• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଲକ୍ଷ୍ମୀପୁରରେ ଚାଞ୍ଚଲ୍ଯ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ, ସ୍ତ୍ରୀ ଓ ଝିଅ କୁ ହତ୍ଯା କରିବା ପରେ ସ୍ବାମୀର ଆତ୍ମହତ୍ୟା

Proprietor Abhimanyu Maharana by Proprietor Abhimanyu Maharana
February 12, 2023
in ଅପରାଧ, ଓଡ଼ିଶା, କୋରାପୁଟ, ହୋମ୍
0
ଲକ୍ଷ୍ମୀପୁରରେ ଚାଞ୍ଚଲ୍ଯ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ, ସ୍ତ୍ରୀ ଓ ଝିଅ କୁ ହତ୍ଯା କରିବା ପରେ ସ୍ବାମୀର ଆତ୍ମହତ୍ୟା
Share on FacebookShare on TwitterWhatsapp

୧୨ ଫେବୃଆରୀ ରବିବାର ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) କୋରାପୁଟ :- କୋରାପୁଟ ଜିଲା ଲକ୍ଷ୍ମୀପୁର ଥାନା ଅଞ୍ଚଳରେ ରବିବାର ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଏହି ଥାନା ଅଧୀନସ୍ଥ ତୋୟାପୁଟ ଗ୍ରାମରେ ଲିଙ୍ଗରାଜ ବିଷୋଇ ନାମକ ଜଣେ ଯୁବକ ତାଙ୍କ ପତ୍ନୀ ଓ ଝିଅ କୁ ହତ୍ଯା କରିବା ପରେ ନିଜେ ଆତ୍ମହତ୍ୟା କରିଛନ୍ତି । ତେବେ କେଉଁ କାରଣରୁ ଏଭଳି ଅଭାବନୀୟ ଘଟଣା ଘଟିଛି ତାହା ଜଣାପଡୁନାହିଁ । ଖବର ପାଇ ଲକ୍ଷ୍ମୀପୁର ଥାନା ଅଧିକାରୀ ଶ୍ବେତପଦ୍ମା ସେଠ୍ ଙ୍କ ସହିତ ସହଯୋଗୀ ମାନେ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି । ଲିଙ୍ଗରାଜ ବିଷୋଇ ତୋୟାପୁଟ ବଜାରରେ ଏକ  ମୋବାଇଲ ଦୋକାନ କରିଥିଲେ । ସେ ଦୋକାନ ପଛପଟେ ଥିବା ତାଙ୍କ ଘରେ ସ୍ତ୍ରୀ ଜଶନା ବିଷୋଇ ପ୍ରାୟ ଦେଢ଼ ବର୍ଷର ଝିଅ ଗୁଡୁଲି ସହିତ ରୁହନ୍ତି । ଏ ତାଙ୍କ ବାପା ମଧ୍ୟ ରହନ୍ତି । ବଜାରର ଦୋକାନି ମାନଙ୍କ କହିବା କଥା ଲିଙ୍ଗରାଜ ଦିନ ୩ ଟାରେ ଦୋକାନରେ ବସିଥିଲେ, ତେବେ ଅପରାହ୍ନ ପ୍ରାୟ ୪ଟା ରେ ଏହି ଘଟଣା ଘଟିଥିବା ଅନୁମାନ କରାଯାଉଛି । ଘର ଭିତର ପଟୁ କବାଟ କିଳିଣି ଦିଆଯାଇଥିବା ଦେଖିବା ପରେ କଟର ସାହାଯ୍ୟରେ କାଟି ଦେଖିଲା ବେଳକୁ ଏଭଳି ଘଟଣା ଦେଖିବାକୁ ମିଳିଥିଲା । ତେବେ ଖବର ଲେଖା ହେଲା ବେଳକୁ ଏନେଇ ଥାନାରେ କୌଣସି ଏତଲା ହୋଇନାହିଁ । ରାତି ହୋଇ ଯାଇଥିବାରୁ ଏନେଇ ସବିଶେଷ ବିବରଣୀ ମିଳି ପାରୁନାହିଁ ବୋଲି ଥାନା ଅଧିକାରୀ ଶ୍ରୀମତୀ ସେଠ୍ ପ୍ରକାଶ କରିଛନ୍ତି ।

                                          କୋରାପୁଟ/ରିପୋର୍ଟ – ଶରତ ନାୟକ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version