• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡିଶା ଆଦର୍ଶ ବିଦ୍ୟାଳୟ ର ପ୍ରଥମ ବାର୍ଷିକଉତ୍ସବ

Proprietor Abhimanyu Maharana by Proprietor Abhimanyu Maharana
February 11, 2023
in ଓଡ଼ିଶା, ଢେଙ୍କାନାଳ, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଓଡିଶା ଆଦର୍ଶ ବିଦ୍ୟାଳୟ ର ପ୍ରଥମ ବାର୍ଷିକଉତ୍ସବ
Share on FacebookShare on TwitterWhatsapp

ନିଜ ଉପରେ ଭରସା ଓ ଦୃଢ ଆତ୍ମ ବିଶ୍ୱାସ ରଖିଲେ ସଫଳତା ମିଳିବ : ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଆଦର୍ଶ ବିଦ୍ୟାଳୟର ପ୍ରତ୍ୟେକ ଛାତ୍ରଛାତ୍ରୀ ଭବିଷ୍ୟତରେ ଆଦର୍ଶ ନାଗରିକ ହେବାକୁ ମହେଶ ଙ୍କ ଆହ୍ୱାନ

୧୧ ଫେବୃଆରୀ,ଶନିବାର ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନ :- ଭୁବନ ବ୍ଲକ ଅନ୍ତର୍ଗତ ପୁରୁଷୋତମପୁର ଗ୍ରାମ ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ର ପ୍ରଥମ ବାର୍ଷିକୋତ୍ସବ ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ପାତ୍ର ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ବିଧାୟକ ତଥା ରାଜ୍ୟ ଖଣି ଇସ୍ପାତ ଓ ପୂର୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସବୁବେଳେ ସକରାତ୍ମକ ଚିନ୍ତାଧାରା /ଭାବନା ସହିତ ଦୃଢଅ। ତ୍ମ ବିଶ୍ୱାସ ଓ ନିଜ ଉପରେ ଭରସା ରଖିଲେ ସଫଳତା ନିଶ୍ଚୟ ମିଳିବ ବୋଲି ମତବ୍ୟକ୍ତ କରିଥିଲେ । ଢେଙ୍କାନାଳ ସାଂସଦ ମହେଶ ସାହୁ ମୁଖ୍ୟବକ୍ତା ଭାବେ ଯୋଗଦେଇ ଆଦର୍ଶ ବିଦ୍ୟାଳୟର ପ୍ରତ୍ୟେକ ଛାତ୍ରଛାତ୍ରୀ ଭବିଷ୍ୟତରେ ଜଣେ ଜଣେ ଆଦର୍ଶ ନାଗରିକ ହେବାକୁ ପରାମର୍ଶ ଦେଇଥିଲେ ।ସମ୍ମାନୀତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସିପ୍ରା ବରାଳ , ଭୁବନ ନଗରପାଳ ଶୁଭେନ୍ଦୁ କୁମାର ସାହୁ , ଓଡିଶା ଆଦର୍ଶ ବିଦ୍ୟାଳୟ ନୋଡାଲ ପ୍ରିନସପାଲ ,ଢେଙ୍କାନାଳ ପ୍ରଫୁଲ୍ଲ କୁମାର ମହାନ୍ତି , ଗୋବର୍ଦ୍ଧନ ପୀଠ ମହାସଚିବ ପଣ୍ଡିତ ମାତୃ ପ୍ରସାଦ ମିଶ୍ର ଯୋଗଦେଇଥିଲେ । ବିଭିନ୍ନ ବିଭାଗରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ।ତିଥି ଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଶିକ୍ଷୟିତ୍ରୀ ଶ୍ରୀମତୀ ରୀତାଞ୍ଜଳି ସାହୁ ବାର୍ଷିକ ବିବରଣୀ ମାଧ୍ୟମରେ ବିଦ୍ୟାଳୟର ସଫଳତା ଓ ଅଭାବ ,ଅସୁବିଧା ସଂପର୍କରେ ଅତିଥି ଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଶିକ୍ଷୟିତ୍ରୀ ଶ୍ରୀମତୀ ଶିବାନୀ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । ଶିକ୍ଷକ ଦେବ ପ୍ରସାଦ ସେନ , ପ୍ରଦୀପ୍ତ କୁମାର ବେହେରା ସକ୍ରିୟ ଅଂଶଗ୍ରହଣ କରିଥିଲେ । ପ୍ରଥମ ବାର୍ଷିକ ଉତ୍ସବରେ ସମସ୍ତ ଛାତ୍ରଛାତ୍ରୀ ଓ ଅଭିଭାବକ ଯୋଗଦେଇ କାର୍ଯ୍ୟକ୍ରମକୁ ସରସସୁନ୍ଦର କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026
Delay in water supply in Pune : Water to taps only between 1 and 2 pm

Delay in water supply in Pune : Water to taps only between 1 and 2 pm

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version