କୋଭିଡ୍-୧୯ ରୋଗୀ ୩,୯୦୯ ଜଣ ପଜିଟିଭ୍ ଚିହ୍ନଟ : ୨,୭୦୮ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ – ୧୧ ଜଣ କୋଭିଡ୍-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି ।
ଓଡିଶା ତାଜା ନ୍ୟୁଜ୍ (୧୪ ଜୁନ୍ ରବିବାର) ଭୁବନେଶ୍ୱର :- ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୨, ୦୦,୦୧୪ ଟି ନମୁନା କୋଭିଡ୍-୧୯ ପରୀକ୍ଷା କରାଯାଇଛି ।...
Read moreDetails







