• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜୋର୍ ଧରିଲା ପାରଳାଖେମୁଣ୍ଡି ସ୍ଥିତ ଶତାୟୁ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ଦାବି ନେଇ ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
February 17, 2023
in ଓଡ଼ିଶା, ଗଜପତି, ହୋମ୍
0
ଜୋର୍ ଧରିଲା ପାରଳାଖେମୁଣ୍ଡି ସ୍ଥିତ ଶତାୟୁ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ଦାବି ନେଇ ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

୧୭ ଫେବୃଆରୀ ,ଶୁକ୍ରବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ପାରଳାଖେମୁଣ୍ଡି ଠାରେ ଜୋର୍ ଧରିଲା , ଐତିହ୍ୟ ସମ୍ପନ୍ନ ପୃଷ୍ଠଭୂମି ପରିପୂର୍ଣ୍ଣ ୧୨୭ ବର୍ଷର ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବିଦ୍ୟାଳୟକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଶ୍ଵବିଦ୍ୟାଳୟର ମାନ୍ୟତା ଦେବା ପାଇଁ ।ଗୁଣାତ୍ମକ ଉଚ୍ଚଶିକ୍ଷା ପାଇଁ ରାଜ୍ୟ ସରକାର, ରାଜ୍ୟର କେତେକ ମହାବିଦ୍ୟାଳୟକୁ ବିଶ୍ଵବିଦ୍ୟାଳୟର ମାନ୍ୟତା ଦେଇ ବିଜ୍ଞପ୍ତି ପ୍ରକାଶ କରିଥିବା ବେଳେ ଏ କ୍ଷେତ୍ରରେ ପାରଳାଖେମୁଣ୍ଡି ରେ ଥିବା ପୁରାତନ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବିଦ୍ୟାଳୟ ପ୍ରତି କିଭଳି ସମ୍ପୂର୍ଣ୍ଣ ଅଣଦେଖା ଓ ଘୋର ଅନ୍ୟାୟ କରାଯାଇଛି , ସେଥିପ୍ରତି ଜିଲ୍ଲାର ବିଭିନ୍ନ ମହଲରେ ଘୋର ଆଲୋଡନ ଓ ଉଦବେଗ ପ୍ରକାଶ ପାଇବା ସହ ଏକ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

ଏହି ଅବସରରେ ସନ୍ଧ୍ୟାରେ ସ୍ଥାନୀୟ ଗୁଣ୍ଡିଚା ବାଡ଼ି ପରିସରରେ ସଂପୃକ୍ତ ମହାବିଦ୍ୟାଳୟର ପୁରାତନ ଛାତ୍ର ସଂସଦ ଆନୁକୁଲ୍ୟରେ ସର୍ବଦଳୀୟ , ବୁଦ୍ଧିଜୀବୀ ଓ ବିଭିନ୍ନ ଅନୁଷ୍ଠାନର ବ୍ୟକ୍ତି ବିଶେଷ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ବୈଠକରେ ମଞ୍ଚାସୀନ ଭାବେ ପାରଳା ବିଧାୟକ ଶ୍ରୀ କେ: ନାରାୟଣ ରାଓ , ପୌର ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ , ରାଜଜେମା ସୁଶ୍ରୀ କଲ୍ୟାଣୀ ଗଜପତି , ବୁଦ୍ଧିଜୀବୀ ତଥା ଗବେଷକ ଉପାନ୍ତ ପ୍ରହରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର , ବରିଷ୍ଠ ଓକିଲ ଶ୍ରୀ ଜନା ସୁବାଷ ଚନ୍ଦ୍ର ରାଓ , ପୁରାତନ ଛାତ୍ର ସଂସଦର ଶ୍ରୀ ନାସିର ବେଗ , ପୂର୍ବତନ ପୌର ଅଧ୍ୟକ୍ଷ ଶ୍ରୀ ନୃସିଂହ ପଟ୍ଟନାୟକ , ଏବଂ ସମାଜସେବୀ ଶ୍ରୀ ବସନ୍ତ ଦାସ ପ୍ରମୁଖ ଯୋଗ ଦେଇଥିଲେ ।ବୈଠକ କାର‌୍ୟ୍ୟକ୍ରମକୁ ଶ୍ରୀ ଦେବାଶିଷ ପାଢ଼ୀ(ମିଟୁ ଭାଇ) ପରିଚାଳନା କରିଥିଲେ।

