• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ଠାରେ ନାଟ୍ୟକାରଆପନ୍ନl ପରିଚ୍ଛାଙ୍କ ୧୪୫ତମ ଜୟନ୍ତୀ ଉତ୍ସବ

Proprietor Abhimanyu Maharana by Proprietor Abhimanyu Maharana
February 17, 2023
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ଠାରେ ନାଟ୍ୟକାରଆପନ୍ନl ପରିଚ୍ଛାଙ୍କ ୧୪୫ତମ ଜୟନ୍ତୀ ଉତ୍ସବ
Share on FacebookShare on TwitterWhatsapp

୧୭ ଫେବୃଆରୀ ,ଶୁକ୍ରବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାରଳାଖମୁଣ୍ଡି :- ଓଡ଼ିଶାସାହିତ୍ୟଏକାଡେମୀଜିଲ୍ଲା ସଂସ୍କୃତି ପରିଷଦ ଏବଂ ଆପନ୍ନl ପରିଛାସ୍ମୃତି ସାଂସଦଙ୍କ ମିଳିତ ଆନୁକୁଲ୍ୟରେ ଜୟନ୍ତୀଛୋବ ସ୍ଥାନୀୟ ଉତ୍କଳ ହିତୈଷିଣୀ ସମାଜ ସଭା ଗୃହରେ ଅନୁଷ୍ଠିତ ହୋଇସାରିଛି। ସାହିତ୍ୟ ଏକାଡେମୀର ଗଜପତି ଜିଲ୍ଲା ଶାଖା ସଦସ୍ୟ ବିଚିତ୍ରାନନ୍ଦ ବେବର୍ତ୍ତାଙ୍କ ସଭାପତିତ୍ବରେ ଅନୁଷ୍ଠିତ ସାରସ୍ଵତ ସଭା ରେ ମୁଖ୍ୟ ଅତିଥି ଭାବେ ଉପାନ୍ତପ୍ରହରୀ ପୁର୍ଣ୍ଣଚନ୍ଦ୍ର ମହାପାତ୍ର ,ମୁଖ୍ୟ ବକ୍ତା ଡ.ଅଜୟ କୁମାର ତ୍ରିପାଠୀ,ସମ୍ମାନିତ ଅତିଥି ଅର୍ଚ୍ଚନା କୁମାରୀ ମଙ୍ଗରାଜ,ବିନୋଦ ଚନ୍ଦ୍ର ଜେନା,ଆଶlଲତା ପାଣିଗ୍ରାହୀ, ଏବଂ ଡ. କଲ୍ୟାଣୀ ମିଶ୍ର,ବିଷ୍ଣୁ ମୋହନ ଅଧିକାରୀ, ନିଜ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ ଆପନାଙ୍କବହୁମୁଖୀ ପ୍ରତିଭା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ ଏହିଅବସର ରେ ବିଶିଷ୍ଟ ନାଟ୍ୟକାର ସାହିତ୍ୟିକ ଅଶୋକ କୁମାର ତ୍ରିପାଠୀଙ୍କୁ ଆପନ୍ନl ପରିଛା ସ୍ମୃତି ସମ୍ମାନ ୨୦୨୩ ପ୍ରଦାନ କରାଯାଇଥିଲା।

ଅନୁଷ୍ଠାନର ସମ୍ପାଦକ ମୁରଲିଧର ପରିଛା ବିବରଣୀ ପାଠ କରିଥିଲେ। ହରିମୋହନ ପଟ୍ଟନାୟକ, ସ୍ଵାଗତ ସମ୍ଭାଷଣ, ବି. କୋମାଳାଙ୍ଗି ପ୍ରାରମ୍ଭିକ ସଙ୍ଗୀତ ,ଭାଗବତ ପାଢ଼ୀ ପରିଚୟ ପ୍ରଦାନ,ରାଜେନ୍ଦ୍ର ପଢ଼ିଆରୀ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ସାରସ୍ଵତ ସଭାରେ ଆପନ୍ନl ପରିଛା ବିଦ୍ୟାଳୟର ସର୍ବଗୁଣ ଦକ୍ଷତା ସମ୍ପନ୍ନ ଛାତ୍ରୀ ଅଭିପ୍ସା ଶବର ୪ର୍ଥ ଶ୍ରେଣୀ ଛାତ୍ରୀଙ୍କୁ ସମ୍ମାନ ଦିଆ ଯାଇଥିବାବେଳେ ସେହି ଅନୁଷ୍ଠାନର ପ୍ରଧାନ ଶିକ୍ଷିକା ମନୋଜିନୀ ପାତ୍ର ଏବଂ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ସମୁହଙ୍କୁ ସମ୍ବର୍ଥନl ପ୍ରଦାନ କରାଯାଇଥିଲା କାରଣ ଏହି ବିଦ୍ୟାଳୟଟି ୨୦୨୨ ର ଜିଲ୍ଲା ସ୍ତରରେ ଏହି ବିଦ୍ୟାଳୟଟି ଗଜପତି ଜିଲ୍ଲା ପ୍ରଥମ ଆଦର୍ଶ ବିଦ୍ୟାଳୟ ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଭୁବନେଶ୍ବର ଦ୍ଵାରା ପୁରସ୍କୁତ ହୋଇଥିଲା।କାର୍ଯ୍ୟକ୍ରମକୁ ଶରତ ଚନ୍ଦ୍ର ସାହୁ, ନିବେଦିତାପଟନାୟକ
,ନିତ୍ୟାନନ୍ଦ ଚୌଧୁରୀ,ସଚ୍ଚିଦାନନ୍ଦ ସାମଲ, ରାଜେଶ୍ୱରୀ ସ୍ୱାଇଁ, ଅନୁଶ୍ରୀ ପଟ୍ଟନାୟକ,ସଂଗୀତା ପାତ୍ର, ତ୍ରିପତି ପଣ୍ଡା,ବିଷ୍ଣୁ ପଣ୍ଡା,ପ୍ରଭୃତି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

October 14, 2026
ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ

ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ

October 14, 2026
ଭୁବନେଶ୍ୱରରେ ଡ ନୃସିଂହାନନ୍ଦ ମହାପାତ୍ରଙ୍କ ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା

ଭୁବନେଶ୍ୱରରେ ଡ ନୃସିଂହାନନ୍ଦ ମହାପାତ୍ରଙ୍କ ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା

October 14, 2026
ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ

ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ

October 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

October 14, 2026
ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ

ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ

October 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version