୧୭ ଫେବୃଆରୀ ,ଶୁକ୍ରବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ବାହାଡ଼ ଝୋଲା ଠାରେ ପ୍ରଜାପତି ବ୍ରହ୍ମ କୁମାରୀ ଇଶ୍ୱରୀୟ ବିଦ୍ୟାଳୟ ତରଫରୁ ୮୭ ତମ ତ୍ରିମୂର୍ତ୍ତି ଶିବ ଜୟନ୍ତୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଶିବ ପରମାତ୍ମା ,ଜ୍ଞାନ ,ଭକ୍ତି ଉପରେ ବକ୍ତବ୍ୟ ରଖିଥିଲେ ।
ସମ୍ମାନୀତ ଅତିଥି ଭାବେ ଜିଲ୍ଲା ବିଜେଡ଼ି ଉପ ସଭାପତି ଦିଲ୍ଲୀପ କୁମାର ଦଳ ବେହେରା, ଜିଲ୍ଲା ସମବାୟ ସମିତି ଡାଇରେକ୍ଟର ସୂର୍ଯ୍ୟ ନାରାୟଣ ସାହୁ,ଏସ ଡିଓ ଭଗବାନ ସାହୁ ଙ୍କ ସମେତ ବରିଷ୍ଠ ବ୍ୟକ୍ତି ମାନେ ଯୋଗ ଦେଇଥିଲେ । ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।


© 2023 Odisha Taza News.