• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାର୍ଚ୍ଚ ୧୫ରେ ଷ୍ଟେରୀଙ୍ଗ ଛାଡ଼ ଆନ୍ଦୋଳନ ପାଇଁ : ରାୟଗଡ଼ ଡ୍ରାଇଭର ମହାସଂଘ ପକ୍ଷରୁ ପ୍ରସ୍ତୁତି ବୈଠକ

Proprietor Abhimanyu Maharana by Proprietor Abhimanyu Maharana
February 15, 2023
in ଓଡ଼ିଶା, ଗଜପତି, ହୋମ୍
0
ମାର୍ଚ୍ଚ ୧୫ରେ ଷ୍ଟେରୀଙ୍ଗ ଛାଡ଼ ଆନ୍ଦୋଳନ ପାଇଁ : ରାୟଗଡ଼ ଡ୍ରାଇଭର ମହାସଂଘ ପକ୍ଷରୁ ପ୍ରସ୍ତୁତି ବୈଠକ
Share on FacebookShare on TwitterWhatsapp

୧୫ ଫେବୃଆରୀ ,ବୁଧବାର ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ରାୟଗଡ :- ରାୟଗଡ ବ୍ଲକ ଅନ୍ତର୍ଗତ ମାର୍ଲବା ଠାରେ ରାୟଗଡ଼ ବ୍ଲକ ଡ୍ରାଇଭର ମହାସଂଘର ସଭାପତି ଜ୍ୟୋତିଲାଲ ସ୍ୱାଲସିଂଙ୍କ ଅଧ୍ୟକ୍ଷତାରେ ଆଗାମୀ ମାର୍ଚ୍ଚ ୧୫ରେ ସାରା ଓଡ଼ିଶାରେ ଷ୍ଟେରୀଙ୍ଗ ଛାଡ଼ ଆନ୍ଦୋଳନ ହେବାକୁ ଯାଉଥିବା ବେଳେ ରାୟଗଡ଼ ବ୍ଲକ ସାରା ଏହାର ଆଭିମୁଖ୍ୟ ସ୍ପଷ୍ଟ କରିବାକୁ ବୁଧବାର ବ୍ଲକର ସମସ୍ତ ଡ୍ରାଇଭର ମାନଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ମହାସଂଘର ଜିଲ୍ଲା ଉପସଭାପତି ଜିରୁ ପାଣି, ଜିଲ୍ଲା ସମ୍ପାଦକ ଭୈରବ ବିଶୋଇ, ଜିଲ୍ଲା ସହ ସମ୍ପାଦକ କିରଣ ସେଠୀ, କୋଷାଧକ୍ଷ ସୁଶାନ୍ତ କୁମାର ପୂଜାରୀ, ଉପଦେଷ୍ଟା ପ୍ରଦୀପ ବୀର ପ୍ରମୁଖ ଯୋଗଦେଇ ସଂଘର ସମସ୍ତ ନୀୟମ ମାନି ପଞ୍ଚାୟତ ସ୍ତରରୁ ବ୍ଲକ ଯାଏ ମହାସଂଘର ନିୟମ ପାଳନ କରି କାର୍ଯ୍ୟ କରିବା ଓ ଷ୍ଟେରୀଙ୍ଗ ଚାଡ ଆନ୍ଦୋଳନ ବେଳେ ମହାସଂଘର ନିୟମ ମାନି ଓ କୌଣସି ବିଶୃଙ୍ଖଳା ନ କରି ଆନ୍ଦୋଳନ କରିବା ପାଇଁ ନିଜ ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ । ଏହା ପରେ ପଞ୍ଚାୟତ ସ୍ତରରେ କର୍ମକର୍ତ୍ତା ଚୟନ ରେ ମାର୍ଲବା ପଞ୍ଚାୟତର କର୍ମକର୍ତ୍ତା ଚୟନ କରାଯାଇ ସଭାପତି ଚନ୍ଦ୍ରଶେଖର ଗୌଡ଼ ଓ ସମ୍ପାଦକ କୃତଜ୍ଞ ଆନନ୍ଦଙ୍କୁ ପଞ୍ଚାୟତ ସ୍ତରରେ ଦାୟିତ୍ଵ ଦିଆଯାଇଥିଲା। ଉକ୍ତ ବୈଠକରେ ରାୟଗଡ଼ ବ୍ଲକରେ କାର୍ଯ୍ୟରତ ସମସ୍ତ ସାମ୍ବାଦିକ ମାନଙ୍କୁ ମହାସଂଘ ପକ୍ଷରୁ ଫୁଲ ତୋଡା ଓ ଉପଢ଼ୌକନ ଦେଇ ସମ୍ମାନିତ କରାଯାଇଥିଲା ଏହି କାର୍ଯ୍ୟକ୍ରମରେ ବ୍ଲକର ପ୍ରାୟ ଦୁଇଶହ ଡ୍ରାଇଭର ଯୋଗଦେଇଥିବା ଦେଖିବାକୁ ମିଳିଛି। 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ କମିବା ପ୍ରସଙ୍ଗ ଡବଲ ଇଞ୍ଜିନ ସରକାରଙ୍କ ଓଡ଼ିଶା ପ୍ରତି ଡବଲ ଧୋକ୍କା : ବିଜେଡି

June 17, 2026
ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ କମିବା ପ୍ରସଙ୍ଗ ଡବଲ ଇଞ୍ଜିନ ସରକାରଙ୍କ ଓଡ଼ିଶା ପ୍ରତି ଡବଲ ଧୋକ୍କା : ବିଜେଡି

ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ କମିବା ପ୍ରସଙ୍ଗ ଡବଲ ଇଞ୍ଜିନ ସରକାରଙ୍କ ଓଡ଼ିଶା ପ୍ରତି ଡବଲ ଧୋକ୍କା : ବିଜେଡି

June 17, 2026
ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

June 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version