• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କ୍ୟାପିଟାଲ ଥାନାରେ ଏତଲା ଦେଲେ ବିଜେପି ବିଧାୟକ ମୁକେଶ ମହାଲିଙ୍ଗ ଅରୂପ ପଟ୍ଟନାୟକଙ୍କୁ ତୁରନ୍ତ ଗିରଫ କରାଯାଉ : ଡ.ମୁକେଶ ମହାଲିଙ୍ଗ

Proprietor Abhimanyu Maharana by Proprietor Abhimanyu Maharana
February 18, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
କ୍ୟାପିଟାଲ ଥାନାରେ ଏତଲା ଦେଲେ ବିଜେପି ବିଧାୟକ ମୁକେଶ ମହାଲିଙ୍ଗ  ଅରୂପ ପଟ୍ଟନାୟକଙ୍କୁ ତୁରନ୍ତ ଗିରଫ କରାଯାଉ : ଡ.ମୁକେଶ ମହାଲିଙ୍ଗ
Share on FacebookShare on TwitterWhatsapp

x. ବିରୋଧୀ ଦଳ ନେତାଙ୍କୁ ହତ୍ୟା ଧମକ ଦେବା ବିଜେଡିର ଅସଲ ଚେହେରାକୁ ପଦାରେ ପକାଇଛି

x. ଗଣତନ୍ତ୍ରରେ ହିଂସାର ସ୍ଥାନ ନାହିଁ

x. ବିଜେପି ବିଧାୟକମାନେ ରାଜଭବନରୁ ପଦଯାତ୍ରାରେ କ୍ୟାପିଟାଲ ଥାନାରେ ପଂହଚି ଏତଲା ଦେଇଥିଲେ

x. ବିରୋଧୀ ଦଳ ନେତାଙ୍କ ପ୍ରତି ର୍ଦୃବ୍ୟବହାର ଓ ଷଡଯନ୍ତ୍ର ଦୁର୍ଭାଗ୍ୟଜନକ

୧୮ ଫେବୃଆରୀ,ଶନିବାର (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ବିଜୁ ଜନତା ଦଳର ନେତା ଅରୂପ ପଟ୍ଟନାୟକ ଶହ ଶହ ଲୋକଙ୍କ ସମ୍ମୁଖରେ ବିଜୁ ଜନତା ଦଳ ସଭାରେ ବିଧାନସଭାର ବିରୋଧୀ ଦଳର ନେତାଙ୍କୁ ଅଶାଳୀନ ମନ୍ତବ୍ୟ ଓ ଖୋଲାଖୋଲି ହତ୍ୟା ଧମକ ଦେଇଛନ୍ତି । ଏହା ବିଜୁ ଜନତା ଦଳର ଅସଲ ଚେହେରାକୁ ପଦାରେ ପକାଇ ଦେଇଛି । ଗଣତନ୍ତ୍ରରେ ହିଂସାର ସ୍ଥାନ ନାହିଁ । ଆଜି ମଧ୍ୟାହ୍ନରେ ମାନ୍ୟବାର ରାଜ୍ୟପାଳଙ୍କୁ ଭେଟିବା ପରେ ରାଜଭବନ ନିକଟରୁ ପଦଯାତ୍ରାରେ ବିଜେପି ବିଧାୟକମାନେ କ୍ୟାପିଟାଲ ଥାନାରେ ପଂହଚିଥିଲେ । ଏନେଇ କ୍ୟାପିଟାଲ ଥାନାରେ ଅରୂପ ପଟ୍ଟନାୟକଙ୍କ ବିରୁଦ୍ଧରେ ବିଧାୟକ ମୁକେଶ ମହାଲିଙ୍ଗ ଏତଲା ରୁଜୁ କରି ଆଇନ ଅନୁଯାଇ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି କରିଛନ୍ତି ।

ସୂଚନାଥାଉ କି, ଗତକାଲି ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟ ନିକଟରେ ଆୟୋଜିତ ହୋଇଥିବା ଦଳୀୟ ସଭାରେ ବିଜେଡି ଦଳର ନେତା ତଥା ମୋ ପରିବାର ଆବାହକ ଅରୂପ ପଟ୍ଟନାୟକ ସଭାରେ ଯୋଗ ଦେଇଥିଲେ । ସଭାରେ ଶ୍ରୀ ପଟ୍ଟନାୟକ ବିରୋଧୀ ଦଳର ନେତା ଶ୍ରୀ ଜୟନାରାୟଣ ମିଶ୍ରଙ୍କ ସାମ୍ବିଧାନିକ ଗାରିମା, ମାନସମ୍ମାନ ଓ ପଦମର୍ଯ୍ୟାଦାକୁ ଭୃକ୍ଷେପ ନକରି ତାଙ୍କୁ ଭାଷଣ ମାଧ୍ୟମରେ ଅପମାନ ଓ ଧମକ ଦେଇଥିଲେ । ଶ୍ରୀ ପଟ୍ଟନାୟକ କହିଥିଲେ କି, “ସେ ଯେଉଁ ଲୋକ ଧକ୍କା ଧକ୍କି କରୁଛନ୍ତି, ଆମ ଭଳିଆ ଲୋକ ହାବୁଡରେ ପଡି ନାହାନ୍ତି, ତାର ଅବସ୍ଥା କଣ ହୋଇଥାନ୍ତା” “ଆମ ୟୁନିଫର୍ମ ନାହିଁ, ଅବସ୍ଥା କଣ ହେବ ଖାଲି ହାବୁଡରେ ପଡୁ” ।

