ସମିତି ସଭ୍ୟା ଶ୍ରଦ୍ଧାଞ୍ଜଳୀ ସାସମଲ ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟର ପାଠ୍ୟକ୍ରମ ଓ ସହ ପାଠ୍ୟକ୍ରମ କାର୍ଯ୍ୟକ୍ରମ ରେ ଛାତ୍ର ଛାତ୍ରୀ ସ୍ଵତଃସ୍ପୃତ ଭାବେ ଅଂଶ ଗ୍ରହଣ କରିବା ନିହାତି ଆବଶ୍ୟକ ବୋଲି କହିଥିଲେ । ଏହି କାର୍ଯ୍ୟକ୍ରମ ରେ କ୍ରୀଡା ସହିତ ରଚନା, ତର୍କ ଆଦି ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ପ୍ରଥମ ଏବଂ ଦ୍ଵିତୀୟ ବର୍ଷ ର ଛାତ୍ର ଛାତ୍ରୀ ମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ । ଇତିହାସ ଅଧ୍ୟାପକ ରମେଶ ଚନ୍ଦ୍ର ନାୟକ ଧନ୍ୟବାଦ୍ ଅର୍ପଣ କରିଥିବା ବେଳେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ସମସ୍ତ ଅଧ୍ୟାପକ ,ଅଧ୍ୟାପିକା ,କର୍ମଚାରୀ ସହଯୋଗ କରିଥିଲେ ।

© 2023 Odisha Taza News.