାସ୍ତା ଟି ନିର୍ମାଣ ହେଉଥିଲେ ମଧ୍ୟ ସାଧାରଣ ଜନତା ଙ୍କ ଅଭିଯୋଗ କୁ କର୍ଣ୍ଣପାତ ନ କରିବା କଣ ହେଇପାରେ ? ଏଥିପ୍ରତି ଜିଲ୍ଲା ପ୍ରଶାସନ ଦୃଷ୍ଟି ଦେବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version