ସନ୍ତୋଷ ମଲ୍ଲିକ ପ୍ରମୁଖ ଉପସ୍ଥିତ ହୋଇ ସେଇ ଅମର ଯବାନ ଶ୍ରଦ୍ଧାଞ୍ଜଳି ଦେବସହିତ ତାଙ୍କ ପରିବାରଙ୍କୁ ସମବେଦନା ଜଣାଇଥିଲେ ! ଆୟୋଜୋକ ଯୁବ ସମାଜସେବୀ ଉମାକାନ୍ତ ମହାନ୍ତି କହିଲେ ଆଜି ଦେଶର ଜାଗ୍ରତ ପ୍ରହରୀ ହୋଇ ଦେଶପାଇଁ ବଳିଦାନ ଦେଇଥିବା ସେହି ସହିଦଙ୍କ ପ୍ରତି ଆଜିର ଆବାଳ ବୃଦ୍ଧ ବନିତା ଓ ସମସ୍ତ ଯୁବପିଢ଼ି ତାଙ୍କୁ ସ୍ମରଣ ରଖି ଶ୍ରଦ୍ଧାଞ୍ଜଳି ଜଣାଇବା ଉଚିତ । ଏହି ପଥପ୍ରାନ୍ତ ଶ୍ରଦ୍ଧାଞ୍ଜଳି ସଭାରେ ବହୁ ବୁଦ୍ଧିଜୀବୀ ଓ ପଥଚାରି ସହିଦ ଯବାନଙ୍କୁ ତାଙ୍କର ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ଉକ୍ତ କାର୍ଯ୍ୟକ୍ରମକୁ ଭୁୟସୀ ପ୍ରଶଂସା କରିଥିଲେ ।

© 2023 Odisha Taza News.