• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦୁର୍ଘଟଣାଗ୍ରସ୍ତ କାର୍‌ ଉପରେ ଚଢ଼ିଗଲା ଆଉ ଏକ ଦ୍ରୁତଗାମୀ ଗାଡ଼ି : ଜଣେ ମୃତ – ଅନ୍ୟ ଜଣେ ଗୁରୁତର

Proprietor Abhimanyu Maharana by Proprietor Abhimanyu Maharana
February 11, 2023
in ଓଡ଼ିଶା, କନ୍ଧମାଳ, ହୋମ୍
0
ଦୁର୍ଘଟଣାଗ୍ରସ୍ତ କାର୍‌ ଉପରେ ଚଢ଼ିଗଲା ଆଉ ଏକ ଦ୍ରୁତଗାମୀ ଗାଡ଼ି : ଜଣେ ମୃତ – ଅନ୍ୟ ଜଣେ ଗୁରୁତର
Share on FacebookShare on TwitterWhatsapp

୧୧ ଫେବୃଆରୀ,ଶନିବାର ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ. ନୂଆଗାଁ ବ୍ଲକର ସାରଙ୍ଗଡ଼-କ.ନୂଆଗାଁ ମୁଖ୍ୟ ସଡ଼କର ଡାମେରିକିଆ ବୁଲାଣିରେ ଶୁକ୍ରବାର ରାତି ଗୋଟିଏ ସ୍ଥାନରେ ଦୁଇ ଦୁଇଟି କାର ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତ ବ୍ୟକ୍ତି ହେଲେ ପ୍ରକାଶ ମନ୍ଦାର । ସୂଚନା ଅନୁସାରେ ଶୁକ୍ରବାର ରାତି ନଅଟା ସମୟରେ ଗୋଟିଏ କାର ଫୁଲବାଣୀରୁ ବାଲିଗୁଡ଼ା ଯାଉଥିବା ସମୟରେ ଡାମେରିକିଆ ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼ ଗଛରେ ପିଟି ହୋଇଯାଇଥିଲା । ସେହି ଦୁର୍ଘଟଣାଗ୍ରସ୍ତ ଗାଡ଼ିଟିକୁ ବାହାର କରିବା ପାଇଁ କିଛିଲୋକ ଘଟଣାସ୍ଥଳରେ ଠିଆ ହୋଇଥିବା ସମୟରେ ଫୁଲବାଣୀରୁ ବାଲିଗୁଡ଼ାକୁ ଦ୍ରୁତ ଗତିରେ ଯାଉଥିବା ସମୟରେ ଅନ୍ୟ ଏକ କାର (ଓଡି ୦୫ ଏବି୨୮୮୩) ଲୋକଙ୍କୁ ଧକ୍କା ଦେଇ ଗଛରେ ପିଟି ହୋଇଥିଲା । ଯାହାଫଳରେ ଜଣେ ଗୁରୁତର ହେବାସହ ଅନ୍ୟ କେତେଜଣ ଖଣ୍ଡିଆ ଖାବରା ହୋଇଥିଲେ । ପ୍ରକାଶ ମନ୍ଦାର ନାମକ ଜଣେ ଗୁରୁତର ବ୍ୟକ୍ତିଙ୍କୁ ଫୁଲବାଣୀ ଡାକ୍ତରଖାନା ନେବା ସମୟରେ ସେ ବାଟରେ ମୃତ୍ୟୁବରଣ କରିଥିଲେ । ଦୁର୍ଘଟଣାଗ୍ରସ୍ତ ଗାଡ଼ିର ଡ୍ରାଇଭର ବର୍ତ୍ତମାନ ବାଲିଗୁଡ଼ା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ବାରମ୍ବାର ସେହି ଗୋଟିଏ ସ୍ଥାନରେ ଦୁର୍ଘଟଣା ଘଟୁଥିଲେ ମଧ୍ୟ ପ୍ରଶାସନ ତରଫରୁ କିଛି ବି ପଦକ୍ଷେପ ନିଆଯାଉନାହିଁ । ଦୁର୍ଘଟଣା ସ୍ଥଳରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ପରିବାରଙ୍କୁ କ୍ଷତିପୂରଣ ଦେବାପାଇଁ ସ୍ଥାନୀୟ ଜନସାଧାରଣ ଦାବି କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହରଘର ତ୍ରିରଙ୍ଗା ଅବସରରେ କଳା ପ୍ରଦର୍ଶନ କର୍ମଶାଳା

ହରଘର ତ୍ରିରଙ୍ଗା ଅବସରରେ କଳା ପ୍ରଦର୍ଶନ କର୍ମଶାଳା

August 10, 2026
ଆକାଶ ପଥରେ କାର୍ଯ୍ୟରତ ବିମାନ ଏବେ ସ୍ଥଳପଥରେ ଜନତାଙ୍କ ରେସ୍ତୋରାଁ

ଆକାଶ ପଥରେ କାର୍ଯ୍ୟରତ ବିମାନ ଏବେ ସ୍ଥଳପଥରେ ଜନତାଙ୍କ ରେସ୍ତୋରାଁ

August 10, 2026
ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀରେ ପ୍ରଦେଶ ଯୁବ କଂଗ୍ରେସର ବିଶାଳ ଶୋଭାଯାତ୍ରା 

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀରେ ପ୍ରଦେଶ ଯୁବ କଂଗ୍ରେସର ବିଶାଳ ଶୋଭାଯାତ୍ରା 

August 9, 2026
ତ୍ରିରଙ୍ଗା ୧୪୦ କୋଟି ଭାରତୀୟଙ୍କ ସ୍ୱାଭିମାନ ଓ ଗୌରବର ପ୍ରତୀକ : ମୁଖ୍ୟମନ୍ତ୍ରୀ

ତ୍ରିରଙ୍ଗା ୧୪୦ କୋଟି ଭାରତୀୟଙ୍କ ସ୍ୱାଭିମାନ ଓ ଗୌରବର ପ୍ରତୀକ : ମୁଖ୍ୟମନ୍ତ୍ରୀ

August 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହରଘର ତ୍ରିରଙ୍ଗା ଅବସରରେ କଳା ପ୍ରଦର୍ଶନ କର୍ମଶାଳା

ହରଘର ତ୍ରିରଙ୍ଗା ଅବସରରେ କଳା ପ୍ରଦର୍ଶନ କର୍ମଶାଳା

August 10, 2026
ଆକାଶ ପଥରେ କାର୍ଯ୍ୟରତ ବିମାନ ଏବେ ସ୍ଥଳପଥରେ ଜନତାଙ୍କ ରେସ୍ତୋରାଁ

ଆକାଶ ପଥରେ କାର୍ଯ୍ୟରତ ବିମାନ ଏବେ ସ୍ଥଳପଥରେ ଜନତାଙ୍କ ରେସ୍ତୋରାଁ

August 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version