ଏଥିରୁ ସ୍ପଷ୍ଟ ହେଉଛି ଅରୁପ ପଟ୍ଟନାୟକ ରାଜ୍ୟ ସରକାରଙ୍କ ପୋଷା ଗୁଣ୍ଡାଭଳି ଧମକ ଦେବା ଗଣତନ୍ତ୍ର ପ୍ରତି ବିପଦ । ଅରୂପ ପଟ୍ଟନାୟକଙ୍କ ଏଭଳି ମନ୍ତବ୍ୟକୁ ନେଇ ଭାରତୀୟ ଜନତା ପାର୍ଟି ଦୃଢ଼ ନିନ୍ଦା କରିବା ସହ ତାଙ୍କ ନାଁରେ କ୍ୟାପିଟାଲ ଥାନାରେ ଆଜି ଏତଲା ଦାୟର କରିଛି । ଏହି ଘଟଣାର ସଠିକ୍ ତଦନ୍ତ କରିବା ସହ ଅରୂପ ପଟ୍ଟନାୟକଙ୍କୁ ତୁରନ୍ତ ଗିରଫ କରିବା ପାଇଁ ବିଜେପି ବିଧାୟକ ଦଳ ଦାବି କରିଛନ୍ତି । ଏନେଇ ଯଦି କାର୍ଯ୍ୟାନୁଷ୍ଠାନ ନହୁଏ ତାହାଲେ ଆଗାମୀ ବିଧାନସଭାରେ ଏକଥାକୁ ଭାରତୀୟ ଜନତା ପାର୍ଟି ପ୍ରସଙ୍ଗ କରିବ ବୋଲି ଶ୍ରୀ ମହାଲିଙ୍ଗ କହିଛନ୍ତି ।

ଏହି ଅବସରରେ ବିଧାୟକ ମୁକେଶ ମହାଲିଙ୍ଗଙ୍କ ସହ ବିରୋଧୀ ଦଳର ମୁଖ୍ୟସଚେତକ ବିଧାୟକ ମୋହନ ମାଝି, ସୁକାନ୍ତ ନାୟକ, ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ସୁବାଷ ପାଣିଗ୍ରାହୀ, ନାଉରୀ ନାୟକ, ଶଙ୍କର ଓରାମ, ନିତ୍ୟାନନ୍ଦ ଗଣ୍ଡ, ସନାତନ ବିଜୁଳି, ଗଣେଶରାମ ଖୁଂଟିଆ, ଭାସ୍କର ମଢ଼େଇ, ପ୍ରକାଶ ସୋରେନ, ଡ. ବୁଧାନ ମୁର୍ମୁ, ନବଚରଣ ମାଝି, ସୂରଜ ସୂର୍ଯ୍ୟବଂଶୀ ସ୍ଥିତପ୍ରଜ୍ଞ, ଓବିସିମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ, ରାଜ୍ୟ ମୁଖପାତ୍ର ଠାକୁର ରଞ୍ଜିତ ଦାସ, ଗଣମାଧ୍ୟମ ମୁଖ୍ୟ ଦିଲୀପ ମଲ୍ଲିକ, ସହମୁଖ୍ୟ ସୁଜିତ କୁମାର ଦାସ ଓ ସିଦ୍ଧାର୍ଥ ଶଙ୍କର ପତି ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ରହ୍ମଗିରି ପଣସପଦା ଠାରୁ ୮୫ଟି ପାଣି ପାଉଚ ଭର୍ତ୍ତି ଥିବା ବ୍ଯାଗ ଜବତ

ବ୍ରହ୍ମଗିରି ପଣସପଦା ଠାରୁ ୮୫ଟି ପାଣି ପାଉଚ ଭର୍ତ୍ତି ଥିବା ବ୍ଯାଗ ଜବତ

May 15, 2026
କଟକ ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ସୌମ୍ୟଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଆଜି କଟକ ଡିଜିପି ଅଫିସ ଘେରାଉ

କଟକ ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ସୌମ୍ୟଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଆଜି କଟକ ଡିଜିପି ଅଫିସ ଘେରାଉ

May 15, 2026
କଟକ ଜିଲ୍ଲା ଅବକାରୀ ବିଭାଗର ପୁଣି ଏକ ସଫଳତା : ୩,୨୨୦ ଲିଟର ମଦ ଜବତ

କଟକ ଜିଲ୍ଲା ଅବକାରୀ ବିଭାଗର ପୁଣି ଏକ ସଫଳତା : ୩,୨୨୦ ଲିଟର ମଦ ଜବତ

May 15, 2026
ମାଟ୍ରିକ ଶ୍ରେଷ୍ଠ ବିଦ୍ୟାର୍ଥୀଙ୍କୁ ଆଦର୍ଶ ଶିଶୁ ନିକେତନ ପକ୍ଷରୁ ସମ୍ବର୍ଦ୍ଧନା

ମାଟ୍ରିକ ଶ୍ରେଷ୍ଠ ବିଦ୍ୟାର୍ଥୀଙ୍କୁ ଆଦର୍ଶ ଶିଶୁ ନିକେତନ ପକ୍ଷରୁ ସମ୍ବର୍ଦ୍ଧନା

May 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ରହ୍ମଗିରି ପଣସପଦା ଠାରୁ ୮୫ଟି ପାଣି ପାଉଚ ଭର୍ତ୍ତି ଥିବା ବ୍ଯାଗ ଜବତ

ବ୍ରହ୍ମଗିରି ପଣସପଦା ଠାରୁ ୮୫ଟି ପାଣି ପାଉଚ ଭର୍ତ୍ତି ଥିବା ବ୍ଯାଗ ଜବତ

May 15, 2026
କଟକ ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ସୌମ୍ୟଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଆଜି କଟକ ଡିଜିପି ଅଫିସ ଘେରାଉ

କଟକ ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ସୌମ୍ୟଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଆଜି କଟକ ଡିଜିପି ଅଫିସ ଘେରାଉ

May 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version