ପାରଳାଖେମୁଣ୍ଡିର ଏହି ଶତାୟୁ ମହାବିଦ୍ୟାଳୟ ଓଡ଼ିଶା ପ୍ରଦେଶ ଗଠନ ଠାରୁ ମଧ୍ୟ ଅଧିକ ପୁରୁଣା ଓ ଏହା ଓଡ଼ିଶାର ୨ୟ ପୁରାତନ ଡିଗ୍ରୀ ମହାବିଦ୍ୟାଳୟ । ଅତୀତରେ ଏହି ମହାବିଦ୍ୟାଳୟ ଅନେକ ବ୍ୟକ୍ତି ବିଶେଷଙ୍କୁ ଦିଗଦର୍ଶନ ଦେଇ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଛି ।ଏହି ମହାବିଦ୍ୟାଳୟଟି ସମସ୍ତ ଯୋଗ୍ୟତା ଓ ଭିତ୍ତିଭୂମି ଥିବା ସତ୍ତ୍ବେ କିଭଳି ରାଜ୍ୟ ସରକାରଙ୍କ ଅଣଦେଖା ଓ ଅନ୍ୟାୟର ଶିକାର ହେଲା , ଯଦି ମହାବିଦ୍ୟାଳୟର କୌଣସି ମାନଦଣ୍ଡ ସର୍ତ୍ତ ର କମି ରହୁଛି , ତା ହେଲେ ସେଥିପାଇଁ ରାଜ୍ୟ ସରକାର ହିଁ ଦାୟୀ , କାରଣ ଅନୁଷ୍ଠାନର ଅଭାବ ଅସୁବିଧା ପୁରଣ କରିବା ଏହା ସରକାରଙ୍କ ଦାୟିତ୍ଵ ଓ କର୍ତ୍ତବ୍ୟ ବୋଲି କହିଥିଲେ ।

ଏଠାରେ ଏକ ବିରାଟ ପ୍ରଶ୍ନ ଉଠୁଛି ଯେ , ପାରଳାର ଏହି ପୁରାତନ ଶତାୟୁ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବିଦ୍ୟାଳୟ ସବୁ ଦିଗରୁ ଐତିହ୍ୟ ଓ କୃତିତ୍ୱ ବହନ କରୁଥିବା ସହ ରାଜ୍ୟ ଓ ଜାତୀୟ ସ୍ତରରେ ଏହାର ଅଧିକ ସୁନାମ ରହିଥିବା ବେଳେ କିଭଳି ଏହା ରାଜ୍ୟ ସରକାରଙ୍କ ଅଣଦେଖାର ଶିକାର ହେଲା ଏବଂ ବିଶ୍ୱବିଦ୍ୟାଳୟ ମାନ୍ୟତା ତାଲିକାରୁ ବାଦ ପଡ଼ିଲା , ଏହାକୁ ନେଇ ଘୋର ବିସ୍ମିତ ହୋଇ ପଡିଛନ୍ତି ଗଜପତି ଜିଲ୍ଲାବାସୀ ।

ଏଥିପାଇଁ ଏକ ଏକ୍ସନ୍ କମିଟି ଗଠନ ହୋଇଥିଲା । ସେଇ ମାଧ୍ୟମରେ ରାଜ୍ୟ ସରକାରଙ୍କ ଠାରେ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟକୁ ବିଶ୍ଵବିଦ୍ୟାଳୟର ମାନ୍ୟତା ଦେବା ଦାବୀ ଉପସ୍ଥାପନା କରାଯିବାକୁ ନିଷ୍ପତ୍ତି ନିଆ ଯାଇଥିଲା । ଏହି କାର‌୍ୟ୍ୟକ୍ରମରେ ଡଃ ଭାରତୀ ପାଣିଗ୍ରାହୀ , ଶ୍ରୀ ପ୍ରଦୀପ ନାୟକ , ଶ୍ରୀ କାହ୍ନୁ ମହାରଣା , ଶ୍ରୀ ସିଦ୍ଧେଶ୍ୱର ମିଶ୍ର , ଶ୍ରୀ ବସନ୍ତ ପଣ୍ଡା , ଶ୍ରୀମତୀ ଆଶାଲତା ପାଣିଗ୍ରାହୀ , ଶ୍ରୀ ରୁପେଶ ସାହୁ ପ୍ରମୁଖ ଯୋଗଦେଇ ନିଜର ଉପାଦେୟ ମତ ପ୍ରଦାନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲା ପ୍ରଶାସନ ପକ୍ଷରୁ ୫୨ ଜଣ କୃତି ବିଦ୍ୟାର୍ଥୀଙ୍କୁ ସମ୍ବର୍ଦ୍ଧନା ; ରଣପୁରର ୧୬ ଛାତ୍ରଛାତ୍ରୀ ଆଣିଲେ ଗୌରବ

ଜିଲ୍ଲା ପ୍ରଶାସନ ପକ୍ଷରୁ ୫୨ ଜଣ କୃତି ବିଦ୍ୟାର୍ଥୀଙ୍କୁ ସମ୍ବର୍ଦ୍ଧନା ; ରଣପୁରର ୧୬ ଛାତ୍ରଛାତ୍ରୀ ଆଣିଲେ ଗୌରବ

May 19, 2026
୩୦ଟି ବିଜ୍ଞପ୍ତିତ ନାଗରିକ ସେବାରେ ୯୪% ସମୟସୀମା ଅନୁପାଳନ ହାସଲ କଲା ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ

୩୦ଟି ବିଜ୍ଞପ୍ତିତ ନାଗରିକ ସେବାରେ ୯୪% ସମୟସୀମା ଅନୁପାଳନ ହାସଲ କଲା ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ

May 19, 2026
ବଢ଼ିଲା ବ୍ଲକ ଅଧ୍ୟକ୍ଷ କିଶୋରଙ୍କ ପାଇଁ ଅଡ଼ୁଆ ଉପଜିଲ୍ଲାପାଳଙ୍କ ନିକଟରେ ଅନସ୍ଥା ପ୍ରସ୍ତାବ ଆଗତ

ବଢ଼ିଲା ବ୍ଲକ ଅଧ୍ୟକ୍ଷ କିଶୋରଙ୍କ ପାଇଁ ଅଡ଼ୁଆ ଉପଜିଲ୍ଲାପାଳଙ୍କ ନିକଟରେ ଅନସ୍ଥା ପ୍ରସ୍ତାବ ଆଗତ

May 19, 2026
ବେଲପଡ଼ା ରେ ଜିଲ୍ଲା ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ

ବେଲପଡ଼ା ରେ ଜିଲ୍ଲା ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ

May 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲା ପ୍ରଶାସନ ପକ୍ଷରୁ ୫୨ ଜଣ କୃତି ବିଦ୍ୟାର୍ଥୀଙ୍କୁ ସମ୍ବର୍ଦ୍ଧନା ; ରଣପୁରର ୧୬ ଛାତ୍ରଛାତ୍ରୀ ଆଣିଲେ ଗୌରବ

ଜିଲ୍ଲା ପ୍ରଶାସନ ପକ୍ଷରୁ ୫୨ ଜଣ କୃତି ବିଦ୍ୟାର୍ଥୀଙ୍କୁ ସମ୍ବର୍ଦ୍ଧନା ; ରଣପୁରର ୧୬ ଛାତ୍ରଛାତ୍ରୀ ଆଣିଲେ ଗୌରବ

May 19, 2026
୩୦ଟି ବିଜ୍ଞପ୍ତିତ ନାଗରିକ ସେବାରେ ୯୪% ସମୟସୀମା ଅନୁପାଳନ ହାସଲ କଲା ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ

୩୦ଟି ବିଜ୍ଞପ୍ତିତ ନାଗରିକ ସେବାରେ ୯୪% ସମୟସୀମା ଅନୁପାଳନ ହାସଲ କଲା ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ

May 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version